ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ : ଫୁଲବାଣୀ ଭବାନୀ କ୍ଲବ ଚାମ୍ପିୟନ

ଖଜୁରିପଡା,୧୦ା୧- ଖଜୁରିପଡା ବ୍ଲକ ଆର.ନୂଆଗାଁ ପଞ୍ଚାୟତ ଗରାକୁମ୍ପାରେ (ଇନସା) କ୍ଲବ ଆନୁକୂଲ୍ୟରେ ଆୟୋଜିତ ରାଜ୍ୟସ୍ତରୀୟ ଫୁଟବଲ ପ୍ରତିଯୋଗିତା ବୁଧବାର ଉଦ୍‌ଯାପିତ ହୋଇଯାଇଛି। ପ୍ରଥମ ସେମି ଫାଇନାଲ ଫୁଲବାଣୀ ଭବାନୀ କ୍ଲବ ଓ ଆର.ନୂଆଗାଁ କ୍ଲବ ସହିତ ହୋଇଥିବା ବେଳେ ଭବାନୀ କ୍ଲବ ବିଜୟୀ ହୋଇଥିଲା। ସେହିଭଳି ଦ୍ୱିତୀୟ ସେମି ଫାଇନାଲ ଫୁଲବାଣୀ ଜେଡି କ୍ଲବ ଓ ଗୁଟିଙ୍ଗିଆ କ୍ଲବ ମଧ୍ୟରେ ହୋଇଥିଲା। ଏଥିରେ ଗୁଟିଙ୍ଗିଆ କ୍ଲବ ବିଜୟୀ ହୋଇଥିଲା। ଫାଇନାଲ ଖେଳ ଭବାନୀ କ୍ଲବ ଓ ଗୁଟିଙ୍ଗିଆ କ୍ଲବ ସହିତ ହୋଇଥିଲା। ଏଥିରେ ଭବାନୀ କ୍ଲବ ୪ ଗୋଲ କରି ଚାମ୍ପିୟନ ହୋଇଥିଲା। ରେଫରି ଓ ଲାଇନ୍ସମ୍ୟାନ ଭାବେ ସରୋଜ ମୁନି, ସୁନିଲ ବେହେର, ସୁଜିତ ରାଜହଂସ, ପ୍ରତାପ ପ୍ରଧାନ ପରିଚାଳନା କରିଥିଲେ। କଳାକାର ଜଳନ୍ଧର ବେହେରାମୁଖ୍ୟ ଅତିଥି, ଖଜୁରିପଡା ବ୍ଲକ ଅଧ୍ୟକ୍ଷ ବୀରେନ୍ଦ୍ର କୁମାର କହଁର, ଆର.ନୂଆଗାଁ ସରପଞ୍ଚ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?