ରାଜ୍ୟରେ ୫ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ ୫ ହଜାର ଟପିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରବିବାର ଆଉ ୩୦୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୭୨ଜଣ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୩୨ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୧୬୦କୁ ବୃଦ୍ଧି ପାଇଛି ବୋଲି ସୂଚନା ଓ ଲୋକସଂମ୍ପର୍କ ବିଭାଗ ପକ୍ଷରୁ ପୂର୍ବାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ପ୍ରକାଶ ଯେ, କରୋନାରେ ଆଉ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ବରଗଡ଼ ଜିଲାର ଜଣେ ୭୬ ବର୍ଷୀୟ ବୃଦ୍ଧ ଥିବା ବେଳେ ଜଣେ ଗଞ୍ଜାମ ଜିଲାର ୪୯ ବର୍ଷୀୟ ବ୍ୟକ୍ତି ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସତର୍କତା: ବିଜେଡିର କାର୍ଯ୍ୟନିର୍ବାହୀ ବୈଠକ ସ୍ଥଗିତ

ଭୁବନେଶ୍ୱର,୧୪।୩(ବ୍ୟୁରୋ): କରୋନା ମୁକାବିଲା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ବିଶେଷକରି ସିନେମା ହଲ, ଜିମ୍‌, ସୁଇମିଂ ପୁଲ, ପାର୍କ ଆଦି...

ନୂଆ ରୂପ ପାଇବ ରାଜଧାନୀ ଶ୍ମଶାନ

ଭୁବନେଶ୍ୱର,୧୦।୩ (ବ୍ୟୁରୋ): ରାଜଧାନୀ ଭୁବନେଶ୍ବରର ୬୭ ୱାର୍ଡରେ ଥିବା ସମସ୍ତ ଶ୍ମଶାନକୁ ନୂଆ ରୂପ ମିଳିବ। ଭୁବନେଶ୍ବର ମହାନଗର ନିଗମ (ବିଏମସି) ଦ୍ବାରା ଏ ନେଇ...

ଶପଥ ନେଲେ ଅଳକା

ଭୁବନେଶ୍ୱର,୧୩।୬(ବ୍ୟୁରୋ): ବ୍ରଜରାଜନଗର ବିଧାୟକ ଭାବେ ସୋମବାର ଶପଥ ନେଇଛନ୍ତି ଅଳକା ମହାନ୍ତି। ନୂଆ ବାଚସ୍ପତି ବିକ୍ରମ କେଶରୀ ଆରୁଖ ତାଙ୍କୁ ଶପଥ ପାଠ କରାଇଛନ୍ତି। ଅଳକା...

୭ ଦିନ ପାଇଁ ସମ୍ବଲପୁର ବିଶ୍ୱବିଦ୍ୟାଳୟ ବନ୍ଦ

ସମ୍ବଲପୁର,୬ା୭(ବ୍ୟୁରୋ)-ସମ୍ବଲପୁର ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବୁର୍ଲାରେ ଭିସୁଟ୍‌ ଅଧ୍ୟାପକ ଓ କର୍ମଚାରୀ ମଧ୍ୟ ସଂକ୍ରମିତ ହୋଇଛନ୍ତି । ଏହାକୁ ନେଇ...

ଶେଷ ହେଲା ସର୍ବଦଳୀୟ ବୈଠକ, ମଙ୍ଗଳବାର ବଜେଟ ଅଧିବେଶନ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ବଜେଟ ଅଧିବେଶନ ମଙ୍ଗଳବାର ଆରମ୍ଭ ହେଉଛି। ଏହାପୂର୍ବରୁ ସୋମବାର ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିଛି। ତେବେ ବଜେଟ ଅଧିବେଶନ କିଭଳି...

ଅଧ୍ୟାପକ ନିଯୁକ୍ତି ପ୍ରକ୍ରିୟା ସ୍ଥଗିତ ରଖିଲା ଓପିଏସ୍‌ସି

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ ସତ୍ତ୍ୱେ ରାଜ୍ୟ ସରକାର ଅଧ୍ୟାପକ ନିଯୁକ୍ତି ପ୍ରକ୍ରିୟା ଜାରି ରଖିଥିଲେ। ଶିକ୍ଷାବିତ୍‌ଙ୍କ ବିରୋଧ...

ନାବାଳିକାଙ୍କୁ ଯୌନ ନିର୍ଯାତନା ଅଭିଯୋଗ: ଗିରଫ ହେଲେ କନଷ୍ଟେବଳ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ରକ୍ଷକ ହୋଇ ଭକ୍ଷକ ସାଜିଛନ୍ତି କମିଶନରେଟ ପୋଲିସର ଜଣେ କନଷ୍ଟେବଳ। ନାବାଳିକାଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ରଜନୀକାନ୍ତ ଗମାଙ୍ଗ ନାମକ କନଷ୍ଟେବଳ ଗିରଫ ହୋଇଛନ୍ତି।...

ଚାକିରି ଦେବାକୁ କହି ୨ କୋଟି ଟଙ୍କା ଠକେଇ

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ରାଜ୍ୟର ବିଭିନ୍ନ ବ୍ଲକରେ ଲୋକଙ୍କୁ ଚାକିରି ଦେବା ଆଳରେ ସଂସ୍ଥା ଖୋଲି ଠକେଇ କରିଥିବା ଅଭିଯୁକ୍ତଙ୍କୁ ଚନ୍ଦ୍ରଶେଖରପୁର ଥାନା ପୋଲିସ ଗିରଫ କରିଛି।...

Advertisement
Archives

Model This Week