ରାଜ୍ୟରେ ଚିହ୍ନଟ ହେଉଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୧୫-୪୦ ବର୍ଷୀୟଙ୍କ ସଂଖ୍ୟା ଅଧିକ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୨ରେ ପହଞ୍ଚିଛି। ସେଥିରୁ ୧୦୨ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି ଜଣଙ୍କ ମୃତ୍ୟୁ ଘଟିଛି।

ଅପରପକ୍ଷେ କରୋନା ଏବେ ରାଜ୍ୟର ୧୪ ଜିଲାରେ ମଧ୍ୟ ପହଞ୍ଚିଛି। ଖୋର୍ଦ୍ଧା, ଯାଜପୁର, ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, କଳାହାଣ୍ଡି, ଦେଓଗଡ଼,କୋରାପୁଟ, ଝାରସୁଗୁଡ଼ା, କେନ୍ଦୁଝର, କଟକ, ଢ଼େଙ୍କାନାଳ ଏବଂ ପୁରୀ ଜିଲାରେ କରୋନା ପଜିଟିଭ୍‌ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଅଧିକ ସଂକ୍ରମିତ ମାମଲାରେ ଖୋର୍ଦ୍ଧା ପ୍ରଥମ ସ୍ଥାନରେ ରହିଛି।

ମୋଟ ସଂକ୍ରମିତଙ୍କ ସଂଖ୍ୟା ଦେଖିଲେ ସେଥିରେ ୬୦ ବର୍ଷରୁ ଊର୍ଦ୍ଧ୍ୱ ବୟସ ଥିବା ୧୫ଜଣ ଅଛନ୍ତି। ସେହିଭଳି ୪୧-୬୦ ବର୍ଷ ବୟସ ଥିବା ୪୦ଜଣ, ୧୫-୪୦ ବର୍ଷ ବୟସ ଥିବା ୬୩ଜଣ, ୦-୧୪ ବର୍ଷ ବୟସର ୧୦ଜଣ ରହିଛନ୍ତି। ସେହିଭଳି ଆକ୍ରାନ୍ତଙ୍କ ମଧ୍ୟରେ ୯୨ଜଣ ପୁରୁଷ ଏବଂ ୩୬ଜଣ ମହିଳା ଅଛନ୍ତି। ତେବେ ଗୁରୁବାର ଚିହ୍ନଟ ହୋଇଥିବା ୧୪ଜଣ ନୂଆ ଆକ୍ରାନ୍ତଙ୍କ ବିଷୟରେ ସବିଶେଷ ସୂଚନା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri