ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣାଧୀନ; ସରପଞ୍ଚ-ଏସ୍‌ଏଚ୍‌ଜି-ଜନସାଧାରଣଙ୍କ ପାଇଁ ସମ୍ଭବ: ଏସ୍‌ଆର୍‌ସି

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଦୁଇ ମାସ ଧରି ସରକାର ରାଜ୍ୟବାସୀଙ୍କ ସହ କରୋନା ସହ ଯୁଦ୍ଧ ଲଢ଼ି ଆସୁଛନ୍ତି। ଏବେ ରାଜ୍ୟରେ କରୋନା ସ୍ଥିତି ବହୁମାତ୍ରାରେ ନିୟନ୍ତ୍ରଣରେ ରହିଛି। ଗତ ଦୁଇ ସପ୍ତାହରେ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ଘଟିଥିଲେ ସୁଦ୍ଧା ଏହା ଚିନ୍ତାଜନକ ସ୍ଥିତିରେ ନାହିଁ। କରୋନା ସ୍ଥିତି ନିୟନ୍ତ୍ରଣରେ ରହିଛି। ବାହାରୁ ଆସୁଥିବା ପ୍ରବାସୀ ଓଡ଼ିଆଙ୍କୁ ସଠିକ୍‌ ଭାବେ କ୍ୱାରାଣ୍ଟାଇନ୍‌ କରାଯାଇଥିବାରୁ ଏହା ସମ୍ଭବ ହୋଇଛି। ଗ୍ରାମାଞ୍ଚଳରେ ସରପଞ୍ଚ, ଜନସାଧାରଣ, ଏସ୍‌ଏଚ୍‌ଜି ମାନେ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥାକୁ ଅନେକାଂଶରେ ପରିପାଳନ କରିଥିବାରୁ ସ୍ଥିତି ନିୟନ୍ତ୍ରଣରେ ରହିଛି। ଫଳରେ ଏବେ ଚିହ୍ନଟ ହେଉଥିବା ଆକ୍ରାନ୍ତମାନେ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ହିଁ ବାହାରୁଛନ୍ତି। ଏଣୁ ରାଜ୍ୟରେ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ ବୋଲି ରବିବାର ଏସ୍‌ଆର୍‌ସି ପ୍ରଦୀପ ଜେନା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦୁର୍ଘଟଣା: ବଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୮ ଓଡ଼ିଆ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?