ରାଜ୍ୟସ୍ତରୀୟ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା:ସମ୍ବଲପୁରର ସୌରଭ କୁମାର ସାହୁ ଚାମ୍ପିୟନ

ଜୟପୁର, ୩।୩ (ନି.ପ୍ର)

ଜୟପୁର ଲେକ ପ୍ଲେସିଡ ସଭାଗୃହଠାରେ କୋରାପୁଟ ସୁନ୍ଦର ସ୍ବାସ୍ଥ୍ୟ ଓ ସୁନ୍ଦର ଶରୀର ସଂଘ ତରଫରୁ ରାଜ୍ୟସ୍ତରୀୟ ସୁନ୍ଦରସ୍ବାସ୍ଥ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ା ସନ୍ତୋଷ କ୍ଲାସିକ ୨୦୨୦ ନାମରେ ଏହା ଆୟୋଜିତ ହୋଇଥିଲା ା ଏଥିରେ ବିଭିନ୍ନ କିଲୋ ବର୍ଗର ପ୍ରତିଯୋଗୀ ଭାଗ ନେଇଥିଲେ ା ୨୧୦ ପ୍ରତିଯୋଗୀ ୫୫ କିଲୋ ବର୍ଗରେ ଭାଗ ନେଇଥିଲେ। ଏଥିରେ ସୁଶାନ୍ତ ମଣିଆକା ପ୍ରଥମ, ଅର୍ଜୁନ ଅଡାର ଦ୍ୱିତୀୟ , ଜଗନ୍ନାଥ ପରିଜା ତୃତୀୟ, ଅକ୍ଷୟ କୁମାର ପ୍ରଧାନ ଚତୁର୍ଥ ଓ ପ୍ରଫୁଲ କୁମାର ଗୁଣ୍ଠା ପଞ୍ଚମ ସ୍ଥାନ ଅଧିକାର କରିଛନ୍ତି ା ସେହିପରି ୬୦ କିଲୋ ବର୍ଗରେ ବିକାଶ ରାମ ପ୍ରଥମ, କାର୍ତ୍ତିକ ଦାସ ଦ୍ୱିତୀୟ, ଶଙ୍କର ମେହେର ତୃତୀୟ, ଧୀରଜ କୁମାର ରାଓ ଚତୁର୍ଥ ଓ ଜୟରାମ ବଡନାୟକ ପଞ୍ଚମ ସ୍ଥାନ ଅଧିକାର କରିଛନ୍ତି ା ୬୫ କିଲୋ ବର୍ଗରେ ବୋଳା ନାୟକ ପ୍ରଥମ, ରୁମନ ବର୍ଗଭା ଦ୍ୱିତୀୟ, ସୁରେନ୍ଦ୍ର କୁମାର ଦାଶ ତୃତୀୟ, ମହେଶ ନରେଶୁ ଚତୁର୍ଥ, ସଂଗ୍ରାମ କେଶରୀ ପ୍ରଧାନ ପଞ୍ଚମ ସ୍ଥାନ ଅଧିକାର କରିଛନ୍ତି ା ଖେଳୁଆଡ ବର୍ଗରେ ସୁମନ ବଗର୍ତ୍ତି ପ୍ରଥମ, ରବୀନ କୁମାର ସାହୁ ଦ୍ୱିତୀୟ , ସନ୍ଦୀପ କୁମାର ଡାଲି ତୃତୀୟ, ସନ୍ତୋଷ ବକ୍ସି ଚତୁର୍ଥ ଓ ରୁତୁରାଜ ରାଉତ ପଞ୍ଚମ ସ୍ଥାନ ଅଧିକାର କରିଛନ୍ତି। ଦିବ୍ୟାଙ୍ଗ ବର୍ଗର ପୌରପରିଷଦ ବ୍ୟାୟାମ ଶାଳା କୋରାପୁଟର ଜଗନ୍ନାଥ ପରଜା ପାଇଥିବା ବେଳେ ଶେଷରେ ପ୍ରତ୍ୟେକ ବର୍ଗରୁ ନେଇ ରାଜ୍ୟ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା ଆୟୋଜିତ ହୋଇଥିଲା ା ଏଥିରେ ସମ୍ବଲପୁରର ସୌରଭ କୁମାର ସାହୁ ଚାମ୍ପିୟନ ହୋଇଛନ୍ତି ା ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବେ ନିରଞ୍ଜନ ଦାସ ଓ କିଶୋର ଚନ୍ଦ୍ର ହୋତା ଯୋଗ ଦେଇ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ। ନରେନ୍ଦ୍ର ନାଥ ନାୟକ, ଉପ ସଭାପତି ଜଗଦୀଶ ଚନ୍ଦ୍ର ମିଶ୍ର, ସଙ୍ଗଠନ ସମ୍ପାଦକ ସନ୍ତୋଷ ନାୟକ, ପ୍ରଦୀପ କୁମାର ମହାପାତ୍ର , ତୁଳସୀ ବେହେରା ପ୍ରମୁଖ ପରିଚାଳନା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରୀୟ ଛତୁଚାଷୀ ସମ୍ମିଳନୀ :ଚାଷୀଙ୍କୁ ନିୟମିତ ରୋଜଗାର ଦେବା ଲକ୍ଷ୍ୟ

ଓଡ଼ଗାଁ,୨୪ା୧୨(ସ୍ବ.ପ୍ର.): ସମ୍ପ୍ରତି ଛତୁ ଏକ ପ୍ରମୁଖ ଖାଦ୍ୟ ସାମଗ୍ରୀ ହିସାବରେ ସମସ୍ତଙ୍କ ଗ୍ରହଣୀୟ ହୋଇପାରିଛି ା ଦିନ ଥିଲା ଏହା କେବଳ ଋତୁ ଅନୁସାରେ ଉପଲବ୍ଧ...

