ରାଜ୍ୟରେ ସ୍ବାସ୍ଥ୍ୟସେବାରେ ଉନ୍ନତି ଲାଗି ଆଉ ଏକ ପଦକ୍ଷେପ: ଏଣିକି ରୋଗୀଙ୍କଠାରୁ ଫୋନ୍‌ ଯୋଗେ ମତାମତ ନେବ ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ବିଗତ ଦିନରେ ରାଜ୍ୟ ସରକାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉନ୍ନତି ଆଣିବା ସକାଶେ ବିଭିନ୍ନ ଯୋଜନା ପ୍ରଣୟନ କରିଥିବା ବେଳେ ପୁଣି ଏଭଳି ଏକ ପଦକ୍ଷେପ ନେଇଛନ୍ତି। ଏଣିକି ସ୍ବାସ୍ଥ୍ୟସେବା ସମ୍ପର୍କରେ ଜାଣିବା ଲାଗି ରୋଗୀଙ୍କ ପାଖକୁ ସିଧାସଳଖ ଫୋନ ଯିବ। ଡାକ୍ତରଖାନାକୁ ଆସୁଥିବା ରୋଗୀଙ୍କଠାରୁ ସ୍ବାସ୍ଥ୍ୟ ବିଭାଗ ମତାମତ ନେବ। ରୋଗୀଙ୍କ ମତ ପାଇଁ ମନ୍ତ୍ରୀ ଓ ସଚିବଙ୍କ ତତ୍ତ୍ୱାବଧାନରେ ଟିମ୍‌ ଗଠନ କରାଯିବ। ଉକ୍ତ ଟିମ୍‌ ପକ୍ଷରୁ ରୋଗୀଙ୍କୁ ସିଧାସଳଖ ଫୋନ କରି ମତାମତ ନିଆଯିବ। ଡାକ୍ତରଖାନାରେ କିଭଳି ସେବା ଦିଆଗଲା, ଏଥିରେ ସେମାନେ ସନ୍ତୁଷ୍ଟ କି ଅସନ୍ତୁଷ୍ଟ, ସେ ସମ୍ପର୍କରେ ସୂଚନା ସଂଗ୍ରହ କରାଯିବ। ମୋଟ ଉପରେ ଡାକ୍ତରୀ ସେବାର ସୁବିଧା ଓ ଅସୁବିଧା ରୋଗୀଙ୍କଠାରୁ ବୁଝାଯିବ। ଗୁରୁବାର ସିଡିଏମ୍‌ଓଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଯୋଗେ କଥା ହେବା ପରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି।…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଲୋୟର ସୁକତେଲର ୩ ଗେଟ୍‌ ଖୋଲିଲା: ଛଡ଼ାଗଲା ପ୍ରଥମ ବନ୍ୟାଜଳ, ପାଣିଘେରରେ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର,୨୬ା୭(ସୁନିଲ କୁମାର ମହାନ୍ତି): ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମର ୩ଟି ଗେଟ୍‌ ଖୋଲାଯାଇଛି। ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ…

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ…

ବାର୍‌ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ

ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri