ରାଜ୍ୟରେ ଆଉ ୬୨ କରୋନା ଆକ୍ରାନ୍ତ ସୁସ୍ଥ, ମୋଟ୍‌ ଆରୋଗ୍ୟଙ୍କ ସଂଖ୍ୟା ୪୯୭

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଶନିବାର ରାଜ୍ୟରେ ଆଉ ୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍‌ ୪୯୭ ଜଣ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ଗଞ୍ଜାମର ୪୧, ବାଲେଶ୍ୱରର ୧୫, ରାଉରକେଲାର ୨, ଭଦ୍ରକ, ମୟୂରଭଞ୍ଜ ଏବଂ ଯାଜପୁରର ଜଣେ ଲେଖାଏ ସୁସ୍ଥ ହୋଇଛନ୍ତି। ଏହି ୬୨ ଜଣଙ୍କ ମଧ୍ୟରେ ମହାରାଷ୍ଟ୍ରର ଜଣେ ଆକ୍ରାନ୍ତ ଓଡ଼ିଶାରେ ଚିକିତ୍ସିତ ହେଉଥିବା ବେଳେ ସେ ମଧ୍ୟ ସୁସ୍ଥ ହୋଇଥିବା ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ରାଜ୍ୟରେ ଦ୍ଵିତୀୟ କରୋନା ମୃତ୍ୟୁ

ଭୁବନେଶ୍ୱର,୬।୫:(ବ୍ୟୁରୋ)- ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ମୃତକ ୭୭ ବର୍ଷୀୟ ମଧୁସୂଦନନଗର, ଭୁବନେଶ୍ୱର ବାସିନ୍ଦା ଯିଏକି କିଛିଦିନ ଧରି କିମ୍ସ କୋଭିଡ...

ସୁସ୍ଥ ହେଲେ ୧୦୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧୮।୨ : ଓଡ଼ିଶାରେ ଗୁରୁବାର ୧୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୮୮୮ରେ ପହଞ୍ଚିଛି।...

ପଥରଶିଳ୍ପ: ଓଡ଼ିଆର ଜାତିଗତ ସମ୍ପଦ

ବାହାର ଲେଖକମାନେ ଶାସ୍ତ୍ରର ମୂଳ ରହସ୍ୟକୁ ଖୋଜି ନ ଥିଲାପରି ମନେହୁଏ। ଯିଏ ଖୋଜିଛନ୍ତି ସେ କିମ୍ଭୂତକିମାକାର ତର୍ଜମା କରି ଓଡ଼ିଆ ସାଂସ୍କୃତିକ ପରମ୍ପରାକୁ କତରା...

ଜୁନ ୧୫ରୁ ବନ୍ଦ ରହିବ ଶିମିଳିପାଳ

ବାରିପଦା ଅଫିସ,୨୮।୫- ପ୍ରତିବର୍ଷ ଭଳି ଏଥର ବର୍ଷା ଋତୁକୁ ଦୃଷ୍ଟିରେ ରଖି ଆସନ୍ତା ୧୫ରୁ ନଭେମ୍ବର ପହିଲା ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ...

ଜମିବାଡ଼ିକୁ କେନ୍ଦ୍ରକରି ୨ ଭାଇଙ୍କ ମଧ୍ୟରେ ବିବାଦ: ସାନ ଭାଇ ଆକ୍ରମଣରେ ବଡ଼ ମୃତ

ପୁରୀ ଅଫିସ,୧୪।୬: ପୁରୀ ଜିଲା ଟାଉନ ଥାନା ଅଧୀନ ଚୁଡ଼ଙ୍ଗ ସାହି ଖୁଣ୍ଟିଆ ବଗିଚାରୁ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ସେ...

ବଢିଲା କରୋନା ସଂକ୍ରମଣ: ଏକ ମାସ ପାଇଁ ପୁଣିଥରେ ଲକ୍‌ଡାଉନ ଘୋଷଣା କଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୧ ।୧୧: ଶୀତ ବଢିଲା ବଢିଲା କରୋନା ଭାଇରସ ସଂକ୍ରମଣ । ବ୍ରିଟେନରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଚିନ୍ତାରେ ପଡିଯାଇଛନ୍ତି ପ୍ରଧାନମନ୍ତ୍ରୀ ବୋରିସ...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୬୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ଲକ୍ଷ ୭୯ ହଜାର ୯୧୦...

ଦେଶରେ ହ୍ରାସ ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା: ଗତ ୨୪ଘଣ୍ଟାରେ ୩୮ହଜାର ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ,୩।୧୧: ଦେଶରେ ଏବେ ବି କରୋନା ପ୍ରକୋପ ଜାରି ରହିଛି। ଯେ ପର୍ଯ୍ୟନ୍ତ କରୋନା ମୁକାବିଲା ପାଇଁ କୌଣସି ଔଷଧ ବା ଟିକା ଆସିନାହିଁ ସେଯାଏଁ...

Advertisement
Archives

Model This Week