ରାଜ୍ୟ କଣ୍ଟ୍ରୋଲ ରୁମ୍‌କୁ ଫୋନ୍‌ କଲେ ଅସହାୟ ମହିଳା: ରାଶନ ଯୋଗାଇଲା ଖଲିକୋଟ ପୋଲିସ

ଛତ୍ରପୁର,୨୬ା୪(ଡି.ଏନ୍‌.ଏ.) : ଓଡ଼ିଶା ରାଜ୍ୟ କଣ୍ଟ୍ରୋଲ ରୁମ୍‌କୁ ଗଞ୍ଜାମ ଜିଲା ଖଲିକୋଟ ବ୍ଲକ କେଶପୁରର ଜଣେ ଅସହାୟ ମହିଳା ସୁନୀତା ସୁବୁଦ୍ଧି ଫୋନ୍‌ କରିବାରୁ ତାଙ୍କ ଘରେ ରାଶନ ସାମଗ୍ରୀ ପହଞ୍ଚାଇଛି ପୋଲିସ। ସେ ଫୋନ୍‌ କରି କହିଥିଲେ, ଘରେ ତାଙ୍କର ୩ ବର୍ଷର ଝିଅ ଅଛି। ତାଙ୍କ ସ୍ବାମୀ ବିଦେଶରେ ଅଛନ୍ତି। ଘରେ କିଛି ରାଶନ ଓ ଖାଦ୍ୟ ସାମଗ୍ରୀ ନ ଥିବା ସେ ଫୋନ୍‌ କରି ଜଣାଇଥିଲେ। ଏହାପରେ ରାଜ୍ୟ କଣ୍ଟ୍ରୋଲ ରୁମ୍‌ରୁ ଏସମ୍ପର୍କରେ ଖଲିକୋଟ ଥାନା ପୋଲିସକୁ ଫୋନ୍‌ ଆସିଥିଲା ଉକ୍ତ ମହିଳାଙ୍କ ଘରକୁ ଯାଇ ରାଶନ ଓ ଖାଦ୍ୟ ସାମଗ୍ରୀ ଖଲିକୋଟ ଥାନା ପୋଲିସ ପକ୍ଷରୁ ପ୍ରଦାନ କରଯାଇଥିଲା। ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ଏନେଇ ଖଲିକୋଟ ପୋଲିସକୁ ପ୍ରଶଂସା କରି ସୋସିଆଲ ମିଡିଆରେ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ ଭାଇଙ୍କ ଜୀବନ ନେଲେ ସାନ ଭାଇ

ଟିଟିଲାଗଡ଼,୨୭।୧୦(ଡି.ଏନ୍‌.ଏ.): ଜଣେ ଭାଇ ନିଜ ଭାଇଙ୍କର ଜୀବନ ନେଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲା ଟିଟିଲାଗଡ଼ ହାଟପଦାପଡ଼ା ଗ୍ରାମରେ। ସେହି ମୃତ ଯବକ...

କଟ୍‌ନୀ ଆଳରେ ଚାଷୀଙ୍କୁ ଲୁଟ୍‌

ବରଗଡ଼ ଅଫିସ୍‌,୯।୧୨: ଚିରାଚରିତ ଢଙ୍ଗରେ ଚାଲିଥିବା ଧାନ ସଂଗ୍ରହ ପ୍ରକ୍ରିୟାରେ ଚାଷୀ ପେଷି ହୋଇ ଗଲେଣି। ଧାନ କିଣାବିକା ସମୟରେ ଗୁଣବତ୍ତାକୁ ନେଇ କଟ୍‌ନୀଛଟ୍‌ନୀ ଆଳ...

ଫାଣ୍ଡି ଅଧିକାରୀଙ୍କ ଉନ୍ମତ୍ତକାଣ୍ଡ

ନବରଙ୍ଗପୁର/ନନ୍ଦାହାଣ୍ଡି,୨୦।୨: ନବରଙ୍ଗପୁର ଜିଲା ସରୁଗୁଡା ଗାଁରେ ଶୁକ୍ରବାର ରାତିରେ ଦୋକାନ ବନ୍ଦ କରି ଘରକୁ ଯାଉଥିବା ବ୍ୟବସାୟୀ ଓ ପାଖରେ ଥିବା କେତେଜଣ ଲୋକଙ୍କୁ ଡଙ୍ଗରଭେଜା...

ନାବାଳିକାଙ୍କୁ ବଳାତ୍କାର: ବନ୍ଧା ହେଲେ ଯୁବକ

ଚିତ୍ରଡ଼ା,୨୫ା୭(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଲୁଗୁ...

ଭିଜିଲାନ୍ସ ଜାଲରେ ଥାନାଧିକାରୀ, କାର୍‌ ସିଟ୍‌ତଳୁ ବାହାରିଲା ବିଡ଼ା ବିଡ଼ା ଟଙ୍କା

ବଲାଙ୍ଗୀର ଅଫିସ,୧ା୧୨: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନାଧିକାରୀ ବିନୋଦ ବିହାରୀ ନାୟକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଦୀର୍ଘଦିନ ହେଲା ଭିଜିଲାନ୍ସ ବିଭାଗ ତାଙ୍କ ଉପରେ ନଜର...

ଖେଲୋ ଇଣ୍ଡିଆ : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୪ ଖେଳାଳି ଭାଗନେବେ

ବ୍ରହ୍ମପୁର ଅଫିସ,୨୫ା୨- ଭୁବନେଶ୍ୱର କିଟ୍‌ ବିଶ୍ୱବିଦ୍ୟାଳୟରେ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡା-୨୦୨୦ର ଶୁଭାରମ୍ଭ ହୋଇଛି। ମାର୍ଚ୍ଚ ୧ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଭାରୋତ୍ତଳନ ପ୍ରତିଯୋଗୀତାରେ ଭାଗନେବାକୁ...

ଏମ୍‌କେସିଜିରେ ନୋଡାଲ ଅଫିସର ପ୍ରଦୀପ୍ତ ମହାପାତ୍ର: ନିରାମୟ, ନିଦାନରେ ଅବ୍ୟବସ୍ଥା ଦେଖି ହେଲେ କ୍ଷୁବ୍ଧ

ବ୍ରହ୍ମପୁର ଅଫିସ୍‌,୨୮ା୧୧- ଅତିରିକ୍ତ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଗୁରୁବାର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ ପରିଦର୍ଶନରେ କରିଛନ୍ତି। ରାଜ୍ୟ ସରକାରଙ୍କ...

ପୋଲିସ-ଗ୍ରାମବାସୀ ମୁହାଁମୁହିଁ

କୁଜଙ୍ଗ,୨୧।୧୨(ଡି.ଏନ୍‌.ଏ.): ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପକୁ ବିରୋଧ କରୁଥିବା ଜଗତ୍‌ସିଂହପୁର ଜିଲା ଏରସମା ତହସିଲ ଅନ୍ତର୍ଗତ ଢିଙ୍କିଆ ଗ୍ରାମରେ ସୋମବାର ସୀମା ନିର୍ଦ୍ଧାରଣକୁ କେନ୍ଦ୍ର କରି ପୋଲିସ...

Advertisement
Archives

Model This Week