CORONAVIRUS UPDATE: ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ସଂକ୍ରମଣ; ଆଜି ସର୍ବାଧିକ ୩୦୪ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୩୦୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୭୨ଜଣ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୩୨ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ଥିବା ସୂଚନା ଓ ଲୋକସଂମ୍ପର୍କ ବିଭାଗ ପକ୍ଷରୁ ପୂର୍ବାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୧୬୦କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶେଷଜ୍ଞ ଡାକ୍ତର ନିଯୁକ୍ତି ଦାବିରେ ଧାରଣା

ବଡ଼ସାହି,୬ା୧୨(ସ୍ବ.ପ୍ର)-ବଡ଼ସାହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିଶେଷଜ୍ଞ ଡାକ୍ତର ନିଯୁକ୍ତି ଦାବିରେ ବ୍ଲକ କଂଗ୍ରେସ ପକ୍ଷରୁ ଗୁରୁବାର ଡାକ୍ତରଖାନା ସମ୍ମୁଖରେ ଧାରଣା ଦିଆଯାଇଥିଲା। ବରିଷ୍ଠ କଂଗ୍ରେସ ନେତା ପ୍ରକାଶ...

ଘରେ ରହି ଖୁସି ମନାଉଛନ୍ତି ଶିଳ୍ପା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ବୁଧବାର ନିଜ ସୋସିଆଲ ମିଡିଆ ଆକାଉଣ୍ଟ୍‌ରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ସେ ନିଜର ୨ମାସର ଝିଅ...

ଲୋକସେବା ଭବନରେ ଦିବ୍ୟାଙ୍ଗ ଓ ବରିଷ୍ଠଙ୍କ ପାଇଁ ସ୍ବତନ୍ତ୍ର ଯାନ ଲୋକାର୍ପିତ

ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ଲୋକସେବା ଭବନକୁ ପ୍ରତିଦିନ କାର୍ଯ୍ୟୋପଲକ୍ଷେ ବିଭିନ୍ନ ସ୍ଥାନରୁ ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ସୁଗମ ଯାତାୟାତ ନିମନ୍ତେ ଏକ ସ୍ବତନ୍ତ୍ର ଯାନର...

କଂଗ୍ରେସରେ ପୁଣି ପିସିସି ପରିବର୍ତ୍ତନ ମେଳି

ଭୁବନେଶ୍ୱର, ୧୧ା୨(ବ୍ୟୁରୋ):ରାଜ୍ୟ କଂଗ୍ରେସରେ ପିସିସି ପରିବର୍ତ୍ତନ ପାଇଁ ପୁଣିଥରେ ମେଳି ବାନ୍ଧିଛନ୍ତି ଅସନ୍ତୁଷ୍ଟ ନେତା। ପିସିସିର ଆମୂଳଚୂଳ ପରିବର୍ତ୍ତନ ପାଇଁ ଗୋଟିଏ ଗୋଷ୍ଠୀ ପୁଣିଥରେ ଅଣ୍ଟାଭିଡ଼ିଛି।...

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ମିଳିଲା ରାଶନକାର୍ଡ

ବାଲିଗୁଡା,୨୫ା୫(ଡି.ଏନ୍‌.ଏ.)- ବାଲିଗୁଡା ଏନ୍‌ଏସି ୬ନଂ. ଓ୍ବାର୍ଡର ଶିବ ପ୍ରସାଦ ପଟ୍ଟନାୟକ ରାଶନକାର୍ଡ ପାଇବାକୁ ଯୋଗ୍ୟ ଥାଇ ମଧ୍ୟ ପାଇ ନ ଥିଲେ। ଶିବପ୍ରସାଦ ବାଲିଗୁଡା ବଜାରରେ...

ଘରେ ଶୋଇଥିବା ବେଳେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ଜଟଣୀ,୧୮ା୧୦(ଡି.ଏନ.ଏ): ଜଟଣୀ ଥାନା ଅଧୀନ ତରାବୋଇ ଗ୍ରାମ ନୂଆସାହିର ବଙ୍କିନା ତାଡ଼ ଦୁଇ ପିଲାଙ୍କୁ ଧରି ଶୋଇଥିବା ବେଳେ ରବିବାର ରାତିରେ କେହି ଦୁର୍ବୃତ୍ତ ତାଙ୍କୁ...

ଦରଖଁଡ଼ିଆ ହେଇ ପଡ଼ିଛେ ଅଙ୍ଗନଓ୍ବାଡି କେନ୍ଦ୍ର

  ଗୁଡ଼ଭେଲିପଦର, ୧୧।୧ (ଡି.ଏନ.ଏ)- ରାଏଜର ଭିନେ ଭିନେ ଜିଲାରେ ଅନେକ ଅଙ୍ଗନଓ୍ବାଡି ଘର ଦଦ୍‌ରା ହେଇ ବିପଦ୍‌ ଅବସ୍‌ତାରେ ଥିବାର ରାଏଜ୍‌ ସରକାରକଁର ନଜରକେ...

ଟଙ୍କା ନ ଦେଲେ ଫାଇଲ ଘୁଞ୍ଚୁ ନାହିଁ

ଯାଜପୁର ଅଫିସ,୧୨ା୩: ଯାଜପୁର ଜିଲା ଯୋଗାଣ ବିଭାଗରେ ଲାଞ୍ଚ ନ ଦେଲେ ଟେବୁଲରୁ ଫାଇଲ ଘୁଞ୍ଚେ ନାହିଁ। ପ୍ରତ୍ୟେକ କାର୍ଯ୍ୟରେ ଏହି ବିଭାଗର ଜୁନିୟର ଆସିଷ୍ଟାଣ୍ଟ...

Advertisement
Archives

Model This Week