ରାଜ୍ୟସ୍ତରୀୟ କବିତା ଆବୃତ୍ତି, ଆଦିକ୍‌ ତୃତୀୟ

ଢେଙ୍କାନାଳ ଅଫିସ,୭ା୭- ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ସାହିତ୍ୟ ଏକାଡେମୀ ଦ୍ୱାରା ଆୟୋଜିତ ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗିତାରେ ରବିବାର କନିଷ୍ଠ ବିଭାଗରେ ଢେଙ୍କାନାଳର ଆଦିକ ନନ୍ଦ ୩ୟ ସ୍ଥାନ ଅଧିକାର କରିଛନ୍ତି। ଆଦିକ ପ୍ରଥମେ ଜିଲାସ୍ତରୀୟ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟସ୍ତରକୁ ମନୋନୀତ ହୋଇଥିଲେ ା ସେ ଦିଲ୍ଲୀ ପବ୍ଲିକ ସ୍କୁଲରେ ୬ଷ୍ଠ ଶ୍ରେଣୀରେ ପଢୁଥିବା ବେଳେ ରାଜ୍ୟ ଅଗ୍ରଣୀ ନାଟ୍ୟ ଶିକ୍ଷାନୁଷ୍ଠାନ ଅଲଟରନେଟିଭ୍‌ ରିଦମ ଥିଏଟର ଏକାଡେମୀ ଆଣ୍ଡ୍‌ ରିସର୍ଚ୍ଚ ଅନୁଷ୍ଠାନରେ ବ୍ୟକ୍ତିତ୍ୱ ବିକାଶ ଓ ନାଟ୍ୟ ଶିକ୍ଷା ଲାଭ କରୁଛନ୍ତି। ଆଦିକ ଢେଙ୍କାନାଳ ସହର ହାଉସିଂବୋର୍ଡ ଅଞ୍ଚଳର ନିରଦାନନ୍ଦ ନନ୍ଦ ଓ ତୃପ୍ତି ନନ୍ଦଙ୍କ ଜ୍ୟେଷ୍ଠ ପୁତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ଉଜ୍ଜ୍ୱଳା ଗ୍ୟାସ ହଡ଼ପ କରିଛନ୍ତି ବିତରକ, ୮ ବର୍ଷ ହେଲା ମହିଳାଙ୍କୁ ଠକୁଛନ୍ତି….

ପରଜଙ୍ଗ,୧୬।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଣ୍ଢେଇଖୋଲ ଗ୍ରାମର ରାଶନକାର୍ଡଧାରୀ ଖୁଜାରୀ କାଣ୍ଡି (୬୨) ୨୦୧୮ରେ ଉଜ୍ଜ୍ୱଳା ଗ୍ୟାସ ଯୋଜନାରେ ସରାଙ୍ଗସ୍ଥିତ ଅଗ୍ନି ଭାରତ ଗ୍ୟାସ…

ଜଙ୍ଗଲରେ ବ୍ୟାପିଲାଣି ନିଆଁ, ରୋକିବା ପାଇଁ ଅଣ୍ଟାଭିଡ଼ିଲେ ଜିଲାପରିଷଦ ସଭ୍ୟ

ପରଜଙ୍ଗ,୧୨ା୩(ନିଗମାନନ୍ଦ ଦଳବେହେରା): ଦିନକୁ ଦିନ ଖରାର ପ୍ରକୋପ ବୃଦ୍ଧି ପାଉଥିବା ବେଳେ ଢେଙ୍କାନାଳ ବନଖଣ୍ଡର ମହାବିରୋଡ୍‌ ବନାଞ୍ଚଳରେ ଥିବା ଜଙ୍ଗଲଗୁଡ଼ିକରେ ନିଆଁ ଲାଗିବା ଆରମ୍ଭ ହୋଇଛି। ଯାହା…

ବୋମା ଖାଇ ଅସୁସ୍ଥ ଥିବା ମାଈ ହାତୀର ମୃତ୍ୟୁ, ବାରହା ପାଇଁ…

କାମାକ୍ଷାନଗର,୧୦।୩( ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା ଜିରାଳ ଫରେଷ୍ଟ ସେକ୍ସନ ପିପଳା ଗ୍ରାମ ବାସୁଆତଇଳା ନିକଟ ଜଙ୍ଗଲରେ ଅସୁସ୍ଥ ମାଈ ହାତୀର ମୃତ୍ୟୁ ହୋଇଛି ।…

ଗାଁରେ ବୁଲୁଛି ହାତୀ, ହଜିଗଲାଣି ଲୋକଙ୍କ ନିଦ

ପରଜଙ୍ଗ,୧୦।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଦଶିପୁର ଭାଲୁମୁଣ୍ଡା ଗାଁରେ ଗୋଠଛଡ଼ା ଦନ୍ତା ଆତଙ୍କ ହଟୁନି। ସଞ୍ଜ ନଇଁବା ମାତ୍ରେ ହାତୀଟି ଜନବସତି ଆଡକୁ ମାଡ଼ିଆସୁଛି।…

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି

ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨…

ଘରେ ପଶିଗଲା ୧୮ ଚକିଆ ଟ୍ରକ୍, ଶୋଇଥିବା ସମୟରେ ଜଣଙ୍କର ମୃତ୍ୟୁ

ଢେଙ୍କାନାଳ,୬।୩(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ଥାନା ଯୋରନ୍ଦା ଫାଣ୍ଡି କରମୂଳ ହାତିବାରି ଗ୍ରାମ ରେ ଭୟଙ୍କର ଦୁର୍ଘଟଣା । ଗୁରୁବାର ବିଳମ୍ବିତ ରାତିରେ ଏକ ୧୮…

ଛେଣ୍ଡିପଦା ବିଧାୟକଙ୍କ ଗାଡ଼ି ଧକ୍କାରେ ଯୁବକ ଆହତ, ବାମ ଗୋଡରେ ଲାଗିଛି…..

ଢେଙ୍କାନାଳ,୫।୩(ରତନ ନାୟର): ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରାଙ୍କ ଫରଚ୍ୟୁନର ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି । ଗୁରୁବାର ଛେଣ୍ଡିପଦା ବିଧାୟକ ନିଜ ଗାଡ଼ିରେ ଛେଣ୍ଡିପଦାରୁ…

ଗାଁ ଯାତ୍ରା ଦେଖିବାକୁ ଭଉଣୀକୁ ଆଣିବା ପାଇଁ ଯାଇଥିଲେ ଭାଇ, ରାସ୍ତାରେ ଛକିଥିଲା ଯମ, ଘଟିଲା…

ପରଜଙ୍ଗ,୫ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ଅଧୀନ ଭାଲୁମୁଣ୍ଡା-ଆଲୁଅଝରଣ ପୂର୍ତ୍ତ ବିଭାଗ ରାସ୍ତାର କୁମୁସିସ୍ଥିତ ମାଧିଆ ରଗୁଡ଼ି ପାଖରେ ଅନୁଗୋଳରୁ ପଣ୍ଡୁଆ ଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri