ରାଜ୍ୟରେ ୧୭ ଶହ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ୧୫ ଜିଲାରୁ ୬୩ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଚିହ୍ନଟ ହୋଇଥିବା ୬୩ କରୋନା ସଂକ୍ରମିତ ୧୫ ଜିଲାର। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୨ ରହିଛନ୍ତି। ଏହାଛଡ଼ା ଜଗତସିଂହପୁରରୁ ୧୧, ଗଞ୍ଜାମରୁ ୪, ବାଲେଶ୍ୱର-କଟକରୁ ୩, ଢେଙ୍କାନାଳରୁ ୯, ନୟାଗଡ଼ରୁ ୭, ବଲାଙ୍ଗିରରୁ ୬, ସୁନ୍ଦରଗଡ଼ରୁ ୨, ପୁରୀ-ମୟୂରଭଞ୍ଜ-କୋରାପୁଟ- ସମ୍ବଲପୁର-ଝାରସୁଗୁଡ଼ା-ନବରଙ୍ଗପୁର ଜିଲାରୁ ଜଣେ ଲେଖାଏ ପଜିଟିଭ୍‌ ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ନୂଆ ପଜିଟିଭ୍‌ଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ଶହ ଟପିଛି। ଏବେ ଏହି ସଂଖ୍ୟା ୧୭୨୩ରେ ପହଞ୍ଚିଛି। ସେହିଭଳି ମୋଟ ଆକ୍ଟିଭ କେସ୍‌-୮୨୭ ହୋଇଛି। ୮୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭ଜଣଙ୍କ ପ୍ରାଣହାନୀ ଘଟିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁର ସିମେଣ୍ଟ କାରଖାନାରେ ଉତ୍ତେଜନା

କଳିଙ୍ଗନଗର, ୨।୧୦(ଡି.ଏନ.ଏ.): କଳିଙ୍ଗନଗର ଶଳ୍ପାଞ୍ଚଳର ଯାଜପୁର ସିମେଣ୍ଟ (ସାଗର ସିମେଣ୍ଟ୍‌) କାରଖାନାରେ ଶୁକ୍ରବାର ଉତ୍ତେଜନା ପ୍ରକାଶ ପାଇଛି। ୩ ମାସର ବକେୟା ଦରମା ଦାବିରେ ଶ୍ରମିକ...

ନଭେମ୍ବରରେ ଦ୍ୱିତୀୟ କିସ୍ତି କାଳିଆ ଟଙ୍କା ମିଳିବା ପ୍ରସଙ୍ଗ: ରାଜ୍ୟ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ‘କାଳିଆ ଯୋଜନା’ର ଦ୍ୱିତୀୟ କିସ୍ତି ଟଙ୍କା ନଭେମ୍ବରରେ ପ୍ରଦାନ କରାଯିବ। ଏନେଇ ଘୋଷଣା କରାଯିବା ପରେ ଉଭୟ ଭାଜପା ଏବଂ କଂଗ୍ରେସ ନେତାମାନେ...

ହତ୍ୟାର ଡେମୋ ଦେଖାଇଲେ ମୁଖ୍ୟ ଅଭିଯୁକ୍ତ

ବ୍ରହ୍ମପୁର ଅଫିସ,୫ା୩: ବ୍ରହ୍ମପୁର ହିଲ୍‌ପାଟଣା ଅଞ୍ଚଳର କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଶଙ୍କର ମୁନଙ୍କୁ ଗୋଷାଣୀନୂଆଗଁା ଥାନା ପୋଲିସ ଗତ...

ହଜିଗଲାଣି ମଣିଷପଣିଆ: କାର୍‌ ଡିକିରେ ବାପାଙ୍କ ମୃତଦେହ ସ୍ବର୍ଗଦ୍ୱାର ଆଣିଲେ ପୁଅ

ପୁରୀ ଅଫିସ, ୨।୨: ମୃତଦେହକୁ ମଶାଣି ପର୍ଯ୍ୟନ୍ତ ନେବା ପାଇଁ ଲୋଡ଼ା ହେଉଥିଲା ଛ’ ଖଣ୍ଡ କାଠ। କାନ୍ଦ ବୋବାଳିରେ ଫାଟି ପଡୁଥିଲା ଘରଦ୍ୱାର। ସାହିଭାଇ...

ବହୁ ଚର୍ଚ୍ଚିତ ଗଣବଳାତ୍କାର ମାମଲା: ଦୀର୍ଘ ୨୨ ବର୍ଷ ପରେ ଧରାପଡ଼ିଲେ ମୁଖ୍ୟ ଅଭିଯୁକ୍ତ

କଟକ ଅଫିସ,୨୨।୨: ବହୁଚର୍ଚ୍ଚିତ ଗଣବଳାତ୍କାର ମାମଲାରେ ଆଜି ଧରା ପଡ଼ିଛନ୍ତି ମୁଖ୍ୟ ଅଭିଯୁକ୍ତ। ଦୀର୍ଘ ୨୨ ବର୍ଷ ପରେ ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ ଧରିବାରେ...

ହାଇଓ୍ବେ ପାଟ୍ରୋଲିଂ ପ୍ରଦର୍ଶନ ଅତି ଖରାପ

ଭୁବନେଶ୍ୱର, ୫।୨(ବ୍ୟୁରୋ): ରାଜ୍ୟ ସରକାର ଗତ କିଛିଦନ ହେଲା ଓଡ଼ିଶାରେ ସଡକ ଦୁର୍ଘଟଣାଜନିତ ମୃତ୍ୟୁ ହାର ହ୍ରାସ କରିବା ଲାଗି ଜୋର୍‌ଦାର ଉଦ୍ୟମ ଚଳାଇଛନ୍ତି। ସବୁ...

ପାରାଦୀପରୁ କେନ୍ଦୁଝର ପର୍ଯ୍ୟନ୍ତ ମେମୁ ଟ୍ରେନ

କେନ୍ଦ୍ରାପଡ଼ା ଅଫିସ,୭ା୧୦: ୨୦୨୦ ଜୁଲାଇରୁ ରେଳ ବିହୀନ ଜିଲାରୁ କେନ୍ଦ୍ରାପଡ଼ା ବାଦ ପଡିଛି। ସେହିବର୍ଷ ଜୁଲାଇ ୨୪ଠାରୁ ମାଲବାହୀ ଟ୍ରେନ ଚଳାଚଳ ଆରମ୍ଭ ହୋଇଛି। ଏବେ...

ଫୋନ୍‌ କଲ୍‌ରେ ବିଡିଓଙ୍କ ପରିଚୟ ଦେଇ ଲୁଟିନେଲେ ୩୭ହଜାର

ଗୁଡାରି,୬ା୨: ମୁଁ ଗୁଡାରି ବିଡିଓ କହୁଛି। ଆପଣଙ୍କ ବ୍ୟାଙ୍କ ଖାତାକୁ କରୋନାର ମାସ୍କ କିଣା ଏବଂ ସାନିଟାଇଜର ବାବଦକୁ ଟଙ୍କା ଯିବ। ଶୀଘ୍ର ଏଟିଏମ୍‌ କାର୍ଡ...

Advertisement
Archives

Model This Week