ବନ୍ୟାର ୩ମାସ ପରେ ବି ସୁଧୁରିନି ସ୍ଥିତି

ବଲାଙ୍ଗୀର ଅଫିସ/ପୁଇଁତଲା, ୨୦ା୧୧ (ଡି.ଏନ୍‌.ଏ.)-ବଲାଙ୍ଗୀର ଜିଲାରେ ଗତ ଅଗଷ୍ଟ ମାସରେ ପ୍ରଳୟଙ୍କରୀ ବନ୍ୟା ବିତ୍ପାତ ଦେଖାଦେଇଥିଲା। ରାସ୍ତାଘାଟ ଧୋଇ ହୋଇଯିବା ସହ ଘରଦ୍ୱାର ଭାଙ୍ଗି ପ୍ରଭୁତ...

ରାକ୍ଷୀରେ ଜଳିଲା ଭାଇ-ଭଉଣୀଙ୍କ ଜୁଇ

ସୋର,/ରେମୁଣା,୩।୮(ଡି.ଏନ.ଏ.)-ପବିତ୍ର ରାକ୍ଷୀ ପୂର୍ଣ୍ଣିମାରେ ଘଟିଛି ଅଘଟଣ। ବଜ୍ରପାତ ଘଟିବାରୁ ଚାଲିଯାଇଛି ଭାଇ ଓ ସମ୍ପର୍କୀୟ ଭଉଣୀଙ୍କ ଜୀବନ। ସୋମବାର ବାଲେଶ୍ୱର ଜିଲା ରେମୁଣା ବ୍ଲକ ଖନ୍ତାପଡା...

ରାଜଧାନୀର ସୁଆଦିଆ ‘କୋରାଖଇ’

ଭୁବନେଶ୍ୱର,୧୬।୪(ବ୍ୟୁରୋ) – ରାଜଧାନୀ ଭୁବନେଶ୍ୱରର ପ୍ରସିଦ୍ଧ ଖାଦ୍ୟ ଓ ଭୋଗ କଥା ଉଠିଲେ, ମନକୁ ଆସେ ‘କୋରାଖଇ’। ଯେତିକି ସୁଆଦ, ସେତିକି ସ୍ବାସ୍ଥ୍ୟପ୍ରଦ। ଏହା ପୁଣି...

ଅଗଷ୍ଟରେ ଆସିବେ ଆନ୍ନାକୋଣ୍ଡା, ନାଇହର୍ନ କୁମ୍ଭୀର, ଜିରାଫ

ନରାଜ,୨୩।୭(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସନ୍ତା ଅଗଷ୍ଟ ଶେଷ ସୁଦ୍ଧା ଅନେକ ନୂଆ ଅତିଥି ଆସିବେ। ସେଥିରୁ ଚେନ୍ନାଇର କ୍ରୋକୋଡାଇଲ ବ୍ୟାଙ୍କସ ଟ୍ରଷ୍ଟ ଚେନ୍ନାଇରୁ ଏକ...

ରାଜ୍ୟବ୍ୟାପୀ ପକ୍ଷୀଗଣନା ଆରମ୍ଭ

ଭୁବନେଶ୍ୱର, ୩।୧(ବ୍ୟୁରୋ): ରାଜ୍ୟବ୍ୟାପୀ ପକ୍ଷୀଗଣନା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ରାଜ୍ୟର ବିଭିନ୍ନ ବନଖଣ୍ଡ ଏବଂ ଜଳାଶୟରେ ପକ୍ଷୀଗଣନା କରାଯାଉଛି। ଗଣନାରେ ୨୫ରୁ ଊର୍ଦ୍ଧ୍ୱ ଟିମ୍‌ ଏବଂ...

ଭୋଟ୍‌ ବର୍ଜନ କଲେ ଗ୍ରାମବାସୀ

ପାରଳାଖେମୁଣ୍ଡି,୨୦ା୨(ଡି.ଏନ୍‌.ଏ.): ଗଜପତି ଜିଲା ରାୟଗଡ଼ା ବ୍ଲକ ଅନ୍ତର୍ଗତ ଏଙ୍ଗାରସିଂ ପଞ୍ଚାୟତର ଜାଲ ଗ୍ରାମବାସୀ ସମୂହ ଭୋଟ୍‌ ବର୍ଜନ, ପଞ୍ଚାୟତ ପୂର୍ଣ୍ଣ ଗଠନ ବେଳେ ଗ୍ରାମବାସୀଙ୍କୁ ଅଣଦେଖା...

ଉପକୂଳ ନିୟନ୍ତ୍ରିତ ଅଞ୍ଚଳ ସୁରକ୍ଷାରେ ଅବହେଳା

ପୁରୀ ଅଫିସ,୨।୯: ୮୭ ବର୍ଗ କିଲୋମିଟର ପରିବ୍ୟାପ୍ତ ବାଲୁଖଣ୍ଡ ଅଭୟାରଣ୍ୟ ପୁରୀ ବେଳାଭୂମିକୁ ଲାଗି ରହିଛି। ଏହାକୁ ନେଇ ଗଢ଼ିଉଠିଛି ଉପକୂଳ ନିୟନ୍ତ୍ରିତ ଅଞ୍ଚଳ। ଜୈବ...

Advertisement
Archives

Model This Week