ରାଜ୍ୟରେ ସୁସ୍ଥ ହେଲେ ଆଉ ୮୦ କରୋନା ଆକ୍ରାନ୍ତ: ମୋଟ ଆରୋଗ୍ୟ ସଂଖ୍ୟା ୧୩୨୫ ଛୁଇଁଲା

ଭୁବନେଶ୍ୱର, ୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୮୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ପୁରୀରୁ ସର୍ବାଧିକ ୧୭ ଜଣ ରହିଥିବା ବେଳେ, କେନ୍ଦ୍ରାପଡ଼ା ଓ ମାଲକାନଗିରିରୁ ୧୬ଜଣ ଲେଖାଏ ସୁସ୍ଥ ହୋଇଛନ୍ତି। କଟକରୁ ୭, ନୟାଗଡ଼, ସୋନପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ାରୁ ୩ଜଣ ଲେଖାଏ ରହିଥିବା ବେଳେ ଗଞ୍ଜାମ, କନ୍ଧମାଳ ଓ ଖୋର୍ଦ୍ଧା ଜିଲାରୁ ୨ ଜଣେ ଲେଖାଏ ରହିଛନ୍ତି। ବଲାଙ୍ଗୀର, ଜଗତ୍‌ସିଂହପୁର ଓ ନବରଙ୍ଗପୁରରୁ ଜଣେ ଲେଖାଏ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏବେସୁଦ୍ଧା ରାଜ୍ୟରେ କରୋନାରୁ ୧୩୨୫ଜଣ ସୁସ୍ଥ ହେଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଶିକୁଳିରେ ବାନ୍ଧି ରଖ: ପ୍ରକୃତି

ଭୁବନେଶ୍ୱର,୨୪।୭(ବ୍ୟୁରୋ): ଓଲିଉଡ୍‌ ଅଭିନେତା ବାବୁସାନ ମହାନ୍ତି ଏବଂ ପ୍ରକୃତି ମିଶ୍ରଙ୍କ ବିବାଦ ଥମିବାର ନାଁ ଧରୁନି। ଉଭୟ ପରିବାରର ଜଣଙ୍କ ପରେ ଜଣେ ସଦସ୍ୟ ଏନେଇ...

ରଖିଲେ ଶିବ…

ତରବୋଡ/ନୂଆପଡା ଅଫିସ, ୮।୨: କଥାରେ ଅଛି ରଖିଲେ ଶିବ ମାରିବ କିଏ। ନୂଆପଡ଼ା ଜିଲା ଟାନୱାଟରେ ସୋମବାର ଏକ ଦୁର୍ଘଟଣା ଘଟିଛି ଯାହାକୁ ଦେଖି ଅଞ୍ଚଳବାସୀ...

ପଙ୍କୋଦ୍ଧାର ଏକାଦଶୀ ପାଇଁ ଲୋକନାଥ ପୀଠ ପ୍ରସ୍ତୁତ

ପୁରୀ ଅଫିସ, ୧୮ା୨: ବୁଧବାର ପବିତ୍ର ପଙ୍କୋଦ୍ଧାର ଏକାଦଶୀ। ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିରରେ ଏହା ଧୂମ୍‌ଧାମ୍‌ରେ ଅନୁଷ୍ଠିତ ହେବ। ବର୍ଷକରେ ଏହି ଗୋଟିଏ ଦିନ...

ଦୋଷ ଲୁଚାଇବା ପାଇଁ ନୂଆ ଫନ୍ଦି

ଯାଜପୁର ଅଫିସ,୧୮।୧: ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ସିହା ଗ୍ରାମପଞ୍ଚାୟତରେ ଚାଲିଥିବା ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) କାମରେ...

ଭୁବନେଶ୍ବରରୁ ଜୟପୁର ଦେଇ ଭାଇଜାଗ୍‌କୁ ବିମାନ ସେବା

ଭୁବନେଶ୍ୱର, ୯।୫ (ବ୍ୟୁରୋ) : ଭୁବନେଶ୍ବରରୁ ଭାଇଜାଗ୍‌କୁ ବିମାନ ସେବା ଆରମ୍ଭ ହେବ। ଏହା ଭାୟା ଜୟପୁର ଦେଇ ଚଳାଚଳ କରିବ । ୯ ସିଟ୍‌...

ପଦ୍ମପୁର ଉପନିର୍ବାଚନ: ୧ଟା ସୁଦ୍ଧା ୪୬.୯୬ ପ୍ରତିଶତ ମତଦାନ

ବରଗଡ଼ ଅଫିସ,୫ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ଉକ୍ତ ନିର୍ବାଚନ ମଣ୍ଡଳୀର ମୋଟ୍‌ ୩୧୯ଟି ବୁଥ୍‌ରେ ଭୋଟ୍‌ ଗ୍ରହଣ ଚାଲିଛି।...

ପୋଲିସ ଇନ୍‌ଫର୍ମର ସନ୍ଦେହରେ ପୁଣି ହତ୍ୟା: ୧୨ ଘଣ୍ଟା ମଧ୍ୟରେ ମାଓବାଦୀଙ୍କ ଦ୍ୱିତୀୟ ନରସଂହାର

ଲାଞ୍ଜିଗଡ,୨୨।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ପାହାଡ଼ପଦରରେ ରବିବାର ଦ୍ୱିପ୍ରହରରେ ଜନଗହଳିପୂର୍ଣ୍ଣ ବଜାରରେ ଠିକାଦାର ରାଜେନ୍ଦ୍ର ସାହୁଙ୍କୁ ଗୁଳିକରି ମାଓବାଦୀମାନେ ହତ୍ୟା...

ତଡ଼ପ ଲାଗିହୋଇ ରହିଲେ ସାକ୍ଷୀଗୋପାଳ

ସାକ୍ଷୀଗୋପାଳ,୨୬ା୧୨(ଡି.ଏନ୍‌.ଏ.): ସୂର୍ଯ୍ୟୋପରାଗ ପାଇଁ ବୁଧବାର ସାକ୍ଷୀଗୋପାଳ ମନ୍ଦିରରେ ସଅଳ ଦେବନୀତି ସମ୍ପନ୍ନ କରାଯାଇଛି। ସନ୍ଧ୍ୟା ସୁଧା ବଡସିଂହାର ଧୂପ ସମାପନ କରାଯିବା ପରେ ଠାକୁରଙ୍କୁ ଗ୍ରହଣ...

Advertisement
Archives

Model This Week