ରାଜ୍ୟରେ ନିଅଣ୍ଟିଆ ସ୍ଥିତି ନାହିଁ, ଆଗୁଆ ଦିଆଯିବ ୩ ମାସର ପିଡିଏସ୍‌ ସାମଗ୍ରୀ: ମନ୍ତ୍ରୀ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ରାଜ୍ୟରେ ନିଅଣ୍ଟିଆ ସ୍ଥିତି ନାହିଁ। କିଛି ଗୁଜବକାରୀ ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। କେବଳ ଲୋକେ ସଚେତନ ହେବା ଦରକାର, ଆମେ ଉଦ୍ୟମ କରୁଛୁ। ଲୋକଙ୍କୁ ସଚେତନ କରାଇବା ପାଇଁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ବିଭାଗ ସହ ଯୋଗାଯୋଗ ଚାଲିଛି। ତେବେ ଏଥିପାଇଁ ଭୟ କରିବାର କିଛି ନାହିଁ ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି।
ସେହିଭଳି ଆଗୁଆ ୩ ମାସର ପିଡିଏସ୍‌ ସାମଗ୍ରୀ ଦେବା ପାଇଁ ଯୋଜନା ଚାଲିଛି। ଏ ନେଇ ଦିନେ ଦୁଇ ଦିନ ଭିତରେ ନିଷ୍ପତ୍ତି ହେବ। ଗୁଜବକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ମାସ୍କ ଓ ସାନିଟାଇଜର ନିଅଣ୍ଟିଆ ସ୍ଥିତି ଦେଖାଯାଇଛି। ଆବଶ୍ୟକ ଅନୁସାରେ ପ୍ରଡକ୍ସନ ହେଉଛି, ପ୍ରଡକ୍ସନ ବୃଦ୍ଧି ପାଇଁ ଚେଷ୍ଟା ଚାଲିଥିବା ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଗ୍‌ଚୀ ଦମ୍ପତିଙ୍କ ସହ କଥା ହୋଇ ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୩।୪(ବ୍ୟୁରୋ): ଭୁବନେଶ୍ୱରରେ କ୍ୟାନ୍‌ସର ହସ୍ପିଟାଲ ଓ ଏକ କେୟାର ସେଣ୍ଟର ପ୍ରତିଷ୍ଠା ପାଇଁ ସୁବ୍ରତୋ ବାଗ୍‌ଚୀ ଓ ସୁସ୍ମିତା ବାଗ୍‌ଚୀ ୩୪୦ କୋଟି ଟଙ୍କା...

ଅମାନିଆଙ୍କଠାରୁ ଆଦାୟ ହୋଇଛି ୫ କୋଟି ୨୪ଲକ୍ଷ: ଡିଜିପି

କଟକ ଅଫିସ,୨୯।୪: ରାଜ୍ୟରେ କରୋନାର ସ୍ଥିତି ଦିନକୁ ଦିନ ବେକାକୁ ହେବାରେ ଲାଗିଛି। ଟେଷ୍ଟିଂ ଯୋଗୁ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଉଛି।...

ଶନିବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଏପରି ରହିଛି କାର୍ଯ୍ୟସୂଚୀ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ୩ ଦିନିଆ ଗସ୍ତରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଓଡ଼ିଶା ଆସୁଛନ୍ତି । ରାଷ୍ଟ୍ରପତି ସଂଧ୍ୟା ୬ଟାରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ।...

୭୨ ଓଇଏସ୍‌ ଅଧିକାରୀଙ୍କ ପଦୋନ୍ନତି

ଭୁବନେଶ୍ୱର, ୨୫।୫(ବ୍ୟୁରୋ)- ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଓଡ଼ିଶା ଶିକ୍ଷା ସେବା (ଓଇଏସ୍‌) ଅନ୍ତର୍ଗତ ବିଭିନ୍ନ ବର୍ଗର ୭୨ଜଣ ଅଧିକାରୀଙ୍କୁ ପଦୋନ୍ନତି...

ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ପ୍ରତିବାଦ

ଭୁବନେଶ୍ୱର,୧୦ା୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଦ୍ୱାରା ଭୁବନେଶ୍ୱରରେ ବେଆଇନ ଭାବେ ହୋଲ୍ଡିଂ ଟ୍ୟାକ୍ସ ଓ ପ୍ରପର୍ଟି ଟ୍ୟାକ୍ସ ବୃଦ୍ଧି କରାଯାଇଥିବା କଂଗ୍ରେସ ଅଭିଯୋଗ କରିଆସୁଛି। ଯଦି...

ଆଜି ରାଜ୍ୟରୁ ୮୪ ପଜିଟିଭ୍‌ ଚିହ୍ନଟ, କଟକରେ ସର୍ବାଧିକ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୮୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୪୮୯ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜିଙ୍କ ନିକଟରେ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ଆତ୍ମସମର୍ପଣ, ଘୋଷଣା ହୋଇଥିଲା ୫ ଲକ୍ଷର ପୁରସ୍କାର ରାଶି

ମାଲକାନଗିରି,୨୫।୨(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ପୋଲିସ କାର୍ଯ୍ୟାଳୟଠାରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ସଫିନ୍‌ ଅହମ୍ମଦ କେଙ୍କ ନିକଟରେ ଆଜି ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେ...

ବାପାଙ୍କୁ ହତ୍ୟାକରି ଚତୁର୍ଥୀ ପୂର୍ବରୁ ଜେଲଗଲେ ପୁଅ

କେନ୍ଦୁଝର/ଝୁମ୍ପୁରା,୯ା୭ (ସ୍ବ.ପ୍ର.): ବିବାହ ସରିଲା। ଚତୁର୍ଥୀ ପାଇଁ ଘର ଦୁଆରେ ସାଜସଜ୍ଜା ଚାଲିଥିଲା। କିଛି ଘଣ୍ଟା ପରେ ହୋଇଥାନ୍ତା ଚତୁର୍ଥୀ। ମାତ୍ର ବାପାଙ୍କୁ ହତ୍ୟାକରି ଜେଲ...

Advertisement


Archives

Model This Week