ରାଜ୍ୟରେ ମୁଣ୍ଡପିଛା ଋଣ ୧୮ ହଜାର: ଚଳିତବର୍ଷ ରାଜ୍ୟରେ ଋଣ ଭାର ୧ଲକ୍ଷ କୋଟିକୁ ଟପିବ ବୋଲି ଆକଳନ କରାଯାଇଛି

ଭୁବନେଶ୍ୱର,୧୮।୨(ବ୍ୟୁରୋ): ରାଜ୍ୟରେ ମୁଣ୍ଡପିଛା ଋଣ ହାର ବୃଦ୍ଧି ପାଇଚାଲିଛି। ଏହି ଭାର ୧୮ ହଜାର ୪୯୭ ଟଙ୍କାରେ ପହଞ୍ଚତ୍ଛି। ବିଜେଡି ବିଧାୟକ ଦେବୀରଞ୍ଜନ ତ୍ରିପାଠୀଙ୍କ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ଏହା ବ୍ୟତୀତ ରାଜ୍ୟରେ ଚଳିତ ଆର୍ଥିକବର୍ଷ ଡିସେମ୍ବର ସୁଦ୍ଧା ଋଣ ଭାର ୮୪,୯୭୬.୨୯ କୋଟି ଟଙ୍କାରେ ପହଞ୍ଚତ୍ଛି। ଚଳିତଆର୍ଥିକ ବର୍ଷ ଶେଷ ସୁଦ୍ଧା ଏହାର ପରିମାଣ ୧,୦୬,୫୨୬.୮୬ କୋଟି ହେବ ବୋଲି ବଜେଟରେ ଆକଳନ କରାଯାଇଛି ବୋଲି ଅର୍ଥମନ୍ତ୍ରୀ ଗୃହରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ନଜରବନ୍ଦୀରେ ପୁରୁଷବନ୍ଧୁ

ଯୋଡ଼ା, ୪ା୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରର ମହିଳା ଡାକ୍ତର ଶୁଭଶ୍ରୀ କରଙ୍କ ମୃତ୍ୟୁର ୩ଦିନ ପରେ ମଧ୍ୟ ମୃତ୍ୟୁର ରହସ୍ୟ ଉପରୁ ପରଦା...

ଆରମ୍ଭ ହେଲା ‘ମୋ ବିଦ୍ୟୁତ୍‌’ ପୋର୍ଟାଲ ‘ମୋବାଇଲ ଆପ୍‌’: ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୧୦(ବ୍ୟୁରୋ)- ରାଜ୍ୟର ବିଦ୍ୟୁତ୍‌ ସେବା ମୋ ସରକାର ଦ୍ୱାରା ତଦାରଖ କରାଯିବ। ରାଜ୍ୟର ୮୯ ଲକ୍ଷ ବିଦ୍ୟୁତ ଉପଭୋକ୍ତାଙ୍କ ସୁବିଧା ପାଇଁ ଅନ୍‌ଲାଇନ ବିଦ୍ୟୁତ ଉପଭୋକ୍ତା...

ନୂଆବର୍ଷରେ ରାତି ୧ଟା ପର୍ଯ୍ୟନ୍ତ ଖୋଲା ରହିବ ମଦଦୋକାନ: ମଦ ପିଇ ଗାଡ଼ି ଚଲାଇଲେ ଫାଇନ୍‌ କାଟିବ ପୋଲିସ

ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ): ନୂଆବର୍ଷକୁ ଦୃଷ୍ଟିରେ ରଖି ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ନୂଆବର୍ଷ ରାତି ଗୋଟାଏ ପର୍ଯ୍ୟନ୍ତ କଟକ ମହାନଗର ନିଗମ...

ବିଏମ୍‌ସିର ଉଠାଦୋକାନୀ ପ୍ରୀତିକୁ ନେଇ ଅସନ୍ତୋଷ

ଭୁବନେଶ୍ୱର, ୧।୮ (ବନ୍ଦନା ସେଠୀ):ରାଜଧାନୀର ପ୍ରମୁଖ ମାର୍କେଟ କୁହାଯାଉଥିବା ୟୁନିଟ୍‌-୨ ମାର୍କେଟ ବିଲ୍ଡିଂ ଜୁଲାଇ ୧୭ରୁ ବନ୍ଦ ରହିଛି। ୧୫ ଦିନ ଧରି ମାର୍କେଟ ବନ୍ଦ...

ବାଇକ୍‌ରୁ ଡେଇଁ ହାତକଡ଼ି ସହ ଚମ୍ପଟ ଅଭିଯୁକ୍ତ ଗିରଫ:୨ ପୋଲିସ ନିଲମ୍ବିତ

ଚାନ୍ଦବାଲି, ୯।୧୦ (ଡି.ଏନ.ଏ.): ଭଦ୍ରକ ଜିଲା ବାଂଶଡ଼ା ଥାନାରେ ଏକ କମେଣ୍ଟ ମାରିବା ମାମଲାରେ ଗିରଫ ଜଣେ ଅଭିଯୁକ୍ତ ଭଦ୍ରକ ଜେଲ୍‌କୁ ସ୍ଥାନାନ୍ତର ହେବା ରାସ୍ତାରେ...

ମନ୍ଦିରରେ ଝଣ୍ଡା ଲଗାଇବା ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ: ଯୋଡାରେ ୧୪୪ ଧାରା ଜାରି

ଯୋଡ଼ା, ୧୧।୪ (ଡି.ଏନ.ଏ.): ରାମନବମୀ ଅବସରରେ ଏକ ଶିବ ମନ୍ଦିରରେ ଝଣ୍ଡା ଲଗାଇବାକୁ ନେଇ କେନ୍ଦୁଝର ଜିଲା ଯୋଡ଼ା ସହରରେ ସୋମବାର ଦୁଇ ଗୋଷ୍ଠୀ ମୁହାଁମୁହିଁ...

ଜେଲ ଗଲେ ଅବସରପ୍ରାପ୍ତ ସେନା କର୍ମଚାରୀ

ଭୁବନେଶ୍ୱର,୯ା୯ (ବ୍ୟୁରୋ): ଖଣ୍ଡଗିରି ଥାନା ଅନ୍ତର୍ଗତ ଭରତପୁର ଅଞ୍ଚଳରେ ପଡୋଶୀଙ୍କ ସହ ବଚସାକୁ କେନ୍ଦ୍ରକରି ଗୁଳି ମାଡ଼ କରିଥିବା ଅଭିଯୁକ୍ତ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ପୋଲିସ...

୨୨ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପାଇଁ ପାଗ ଅନୁକୂଳ ହେଲାଣି। ଆସନ୍ତା ୪/୫ ଦିନ ପରେ ମୌସୁମୀ...

Advertisement
Archives

Model This Week