Posted inଜାତୀୟ

ରାଜ୍ୟସଭା ନିର୍ବାଚନ ପୂର୍ବରୁ ଗୁଜରାଟରେ ୨ କଂଗ୍ରେସ ବିଧାୟକଙ୍କ ଇସ୍ତଫା

ଅହମଦାବାଦ, ୪।୬: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ଗୁଜରାଟ କଂଗ୍ରେସରେ ସଙ୍କଟ ଦେଖାଦେଇଛି। ଏଠାରେ ୨ ଜଣ କଂଗ୍ରେସ ବିଧାୟକ ଇସ୍ତଫା ଦେଇଛନ୍ତି। ଏହା ପୂର୍ବରୁ ମଧ୍ୟ ଅନ୍ୟ ୫ ଜଣ ବିଧାୟକ ଇସ୍ତଫା ଦେଇଥିଲେ। କର୍ଜନ ବିଧାୟକ ଅକ୍ଷୟ ପଟେଲ ଏବଂ କପରାଡ଼ା ବିଧାୟକ ଜିତୁ ଚୌଧୁରୀ ଇସ୍ତଫା ଦେଇଛନ୍ତି। ଫଳରେ ବିଧାନସଭାରେ କଂଗ୍ରେସ ବିଧାୟକଙ୍କ ସଂଖ୍ୟା ୬୮କୁ ଖସି ଆସିଛି। ସୂଚନାଯୋଗ୍ୟ, ଗୁଜରାଟରେ ୪ ବିଧାନସଭା ଆସନ ପାଇଁ ନିର୍ବାଚନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୩ଟି ସ୍ତମ୍ଭ ଉପରେ ରହିଛି ଏକବିଂଶ ଶତାବ୍ଦୀର ମୂଳଦୁଆ: ପ୍ରଧାନମନ୍ତ୍ରୀ

ଚେନ୍ନାଇ,୩୦।୯: ଏକବିଂଶ ଶତାବ୍ଦୀର ମୂଳଦୁଆ ୩ଟି ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ ଉପରେ ରହିଛି। ସେଗୁଡ଼ିକ ହେଉଛି ନବୀକରଣ, ଦଳଗତକାର୍ଯ୍ୟ ଏବଂ ଜ୍ଞାନକୌଶଳ। ଏସବୁର ବିକାଶରେ ଶତାବ୍ଦୀର ଧାର୍ଯ୍ୟ...

ରାଜ ଠାକରେଙ୍କୁ ପୋଲିସର ନୋଟିସ

ମୁମ୍ବାଇ,୨ ।୫: ମହାରାଷ୍ଟ୍ରରେ ହନୁମାନ ଚାଳିଶା ପାଠକୁ ନେଇ ବିବାଦ ଥମିବାର ନାଁ ନେଉନି । ଏବେ ନବନୀତ ରାଣାଙ୍କ ମାମଲା ସମାଧାନ ହୋଇ ନ...

କଶ୍ମୀର, ଲଦାଖରେ ହେବ ୩୧ ଟନେଲ

ଗୁଲ୍‌ମାର୍ଗ, ୨୯।୯: କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ମଙ୍ଗଳବାର ଜୋଜିଳା ଗିରିପଥରେ ଏସିଆର ଦୀର୍ଘତମ ଟନେଲ ନିର୍ମାଣ କାର୍ଯ୍ୟର...

ଚେନ୍ନାଇରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ

ଚେନ୍ନାଇ,୭।୧୧: ଚେନ୍ନାଇରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡଛି। ୨୦୧୫ ଠାରୁ ସବୁଠୁ ଅଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ରାସ୍ତାଘାଟ ଜଳମଗ୍ନ ହୋଇ...

ଶୋପିଆନରେ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ: ୨ ଆତଙ୍କବାଦୀ ମୃତ

ଶୋପିଆନ,୧୧।୬: ଜମ୍ମୁ-କଶ୍ମୀର ଶୋପିଆନ ଜିଲାର ଅଓ୍ବନିରା ଅଞ୍ଚଳରେ ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଜମ୍ମୁ-କଶ୍ମୀର ପୋଲିସ ଓ ସୁରକ୍ଷାକର୍ମୀଙ୍କ...

ଏହି ତୁଳନାରେ ପାକିସ୍ତାନଠାରୁ ପଛରେ ଭାରତ

ନୂଆଦିଲ୍ଲୀ,୧୬।୧୦: ଆଜି ବିଶ୍ୱ ଖାଦ୍ୟ ଦିବସ। ଏହି ଦିବସ ପୂର୍ବରୁ ଗ୍ଲୋବାଲ ହଙ୍ଗର ଇଣ୍ଡେକ୍ସ ଏହି ରିପୋର୍ଟ ପ୍ରକାଶ ପାଇଛି। ୧୧୭ଟି ଦେଶକୁ ନେଇ ପ୍ରସ୍ତୁତ...

୫୦୦ ଜିଲାରେ ପ୍ରତିଶ୍ରୁତି ପୂରଣ ଖିଲାପ ସଭା, ମିଳିତ କୃଷକ ମୋର୍ଚ୍ଚା ପକ୍ଷରୁ ଘୋଷଣା …

ଗାଜିଆବାଦ, ୪।୭ : ମିଳିତ କୃଷକ ମୋର୍ଚ୍ଚା (ଏସକେଏମ୍‌) ପକ୍ଷରୁ ସର୍ବନିମ୍ନ ସମର୍ଥନ ମୂଲ୍ୟର ଆଇନଗତ ଗ୍ୟାରେଣ୍ଟି ତଥା ଅନ୍ୟାନ୍ୟ ବିଚାରାଧୀନ ଦାବି ସମ୍ବନ୍ଧରେ ଜୁଲାଇ...

ସୋନାଲି ଫୋଗଟଙ୍କୁ କରାଯାଇଛି ହତ୍ୟା, ସିବିଆଇ ତଦନ୍ତ ଦାବି କଲା ପରିବାର

ନୂଆଦିଲ୍ଲୀ,୨୪।୮: ଅଭିନେତ୍ରୀ ତଥା ହରିୟାଣାର ଭାଜପା ନେତ୍ରୀ ସୋନାଲି ଫୋଗଟଙ୍କର ହୃଦ୍‌ଘାତରେ ମୃତ୍ୟୁ ହୋଇନାହିଁ, ତାଙ୍କୁ ହତ୍ୟା କରାଯାଇଛି ବୋଲି ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି।...

Advertisement
Archives

Model This Week