ରାଜ୍ୟର ପ୍ରଥମ ଓମିକ୍ରନ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକର ଏକ ଘରୋଇ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଥିବା ସୂଚନା। ତେବେ ତାଙ୍କୁ ୭ ଦିନ ଆଇସୋଲେଶନରେ ରହିବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ବୋର୍ଡ ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୧୮ା୩ କରୋନା ସଂକ୍ରମଣ ରୋକିବା ଦିଗରେ ପ୍ରତିଷେଧକ ବ୍ୟବସ୍ଥା ସ୍ବରୂପ ଭାରତ ସରକାରଙ୍କ ଉଚ୍ଚଶିକ୍ଷା/ ସ୍କୁଲ ଶିକ୍ଷା ଓ ସାକ୍ଷରତା ବିଭାଗ ସଚିବଙ୍କ ପରାମର୍ଶକ୍ରମେ କେନ୍ଦ୍ରୀୟ...

ଦିନେ କମିଲେ ଦିନେ ବଢ଼ୁଛି: ରାଜ୍ୟରେ ଗତ ୨୪ଘଣ୍ଟାରେ ୨ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧାରୁ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ୨ହଜାରରୁ ଅଧିକ ରହୁଛି। ରାଜ୍ୟରେ କରୋନା କଟକଣା କୋହଳ...

ଭୋଟ ବର୍ଜନ ନିଷ୍ପତ୍ତି

ଛେଣ୍ଡିପଦା,୧୪।୧୨(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବରପଦା ପଞ୍ଚାୟତ ଗୋପୀବଲ୍ଲଭପୁର ମୌଜା କୋଇଲା ଖଣି ଅଞ୍ଚଳ ହୋଇଥିବାରୁ ସରକାରଙ୍କ ଉନ୍ନୟନମୂଳକ କାର୍ଯ୍ୟ ଏଠାରେ କାର୍ଯ୍ୟକାରୀ ହେଉ...

କଟକଣାରେ ଦୀପ ଜାଳିଲେ

ବାରିପଦା ଅଫିସ/ବାଙ୍ଗିରିପୋଷି/ କୁଆମରା/ ରାଇରଙ୍ଗପୁର, ୨।୩(ଡି.ଏନ.ଏ.) ମୟୂରଭଞ୍ଜ ଜିଲାର ବିଭିନ୍ନ ଶୈବ ପୀଠରେ କୋଭିଡ୍‌ କଟକଣାରେ ମହାଶିବରାତ୍ରୀ ପାଳିତ ହୋଇଯାଇଛି। କୋଭିଡ୍‌ କଟକଣାରେ ଶ୍ରଦ୍ଧାଳୁମାନେ ଶିବ...

ସାରା ରାଜ୍ୟରେ ବର୍ଷିଲା

ଭୁବନେଶ୍ୱର, ୧୩ା୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସୋମବାର ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଆରମ୍ଭ ହୋଇଛି। ଅଧିକାଂଶ...

ଇନ୍‌ଫୋସିଟି, ଇନ୍‌ଫୋଭ୍ୟାଲି,ଏସ୍‌ଟିପିଆଇ ଅଞ୍ଚଳରେ ସୁରକ୍ଷାକୁ ଆଇଟି ମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର, ୮।୯(ବ୍ୟୁରୋ): ଆଇଟି ପାର୍କ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ସହ ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ନିଯୁକ୍ତି ସୁଯୋଗ ସମ୍ପର୍କିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କପିଲ ଶର୍ମା

ଭୁବନେଶ୍ୱର,୧୭।୩(ବ୍ୟୁରୋ): ଆଜି ଅପରାହ୍ନରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ହାସ୍ୟ ଅଭିନେତା କପିଲ ଶର୍ମା । ଭୁବନେଶ୍ୱରରେ କିଛି ଦିନ ହେବ...

ଇ-ବ୍ୟବସ୍ଥାରେ ୫ଟି ବାଟାଲିଅନ

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ଏଣିକି ରାଜ୍ୟର ୫ଟି ବାଟାଲିଅନ ଇ-ବ୍ୟବସ୍ଥାରେ ରହିବ। ସେଗୁଡ଼ିକ ହେଲା କଟକ, ଢେଙ୍କାନାଳ, ଖୋର୍ଦ୍ଧା, ମାଲକାନଗିରି ଓ ରାଉରକେଲା । ଅତ୍ୟାଧୁନିକ ଟେକ୍‌ନୋଲୋଜି...

Advertisement
Archives

Model This Week