ରାଜ୍ୟରେ ୪ ହଜାର ତଳେ ରହୁଛି ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ରବିବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୫୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୩୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୫୩୮ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୮ ଲକ୍ଷ ୭୭ ହଜାର ୫୦୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୭୧ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୨୭, ବାଲେଶ୍ୱରରୁ ୨୦୫, ବରଗଡ଼ରୁ ୫୧, ଭଦ୍ରକରୁ ୧୮୬, ବଲାଙ୍ଗୀରରୁ ୩୬, ବୌଦ୍ଧରୁ ୫୯, କଟକରୁ ୪୦୭, ଦେବଗଡ଼ରୁ ୧୨, ଢେଙ୍କାନାଳରୁ ୯୬, ଗଜପତିରୁ ୨୯, ଗଞ୍ଜାମରୁ ୨୭, ଜଗତ୍‌ସିଂହପୁରରୁ ୧୦୩, ଯାଜପୁରରୁ ୩୩୭, ଝାରସୁଗୁଡ଼ାରୁ ୧୩, କଳାହାଣ୍ଡିରୁ ୪୧, କନ୍ଧମାଳରୁ ୪୧, କେନ୍ଦ୍ରାପଡ଼ାରୁ ୧୪୧, କେନ୍ଦୁଝରରୁ ୬୧ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୫୯, ମାଲକାନଗିରିରୁ ୮୬, ମୟୂରଭଞ୍ଜରୁ ୧୮୭, ନବରଙ୍ଗପୁରରୁ ୫୭ , ନୟାଗଡ଼ରୁ ୧୧୪, ନୂଆପଡ଼ାରୁ ୧୯, ପୁରୀରୁ ୨୪୭, ରାୟଗଡ଼ାରୁ ୮୮, ସମ୍ବଲପୁରରୁ ୩୧ ସୁବର୍ଣ୍ଣପୁରରୁ ୨୯ ଓ ସୁନ୍ଦରଗଡ଼ରୁ ୪୩ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୮୪ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୨ କୋଟି ଜିଏସ୍‌ଟି ଠକି ବ୍ୟବସାୟୀ ଗିରଫ

କଟକ ଅଫିସ, ୮।୮: ଜିଏସ୍‌ଟି ଠକେଇ ମାମଲାରେ ବଲାଙ୍ଗୀରର ଜଣେ ବ୍ୟବସାୟୀଙ୍କୁ ଗୁରୁବାର ଗିରଫ କରାଯାଇଛି। ସେ ହେଲେ ଟିଟଲାଗଡ଼ର ତୀର୍ଥଙ୍କର ପଟେଲ। ତୀର୍ଥଙ୍କର ୧୨...

ଶ୍ରୀଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶ: ସ୍ପଷ୍ଟୀକରଣ ଦାଖଲ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୯ା୩(ବ୍ୟୁରୋ): ଶ୍ରୀଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶ ୨୦୨୦କୁ କାର୍ଯ୍ୟକାରୀ କରିବାରେ କେନ୍ଦ୍ର ସରକାର ମାଗିଥିବା ସ୍ପଷ୍ଟୀକରଣକୁ ରାଜ୍ୟ ସରକାର ଦାଖଲ କରିଛନ୍ତି। ଏନେଇ କେନ୍ଦ୍ର ଗୃହ ସଚିବଙ୍କୁ...

ଯୁକ୍ତ ୨ କଳା ରେଜଲ୍ଟ ପ୍ରକାଶିତ: ପାସହାର ୬୭.୫୬%

ଭୁବନେଶ୍ୱର, ୫।୯(ବ୍ୟୁରୋ) – ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷାଫଳ ଶନିବାର ପ୍ରକାଶ ପାଇଛି। ସିଏଚ୍‌ଏସ୍‌ଇ...

ରେଳ ଧାରଣାରୁ ମିଳିଲା ପରିବାରର ୩ ଜଣଙ୍କ ମୃତଦେହ

ଟିକିରି/ଦଶମନ୍ତପୁର,୨୬ା୧୦(ଡି.ଏନ୍‌.ଏ.)-କୋରାପୁଟ ଜିଲା ଲକ୍ଷ୍ମୀପୁର ଥାନା ଅନ୍ତର୍ଗତ ସିଙ୍ଗାରାମ ରେଳ ଷ୍ଟେଶନ ନିକଟରୁ ସୋମବାର ଗୋଟିଏ ପରିବାରର ୩ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ସେମାନେ ହେଲେ କୋରାପୁଟ...

ସାନ୍ତାଳି ସମ୍ପ୍ରଦାୟ ନିଜ ଭାଷା, ସଂସ୍କୃତିକୁ ନେଇ ଗର୍ବ କରନ୍ତୁ

ଭୁବନେଶ୍ୱର, ୧୭।୫ (ବ୍ୟୁରୋ):ହୀନମନ୍ୟତା ପରିହାର ନ କଲେ କୌଣସି ଜାତି ଓ ଭାଷା ନିଜର ସ୍ବାଭିମାନ ପ୍ରତିଷ୍ଠା କରିପାରିବ ନାହିଁ। ସୋମବାର ଗୀତଗୋବିନ୍ଦ ଭବନଠାରେ ସାନ୍ତାଳି,...

ରାଜ୍ୟ ସରକାରଙ୍କୁ ସମାଲୋଚନା କରିବାକୁ ନେଇ ପ୍ରତାପ-ପ୍ରମିଳା ମୁହାଁମୁହିଁ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ତଥା ଭାଜପା ବରିଷ୍ଠ ନେତା ପ୍ରତାପ ଷଡ଼ଙ୍ଗୀ ଏବଂ ବିଜେଡି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ମୁହାଁମୁହିଁ ହୋଇଛନ୍ତି। ପ୍ରତାପ ଗୁରୁବାର ରାଜ୍ୟ...

୧୧ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କୁ ଆଇଏଏସ୍‌ ପଦବୀକୁ ପଦୋନ୍ନତି; ଜାଣନ୍ତୁ ଅଛନ୍ତି କିଏ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବାର ୧୧ଜଣ ବରିଷ୍ଠ ଅଧିକାରୀଙ୍କୁ ଶୁକ୍ରବାର କେନ୍ଦ୍ର ସରକାର ଆଇଏଏସ୍‌ ପଦବୀକୁ ପଦୋନ୍ନତି ଦେଇଛନ୍ତି। ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ...

ରାଜ୍ୟର ପ୍ରଥମ ବିଦେଶ ଡାକଘର ଉଦ୍‌ଘାଟିତ: ଏଣିକି ବିଦେଶରେ ଶୀଘ୍ର ପହଞ୍ଚିବ ଚିଠି, ପାର୍ସଲ

ଭୁବନେଶ୍ୱର, ୨୧।୭ (ବ୍ୟୁରୋ): ଓଡ଼ିଶାରୁ ବିଦେଶକୁ ପଠାଯାଉଥିବା ଚିଠି ଓ ପାର୍ସଲ କୋଲକାତାସ୍ଥିତ ଫରେନ ପୋଷ୍ଟ ଅଫିସ୍‌ର କଷ୍ଟମ ବିଭାଗରେ ଯାଞ୍ଚ ହୁଏ। ଏହାଦ୍ୱାରା ଚିଠି...

Advertisement
Archives

Model This Week