ରାଜ୍ୟର ୧୩ ସ୍ବାସ୍ଥ୍ୟ ଅନୁଷ୍ଠାନକୁ ଅଙ୍ଗ ପ୍ରତ୍ୟାରୋପଣ ଅନୁମତି

କଟକ ଅଫିସ,୧୯ା୧୨- ଏସ୍‌ସିବି ମେଡିକାଲ ସମେତ ରାଜ୍ୟର ୧୩ଟି ସ୍ବାସ୍ଥ୍ୟ ଅନୁଷ୍ଠାନକୁ ଅଙ୍ଗ ପ୍ରତ୍ୟାରୋପଣ ନିମନ୍ତେ ମେଡିକାଲ ଶିକ୍ଷା ଓ ତାଲିମ ନିର୍ଦ୍ଦେଶକ(ଡିଏମ୍‌ଇଟି)ଙ୍କ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି। ଏହି କେନ୍ଦ୍ରଗୁଡ଼ିକୁ ଅର୍ଗାନ ହାର୍ଭେଷ୍ଟିଂ ସେଣ୍ଟର ଭାବେ ମାନ୍ୟତା ଦିଆଯାଇଛି। ଏହି ସ୍ବାସ୍ଥ୍ୟ ଅନୁଷ୍ଠାନଗୁଡ଼ିକ ମଧ୍ୟରେ ଏସ୍‌ସିବିକୁ କିଡ୍‌ନୀ ଓ ଚକ୍ଷୁ ପ୍ରତ୍ୟାରୋପଣ ଅନୁମତି ମିଳିଥିବାବେଳେ ବ୍ରହ୍ମପୁରକୁ ଚକ୍ଷୁ, ବୁର୍ଲାକୁ ଚକ୍ଷୁ, କଳିଙ୍ଗ ହସ୍ପିଟାଲକୁ କିଡ୍‌ନୀ, ଆପୋଲୋକୁ କିଡ୍‌ନୀ, ଆମ୍ରିକୁ କିଡ୍‌ନୀ ଓ କର୍ନିଆ, କିମ୍‌ସକୁ କିଡ୍‌ନୀ, ହାଇଟେକ୍‌ ମେଡିକାଲକୁ କିଡ୍‌ନୀ, ଭୁବନେଶ୍ୱରର ଆଇଏମ୍‌ଏସ୍‌କୁ ଚର୍ମ ଓ ଚକ୍ଷୁ, କେୟାର ହସ୍ପିଟାଲକୁ କିଡ୍‌ନୀ, ଭୁବନେଶ୍ୱରର ଏଲ୍‌.ଭି.ପି. ଆଇ ଇନ୍‌ଷ୍ଟିଚ୍ୟୁଟକୁ କର୍ନିଆ, ଭୁବନେଶ୍ୱରର ଦୃଷ୍ଟିଦାନକୁ ଚକ୍ଷୁ ଓ ରାଉରକେଲାର ଇସ୍ପାତ ଦୃଷ୍ଟିଦାନକୁ ଚକ୍ଷୁ, ଆଇ ବ୍ୟାଙ୍କକୁ ଚକ୍ଷୁ ପ୍ରତ୍ୟାରୋପଣ ଅନୁମତି ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri