ରାଜ୍ୟରେ ୯ଲକ୍ଷ ୩୭ହଜାର ପଞ୍ଜୀକୃତ ବେକାରି, ୨୧୦ ନିଯୁକ୍ତିମେଳାରେ ୧ ଲକ୍ଷ ୧୩ ହଜାରଙ୍କୁ ଦିଆଯାଇଛି ନିଯୁକ୍ତି

ଭୁବନେଶ୍ୱର,୨୭।୭(ବ୍ୟୁରୋ): ରାଜ୍ୟରେ ୯ ଲକ୍ଷ ୩୭ ହଜାର ୨୫୧ଜଣ ବେକାର ଯୁବତୀଯୁବକ ରାଜ୍ୟ ସରକାରଙ୍କ ବିଭିନ୍ନ ନିୟୋଜନ କାର୍ଯ୍ୟାଳୟରେ ନାମ ପଞ୍ଜୀକରଣ କରିଛନ୍ତି। ୨୧୦ ନିଯୁକ୍ତିମେଳା ଆୟୋଜନ କରାଯାଇ ସେମାନଙ୍କ ମଧ୍ୟରୁ ୧ ଲକ୍ଷ ୧୩ ହଜାର ୨୫୧ ଜଣଙ୍କୁ ନିଯୁକ୍ତି ଦିଆଯାଇଛି। ଏଥିସହ ରାଜ୍ୟ ଦକ୍ଷତା ବିକାଶ କର୍ତ୍ତୃପକ୍ଷଙ୍କ ଦ୍ୱାରା ପରିଚାଳିତ ନିଯୁକ୍ତି ଭିତ୍ତିକ ତାଲିମ କାର୍ଯ୍ୟକ୍ରମ ମାଧ୍ୟମରେ ୨୦୧୯ ମାର୍ଚ୍ଚ ୩୧ ସୁଦ୍ଧା ୮୫ ହଜାର ୬୮୦ଜଣଙ୍କୁ ତାଲିମ ପ୍ରଦାନ କରାଯାଇ ୧୬ ହଜାର ୭୭୭ଜଣଙ୍କୁ ନିଯୁକ୍ତି ଦିଆଯାଇଛି। ସେହିଭଳି ଗତ ୫ ବର୍ଷ ମଧ୍ୟରେ ୧୨ଟି ସେନାବାହିନୀ ନିଯୁକ୍ତି ରାଲି ମାଧ୍ୟମରେ ୫୦୨୭ଜଣ ନିଯୁକ୍ତି ପାଇଛନ୍ତି। ଶନିବାର ବିଧାନସଭା ପ୍ରଶ୍ନୋତ୍ତର ବେଳେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷାମନ୍ତ୍ରୀ ହେମାନନ୍ଦ ନାୟକ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri