ରାଜ୍ୟରେ ପରିବହନ ସେବା ବାଧାପ୍ରାପ୍ତ: ଟ୍ରେନ୍‌ ଟିକେଟ୍‌ ବାତିଲ କରୁଛନ୍ତି ଯାତ୍ରୀ,ଏଣିକି ଆର୍‌ଟିଓରେ ଦୈନିକ ମିଳିବ ୫୦ ଲାଇସେନ୍ସ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ଗୋଟିଏ ପଟେ କରୋନା ମୁକାବିଲା ନେଇ ରାଜ୍ୟ ସରକାର ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ଅପରପକ୍ଷେ ପରିବହନ ସେବା ବାଧାପ୍ରାପ୍ତ ହେଉଥିବା ଦେଖାଯାଉଛି। ବିଭିନ୍ନ ରେଳଷ୍ଟେଶନରେ ଟିକେଟ ବାତିଲ ପ୍ରକ୍ରିୟା ବଢ଼ୁଥିବା ନଜର ଆସିଛି। ଇଷ୍ଟକୋଷ୍ଟ ରେଲଓ୍ବେର ଲକ୍ଷେରୁ ଅଧିକ ଟିକେଟ ଲୋକେ କ୍ୟାନ୍‌ସଲ କରାଯାଇଛି। ଏଥିପାଇଁ ଷ୍ଟେଶନରେ ଯାତ୍ରୀଙ୍କ ଲମ୍ବା ଧାଡ଼ି ମଧ୍ୟ ଦେଖିବାକୁ ମିଳୁଛି। ଅପରପକ୍ଷେ ବସ୍‌ରେ ଯାତ୍ରୀଙ୍କ ସଂଖ୍ୟା ବଢ଼ିବା ଆଶଙ୍କା ଥିବାରୁ ବିଭାଗ ପକ୍ଷରୁ ମାଗଣାରେ ମାସ୍କ ଯୋଗାଯିବ ବୋଲି ଜଣାପଡ଼ିଛି।

ରାଜ୍ୟରେ ନୂତନ ସଡ଼କ ସୁରକ୍ଷା ଆଇନ ଲାଗୁ ହେବା ପରେ ଯାନବାହନ କଡ଼ାକଡ଼ି ଭାବେ ଯାଞ୍ଚ କରାଯାଉଥିଲା। ଏପରିକି ବିଭିନ୍ନ କାଗଜପତ୍ର ନ ଥିଲେ ମୋଟା ଅଙ୍କର ଜରିମାନା କରାଯାଉଥିଲା। ଏବେ ବି ଅଧିକାଂଶ ଲୋକ କାଗଜପତ୍ର କରି ନ ଥିବାକୁ ନେଇ ଆର୍‌ଟିଓ ଅଫିସରେ ଭିଡ ଜମାଉଛନ୍ତି। ଏଥିରେ କରୋନା ସଂକ୍ରମଣର ସମ୍ଭାବନା ଅଧିକ ରହୁଥିବାରୁ ଭିଡ କମାଇବାକୁ ଦୈନିକ ମିଳିବ ୫୦ଟି ଲାଇସେନ୍ସ ମିଳିବ ବୋଲି ପରିବହନ ବିଭାଗ ସ୍ପଷ୍ଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ

କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…

ବିବାହିତାଙ୍କୁ କଲେ ଦ୍ଵିତୀୟ ବିବାହ: ସ୍ବାମୀଙ୍କ ଫୋନରୁ ଅନ୍ତରଙ୍ଗ ଭିଡିଓ ଭାଇରାଲ କଲେ ପ୍ରଥମ ସ୍ତ୍ରୀ , ଡରିକି ଏମିତି …

ଦିଗପହଣ୍ଡି,୬|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ରହୁଥିବା ଜଣେ ବିବାହିତା(୩୦)ଙ୍କୁ ପ୍ରେମ କରି ଦ୍ଵିତୀୟ ବିବାହ କରିବା ପରେ କୁକୁଡ଼ାଖଣ୍ଡି…

କଲ୍ୟାଣସିଂହପୁର ଭିଡ଼ ହିଂସା, ୨୪ ଅଭିଯୁକ୍ତଙ୍କ ହେଲା ଟିଆଇ ପରେଡ୍‌

ରାୟଗଡ଼ା/ବିଷମ କଟକ, ୬।୭ (କୈଳାସ ଚନ୍ଦ୍ର ପୃଷ୍ଟି/ ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁରରେ ଘଟିଥିବା ବହୁଚର୍ଚ୍ଚିତ ଭିଡ଼ ହିଂସା ମାମଲାରେ ସୋମବାର ବିଷମକଟକ ଉପକାରାଗାରରେ…

କାଲି  ଖୋର୍ଦ୍ଧା ରୋଡ୍ ଡିଭିଜନ୍‌ରେ ୮ ମେମୁ ଟ୍ରେନ୍‌ ବାତିଲ: ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୬।୭: ଯାତ୍ରୀମାନଙ୍କ ପାଇଁ ଜରୁରୀ ସୂଚନା। ମାଳତୀପାଟପୁର ଓ ପୁରୀ ଷ୍ଟେସନ ମଧ୍ୟରେ ଚାଲିଥିବା ଆଧୁନିକୀକରଣ ଓ ରେଳ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟ ପାଇଁ ଆସନ୍ତାକାଲି…

Puri Koraput Expressର ଶୁଭାରମ୍ଭ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ରେଳମନ୍ତ୍ରୀ କଲେ ଉଦ୍‌ଘାଟନ

ପୁରୀ,୬।୭: ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ବ୍ରହ୍ମପୁର-ଉଧନା(ସୁରଟ) ଅମୃତ ଭାରତ ଏକ୍ସପ୍ରେସର ନିୟମିତ ସେବାର ସୋମବାର ଶୁଭାରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ରେଳ…

ଏନ୍‌ଏଚ୍–୫୫ ନିର୍ମାଣରେ ଅନିୟମିତତା: ଅଧୀକ୍ଷଣ ଯନ୍ତ୍ରୀ, ଏସଡିଓ ଓ ପ୍ରୋଜେକ୍ଟ ମ୍ୟାନେଜରଙ୍କ ନାଁରେ ଏଫ୍‌ଆଇଆର୍

ଜଗତସିଂହପୁର, ୬।୭: ଜାତୀୟ ରାଜପଥ–୫୫ (ଏନ୍‌ଏଚ୍–୫୫)ର ନିର୍ମାଣ କାର୍ଯ୍ୟରେ ମନ୍ଥର ଗତି ଏବଂ ନିମ୍ନମାନର କାମକୁ ନେଇ ପ୍ରଶାସନ କଠୋର ପଦକ୍ଷେପ ଗ୍ରହଣ କରିଛି। ଏହି ଘଟଣାରେ…

୯ରେ ଖୋଲିବ ହୀରାକୁଦ ଗେଟ୍‌

ସମ୍ବଲପୁର,୬।୭(ପ୍ରମୋଦ ବହିଦାର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍‌ର ଜଳସ୍ତର ବଢ଼ିବାରେ ଲାଗିଛି। ଜଳଭଣ୍ଡାର ଉତ୍ତମ ପରିଚାଳନା ପାଇଁ ଆସନ୍ତା ଜୁଲାଇ ୯ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri