ରାଜ୍ୟର ଆଉ ୩ ମେଡିକାଲରେ ହେବ କରୋନା ଟେଷ୍ଟ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟର ଆଉ ୩ଟି ହସ୍ପିଟାଲରେ କରୋନା ଟେଷ୍ଟ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି। ବ୍ରହ୍ମପୁର ମେଡିକାଲ କଲେଜ, ଭିମ୍‌ସାର ଓ ଆଇଜିଏଚ୍‌ରେ ଟେଷ୍ଟ କରାଯିବ। ଓଡ଼ିଶାରେ ଦିନକୁ ୧୦୦୦ କରୋନା ନମୂନା ପରୀକ୍ଷଣ କରାଯିବ। ରାଜ୍ୟ ମନ୍ତ୍ରୀସ୍ତରୀୟ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଥିବା ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। ତେବେ ଆସନ୍ତା ୧୨ ତାରିଖରୁ ବ୍ରହ୍ମପୁର, ୧୫ ତାରିଖରୁ ଭିମ୍‌ସାର ଓ ୧୭ରୁ ଆଇଜିଏଚ୍‌ରେ ଟେଷ୍ଟ କରାଯିବ। ଦିଲ୍ଲୀ ଏମ୍‌ସ ଭଳି ଲୋକଙ୍କୁ ସାନିଟାଇଜ୍‌ କରିବାକୁ ପ୍ରସ୍ତାବ ଦିଆଯାଇଥିବା ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତ ପତେଇବେ ଅଭିନେତ୍ରୀ ମୀରା

ପୁରୁଣା ଭୁବନେଶ୍ୱର, ୨୩।୧୨(ଡି.ଏନ୍‌.ଏ.): କରୋନା ମହାମାରୀ ପାଇଁ ରାଜ୍ୟର ବିଭିନ୍ନ କଳାକାର ହାତବାନ୍ଧି ବସିଛନ୍ତି। ପ୍ରଭାବିତ ହୋଇଛି ଜୀବିକା। ଓଡ଼ିଆ ଫିଲ୍ମ ଜଗତର ହାସ୍ୟ ଅଭିନେତ୍ରୀ...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ବରିଷ୍ଠ ସହାୟକ ପଦୋନ୍ନତି ମାମଲା: ଦରମା ହ୍ରାସ ବିଜ୍ଞପ୍ତି ହାଇକୋର୍ଟରେ ଅସିଦ୍ଧ

କଟକ ଅଫିସ,୧୪ା୧୨- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ପଦୋନ୍ନତି ପାଇ କାର୍ଯ୍ୟ କରୁଥିବା ବରିଷ୍ଠ ସହାୟକଙ୍କ ଦରମା ହ୍ରାସ ସମ୍ପର୍କିତ ବିଜ୍ଞପ୍ତି ହାଇକୋର୍ଟରେ ଅସିଦ୍ଧ ହୋଇଛି। ଗଣେଶ ଚନ୍ଦ୍ର...

କଟକଣା ଭାଙ୍ଗିଲେ କାର୍ଯ୍ୟାନୁଷ୍ଠାନ

ଢେଙ୍କାନାଳ ଅଫିସ, ୧୭।୪ ଭୟଙ୍କର ରୂପ ନେଇ ବାହୁଡ଼ିଛି କରୋନା। ଦେଶ ତଥା ରାଜ୍ୟରେ ସଂକ୍ରମଣ ମାମଲା ରେକର୍ଡ ଭାଙ୍ଗୁଛି। ଦ୍ୱିତୀୟ ଲହରିର ମୁକାବିଲା କରିବାକୁ...

ଶିକ୍ଷକ ଅଭାବ ନେଇ ବିଦ୍ୟାଳୟରେ ତାଲା

ଭଣ୍ଡାରିପୋଖରୀ, ୨୪।୪ (ଡି.ଏନ.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଝୁଟୁଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ସମସ୍ୟାକୁ ନେଇ ଶନିବାର ଅଭିଭାବକମାନେ ମୁଖ୍ୟ ଫାଟକରେ...

ବିଦ୍ୟୁତ୍‌ଜନିତ ଜୀବନହାନି ହ୍ରାସ କରିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୫।୨ (ବ୍ୟୁରୋ): ସମ୍ବେଦନଶୀଳ ବିଦ୍ୟୁତ୍‌ ସରବରାହ ସ୍ଥାନଗୁଡ଼ିକୁ ଚିହ୍ନଟ କରି ଭବିଷ୍ୟତରେ କୌଣସି ଦୁର୍ଘଟଣାକୁ ଏଡ଼ାଇବା ପାଇଁ ତୁରନ୍ତ ପଦକ୍ଷେପ ନେବା ପାଇଁ ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ୍‌...

୨ ଦିନ ମଧ୍ୟରେ ସ୍ଥିର ହେବ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା

ଭୁବନେଶ୍ୱର,୮।୯(ବ୍ୟୁରୋ): ପାର୍ବଣ କଟକଣାକୁ ତୀବ୍ର ବିରୋଧ ପରେ ଶେଷରେ ରାଜ୍ୟ ସରକାର ସାମାନ୍ୟ ନରମିଛନ୍ତି । ପାର୍ବଣ ନେଇ ଜାରି ହୋଇଥିବା ଗାଇଡ୍‌ଲାଇନ୍‌ରେ ମା’ ଦୁର୍ଗାଙ୍କ...

ହାଇକୋର୍ଟରେ ନବୀନ ନିବାସ ବିବାଦ ମାମଲା: ୨ମାସ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ନେବାକୁ ରାଜସ୍ବ ସଚିବଙ୍କୁ ନିର୍ଦ୍ଦେଶ

କଟକ ଅଫିସ, ୨୦।୮: ନବୀନ ନିବାସକୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାର ଶୁଣାଣି ସୋମବାର ହୋଇଥିଲା। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ କେ.ଏସ୍‌. ଝାବେରୀ...

ବଢ଼ୁଛି ଶୀତ, ୧୫ ଡିଗ୍ରୀ ତଳେ ୭ ସହର

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟରେ ଧିରେ ଧିରେ ଶୀତ ବଢ଼ିଲାଣି। ଅଧିକାଂଶ ସ୍ଥାନରେ ସକାଳେ କୁହୁଡ଼ି ଦେଖିବାକୁ ମିଳୁଥିବା ବେଳେ ପାହାନ୍ତିଆ ଏବଂ ସନ୍ଧ୍ୟା ସମୟରେ ଶୀତ ଅନୁଭୂତ...

Advertisement
Archives

Model This Week