Posted inଜାତୀୟ

ରାଜ୍ୟସଭାରୁ ଇସ୍ତଫା ଦେଲେ ରବି ଶଙ୍କର

ନୂଆଦିଲ୍ଲୀ, ୨୯।୫: ବିହାରର ପାଟିନ ସାହିବ ଲୋକ ସଭା ଆସନରୁ ବିଜୟ ହାସଲ କରିବା ପରେ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଭାଜପା ଏମ୍‌ପି ରବି ଶଙ୍କର ପ୍ରସାଦ। ମୋଦିଙ୍କ ପ୍ରଥମ ପାଳିରେ କେନ୍ଦ୍ର ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଥିବା ରବି ଶଙ୍କର ପ୍ରସାଦ କଂଗ୍ରେସ ପ୍ରାର୍ଥୀ ଶତ୍ରୁଘ୍ନ ସିହ୍ନାଙ୍କୁ ପରାସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ବିଜୟ ପରେ ଉତ୍ସବ ମନାଇବାରୁ

ନୂଆଦିଲ୍ଲୀ, ୨୮।୧୦ :ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତକୁ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ୧୦ ଉଇକେଟରେ ହରାଇବା ପରେ ଉତ୍ସବ ମନାଇଥିବା କଶ୍ମୀର ୩ ଛାତ୍ରଙ୍କୁ ଉତ୍ତର ପ୍ରଦେଶର...

ନିର୍ବାଚନ ପୂର୍ବରୁ ହୁଏ ସର୍ଜିକାଲ ଷ୍ଟ୍ରାଇକ୍‌: କଂଗ୍ରେସ

ନୂଆଦିଲ୍ଲୀ,୨୦।୧୦: ଜମ୍ମୁ କଶ୍ମୀର ଟଙ୍ଗଧାର ସେକ୍ଟରରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିବା ପରେ ଭାରତ କଡା ଜବାବ ଦେଇଛି। ଭାରତୀୟ ସେନା ପାକ ଅଧିକୃତ କଶ୍ମୀର(ପିଓକେ)...

ଅଖିଳ ଭାରତୀୟ ରାଜଭାଷା ସମ୍ମିଳନୀରେ ଯୋଗ ଦେଲେ ଶାହ

ଲକ୍ଷ୍ନୌ,୧୩ ।୧୧: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତାଙ୍କର ଦୁଇ ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ଶନିବାର ବାରାଣସୀରେ ଅଖିଳ ଭାରତୀୟ ରାଜଭାଷା ସମ୍ମିଳନୀର ଶୁଭାରମ୍ଭ...

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୨୩।୭: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୩୫,୩୪୨ଟି...

୬ ଆଇଏସ୍‌ ଆତଙ୍କବାଦୀ ନିହତ

କରାଚୀ, ୫ା୯(ପି.ଟି.): ପାକିସ୍ତାନର ବେଲୁଚିସ୍ତାନ ଅନ୍ତର୍ଗତ କ୍ୱେଟ୍ଟାରେ ବୁଧବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ମହିଳାଙ୍କ ସମେତ ୬ ଆଇଏସ୍‌ ଆତଙ୍କବାଦୀ ନିହତ ହୋଇଛନ୍ତି। ଅପରେଶନରେ ଜଣେ...

ବ୍ରିଟେନକୁ ଟପି ଚତୁର୍ଥ ସ୍ଥାନରେ ଭାରତ

ନୂଆଦିଲ୍ଲୀ, ୧୨ା୬:ମହାମାରୀ କରୋନା ଲୋକଙ୍କ ଜୀବନ ଜୀବିକା ଛଡ଼ାଇ ନେବା ସହ ଉଗ୍ରରୂପ ଧାରଣ କରିବାରେ ଲାଗିଛି। ବିଶ୍ୱରେ ୭୫ ଲକ୍ଷରୁ ଅଧିକ ଲୋକ ଭୂତାଣୁ...

ହଟିଲେ ଭାଜପା ଆଇଟି ସେଲ୍‌ ମୁଖ୍ୟ

ନୂଆଦିଲ୍ଲୀ,୮।୭: ମୁସଲମାନ ସମ୍ପ୍ରଦାୟ ବିରୋଧରେ ବିବାଦୀୟ ଟୁଇଟ୍‌ କରିଥିବା ଅଭିଯୋଗରେ ହରିୟାଣା ଭାଜପାର ଆଇଟି ସେଲ ମୁଖ୍ୟ ଅରୁଣ ଯାଦବଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛି...

ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଗାଡ଼ି ପୋଡ଼ିଲେ ମାଓବାଦୀ

ରାଞ୍ଚି,୩୧।୧୨: ଝାଡ଼ଖଣ୍ଡରେ ମାଓବାଦୀମାନେ ରାସ୍ତା ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଗାଡ଼ି ପୋଡ଼ିଛନ୍ତି। ଲାଟେହାର ଜିଲାର ମହୁଆ ମିଲାନ ରେଲଓ୍ବେ ଷ୍ଟେଶନ ନିକଟରେ ମାଓବାଦୀଙ୍କ ଗରିଲା ବାହିନୀ...

Advertisement
Archives

Model This Week