CORONAVIRUS UPDATE: ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିନ୍ହଟ, ସଂଖ୍ୟା ଛୁଇଁଲା ୧୦୮

ଭୁବନେଶ୍ୱର,୨୭।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଏମାନେ ବାଲେଶ୍ୱର ଜିଲାର ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ନେଇ ଭାରତ ସମେତ ୫ଦେଶ ସହ କଥା ହେଲେ ବୈଦେଶିକ ମନ୍ତ୍ରୀ

ଓ୍ବାଶିଂଟନ୍‌,୮।୮: ମହାମାରୀ କରୋନା ଭାଇରସ୍‌ ବିରୋଧରେ ସାମୂହିକ ଭାବେ ଲଢ଼ିବା ପାଇଁ ଆମେରିକାର ବୈଦେଶିକ ମନ୍ତ୍ରୀ ମାଇକ୍‌ ପାମ୍ପିଓ ଅଷ୍ଟ୍ରେଲିଆ, ବ୍ରାଜିଲ, ଭାରତ, ଇସ୍ରାଏଲ୍‌ ଓ...

ମହାନଦୀ ଜଳ ବିବାଦ: ୪୧ ଇସ୍ୟୁ ଫ୍ରେମ୍‌ କଲେ ଟ୍ରିବ୍ୟୁନାଲ; ଅଗଷ୍ଟ ୮ରେ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ୱର,୧୨।୭(ବ୍ୟୁରୋ): ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ହୋଇଥିବା ମହାନଦୀ ଜଳ ବିବାଦ ମାମଲାରେ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ଶନିବାର ଇସ୍ୟୁ ଫ୍ରେମ୍‌ କରିଛନ୍ତି। ଅଧ୍ୟକ୍ଷ...

ଗଳିଆ ନଦୀରେ ବିପଦପୂର୍ଣ୍ଣ ଡଙ୍ଗାଯାତ୍ରା

ମହାକାଳପଡ଼ା,୩୦ା୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନଦୀ ନାଳ ଘେରା ବତିଘର ପଞ୍ଚାୟତକୁ ସ୍ଥଳପଥରେ ଯାତାୟାତ ପାଇଁ କୌଣସି ସୁବିଧା ନାହିଁ। ଫଳରେ ସ୍ଥାନୀୟ ଲୋକେ...

ହାତୀ ଦିବସରେ ହାତୀର ମୃତଦେହ ଉଦ୍ଧାର

ସମ୍ବଲପୁର, ୧୨।୮ (ବ୍ୟୁରୋ): ଅଗଷ୍ଟ ୧୨ ଅର୍ଥାତ୍‌ ବୁଧବାର ହେଉଛି ଅନ୍ତର୍ଜାତୀୟ ହସ୍ତୀ ଦିବସ। ଏହି ହାତୀ ଦିବସରେ ସମ୍ବଲପୁର ବନଖଣ୍ଡ ଧମା ରେଞ୍ଜ ଅନ୍ତର୍ଗତ...

ଛେଣ୍ଡିପଦା ଡାକ୍ତରଖାନାରେ ବିରଳ ଶିଶୁ ଜନ୍ମ, ଦେଶରେ ତୃତୀୟ ଘଟଣା

ଛେଣ୍ଡିପଦା, ୬।୯(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ଡାକ୍ତରଖାନାରେ ଶୁକ୍ରବାର ଏକ ବିରଳ ଶିଶୁ ଜନ୍ମ ହୋଇଛି। ଡାକ୍ତରଖାନ ସୂତ୍ରରୁ ପ୍ରକାଶ ଯେ, ଦେବଗଡ଼ ଜିଲା ରିଆମାଳ...

ଘର ତାଲା ଭାଙ୍ଗି ନେଇ ୫ ଭରିରୁ ଊର୍ଦ୍ଧ୍ୱ ସୁନା ଅଳଙ୍କାର

ପାରଳାଖେମୁଣ୍ଡି,୩ା୩(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ସହରର ଚନ୍ଦ୍ରଶେଖର ପଣ୍ଡା ସାହି କୃଷ୍ଣଚନ୍ଦ୍ର ଗନ୍ତାୟତଙ୍କ ଘର ତାଲା ଭାଙ୍ଗି ସୁନା ରୁପା, ଟିଭି ଚୋରି ହୋଇଥିବା ଶୁକ୍ରବାର ଅଭିଯୋଗ କରିଛନ୍ତି।...

ଧରାପଡିଲେ ହରିଆଣାର ଏଟିଏମ୍‌ ଲୁଟେରା ଗ୍ୟାଙ୍ଗ

ବଲାଙ୍ଗୀର ଅଫିସ,୫।୧୦: ବଲାଙ୍ଗୀର ଜିଲାରେ ସକ୍ରିୟ ଥିବା ହରିଆଣାର ତିନି ଜଣ ଏଟିଏମ୍‌ ଲୁଟେରାଙ୍କୁ ପୋଲିସ ଗିରଫ କରିଛି। ଏହି ଲୁଟେରାମାନେ ଅଭିନବ ଉପାୟରେ ଟଙ୍କା...

‘ସରପଞ୍ଚଙ୍କ ଭଲ କାମ ଦେଶକୁ ବାଟ ଦେଖାଇବ’

ଭୁବନେଶ୍ୱର,୧୧।୮(ବ୍ୟୁରୋ): ସରପଞ୍ଚମାନଙ୍କ ନିଷ୍ଠା ଓ ପରିଶ୍ରମ ଯୋଗୁ କରୋନା ପଜିଟିଭ୍‌ ସଂଖ୍ୟା କମୁଛି। ଆରୋଗ୍ୟ ହାର ବଢୁଛି। ମୃତ୍ୟୁହାର ମଧ୍ୟ କମିବାରେ ଲାଗୁଛି। ସରପଞ୍ଚମାନଙ୍କ ଭଲ...

Advertisement
Archives

Model This Week