ରାଜ୍ୟରେ ଆଉ ୭ ଜୀବନ ନେଲା କରୋନା

ଭୁବନେଶ୍ୱର,୨୨ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବଢିଚାଲିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁସଂଖ୍ୟା ୮,୫୧୪କୁ ବୃଦ୍ଧି ପାଇଛି। ଆଜି ଅନୁଗୋଳରୁ ଦୁଇ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ କଟକ, ଯାଜପୁର,ଭଦ୍ରକ,ପୁରୀ ଓ ମୟୁରଭଞ୍ଜରୁ ଜଣେ ଲେଖାଏ ଆକାନ୍ତଙ୍କ ମୃତ୍ୟୁ ଘଟିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ୯ ବର୍ଷର ହତ୍ୟା ମାମଲା ଫାଇଲ

ଭୁବନେଶ୍ୱର,୧୬।୬(ବ୍ୟୁରୋ)”ବହୁ ବିଳମ୍ବ ହୋଇଥିଲେ ମଧ୍ୟ ଏବେ କମିଶନରେଟ ପୋଲିସର ଚେତା ପଶୁଛି। ରାଜଧାନୀରେ ରହସ୍ୟ ହୋଇ ରହିଥିବା ବହୁ ସମ୍ବେଦନଶୀଳ ମାମଲାର ଖୋଳତାଡ଼ ଆରମ୍ଭ ହୋଇଛି।...

ଶ୍ରଦ୍ଧା ହେଉଛନ୍ତି ମୋ ଫିଜିଓଥେରାପିଷ୍ଟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୪।୧୦(ସୁନିତ୍‌ ମିଶ୍ର)କିଛିଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାଟିକାନ୍‌ ସିଟି ଗସ୍ତ କରିଥିବା ସମୟରେ ତାଙ୍କ ସାଙ୍ଗରେ ଯାଇଥିବା ଶ୍ରଦ୍ଧା କିଏ ବୋଲି ବିରୋଧୀ...

୧୦ ଖଣି ନିଲାମ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ୧୦ଟି ଖଣି ନିଲାମ ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ୫ ଲୁହାପଥର, ୨ ମାଙ୍ଗାନିଜ୍‌ ଏବଂ ୩ଟି...

ଖୋଳାଯିବ ୧.୨୫ ଲକ୍ଷ କୂପ

ଭୁବନେଶ୍ୱର,୨୨-୧୧(ବ୍ୟୁରୋ):ସାରା ରାଜ୍ୟରେ ଚଳିତ ଆର୍ଥିକ ବର୍ଷରେ ୧.୨୫ ଲକ୍ଷ କୂପ(ଡଗ୍‌-ୱେଲ)ଖୋଳାଯିବ। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏ) ଅଧୀନରେ ଏହି ଖନନ କାର୍ଯ୍ୟ...

ରାଜ୍ୟରେ ସୁସ୍ଥ ହେଲେ ୧୧୦୧ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୧୧୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୯୬, କଟକରୁ ୮୯,...

ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୨।୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନି। ଆଜି ଆଉ ୧୦ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ...

ପ୍ରଶାସନିକ ଅଧିକାରୀ ସ୍ତରରେ ଛୋଟ ଧରଣର ଅଦଳବଦଳ

ଭୁବନେଶ୍ୱର,୭ା୬(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ବରିଷ୍ଠ ପ୍ରଶାସନିକ ଅଧିକାରୀ ସ୍ତରରେ ଛୋଟଧରଣର ଅଦଳବଦଳ କରିଥିବା ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କ୍ରାଇମବ୍ରାଞ୍ଚ ଏଡିଜି...

କଟକ ସହରରୁ ଥମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ୫୪ ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୨୨ା୭: ବୁଧବାର କଟକ ସହରରୁ ୫୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୫୨ରେ ପହଞ୍ଚିଥିବା କଟକ...

Advertisement
Archives

Model This Week