ରାଜ୍ୟ ଗାଇଡ୍‌ କମିଶନରଙ୍କ ବିଶ୍ୱ ଜାମ୍ବୋରୀରେ ଯୋଗଦାନ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଭାରତ ସ୍କାଉଟସ୍‌ ଏବଂ ଗାଇଡସ୍‌ ରାଜ୍ୟ ସଂସ୍ଥାର ସହକାରୀ ଗାଇଡ୍‌ କମିଶନର ଡ. ନମିତା ପଟ୍ଟନାୟକ ଉତ୍ତର ଆମେରିକାର ପଶ୍ଚିମ ଭର୍ଜିନିଆରେ ହେଉଥିବା ୨୪ତମ ବିଶ୍ୱ ସ୍କାଉଟସ୍‌ ଜାମ୍ବୋରୀରେ ଜଣେ ଆନ୍ତର୍ଜାତୀୟ ସେବାଦଳର ସଦସ୍ୟାଭାବେ ଯୋଗଦେବେ। ଓଡ଼ିିଶାରୁ ପ୍ରତିନିଧିତ୍ୱ କରିବା ପାଇଁ ଏକମାତ୍ର ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ସେ ସୋମବାର ଭୁବନେଶ୍ୱରରୁ ଦିଲ୍ଲୀ ଜାତୀୟ କାର୍ଯ୍ୟାଳୟକୁ ଯାଇଛନ୍ତି। ସେଠାରେ ଆବଶ୍ୟକୀୟ ତାଲିମ ନେଇ ୧୮ଜୁଲାଇରୁ ୩ ଅଗଷ୍ଟ ଯାଏ ହେବାକୁ ଥିବା ଆନ୍ତର୍ଜାତୀୟ ଶିବିରରେ ସେ ପରିଚାଳନାର ସଦସ୍ୟ ଭାବରେ କାର୍ଯ୍ୟ କରିବେ। ଏହି ଜାମ୍ବୋରୀରେ ୧୭୫ଟି ଦେଶରୁ ୪୦ ହଜାରରୁ ଊର୍ଦ୍ଧ୍ୱ ସ୍କାଉଟ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଭୋକେଶନାଲ ଟ୍ରେନର୍ସଙ୍କ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଧାରଣା

ଭୁବନେଶ୍ୱର,୧୦।୩(ବ୍ୟୁରୋ): ସ୍ଥାୟୀ ନିଯୁକ୍ତି ସର୍ତ୍ତାବଳୀ ଲାଗୁ ଓ ପୂର୍ଣ୍ଣ ଶିକ୍ଷକତା ମାନ୍ୟତା ଦାବି ନେଇ ଭୋକେଶନାଲ ଟ୍ରେନର୍ସ ସଂଘ ପକ୍ଷରୁ ଲୋୟର ପିଏମ୍‌ଜିରେ ଧାରଣା ଦିଆଯାଇଛି।...

ମାଟ୍ରିକ ପରୀକ୍ଷା ଫର୍ମପୂରଣ ସ୍ଥଗିତ

ଭୁବନେଶ୍ୱର, ୭।୧୧(ବ୍ୟୁରୋ) ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପ୍ରକ୍ରିୟାକୁ ସ୍ଥଗିତ ରଖାଯାଇଛି। ଏ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।...

ଜିଲା ମୁଖ୍ୟ ଚିକିତ୍ସାଳୟରେ ମିଳିବ ଅତ୍ୟାଧୁନିକ ସେବା

ଖୋର୍ଦ୍ଧା ଅଫିସ,୧୮ା୭: ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟର ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରାଯାଇଛି। ରବିବାର ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ (ପରିବାର କଲ୍ୟାଣ) ବିଜୟ ମହାପାତ୍ର ଏବଂ...

ଥଣ୍ଡା କାଶ ହେଲେ ତୁରନ୍ତ ଆଇସୋଲେଟ କରାନ୍ତୁ

ଭୁବନେଶ୍ୱର,୧୭।୧(ବ୍ୟୁରୋ): ସଂକ୍ରମଣର ଡବଲିଂ ଟାଇମ କମି ଥିବାବେଳେ ଗ୍ରୋଥ ରେଟ ବି ହ୍ରାସ ପାଇଛି । ବର୍ତ୍ତମାନ ରାଜ୍ୟରେ ୭୫ ହଜାର ଆକ୍ଟିଭ କେସ୍‌ ଥିବା...

ଓଡ଼ିଶାରେ ଭାଜପା ପ୍ରଭାରୀ ବଂଶଲ: ୨୦୨୪ ପାଇଁ ପ୍ରସ୍ତୁତ କରିବେ ରଣନୀତି

ଭୁବନେଶ୍ବର,୫।୯(ବ୍ୟୁରୋ): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଭାଜପା ପ୍ରଭାରୀ ସୁନୀଲ ବଂଶଲ। ସୋମବାର ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା...

‘ମା’ମାନଙ୍କ ଆତ୍ମବିଶ୍ୱାସ ମିଶନଶକ୍ତିକୁ ୧ ନଂ କରାଇଛି’

ଭୁବନେଶ୍ୱର,୨ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନସ୍ଥିତ କନ୍‌ଭେନସନ୍‌ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସହରାଞ୍ଚଳରେ କାମ କରୁଥିବା ୮ ହଜାର ମିଶନଶକ୍ତି ଗୋଷ୍ଠୀ...

ହୋମ୍‌ କ୍ବାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ: ୩ ବିଦେଶ ଫେରନ୍ତାଙ୍କ ନାଁରେ ମାମଲା

କଟକ ଅଫିସ/ଭୁବନେଶ୍ୱର,୨୩।୩(ବ୍ୟୁରୋ): ହୋମ୍‌ କ୍ବାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ କରି ବଜାରରେ ବୁଲୁଥିଲେ ଜଣେ ବିଦେଶ ଫେରନ୍ତା। ଏ ନେଇ ପୁରୀଘାଟ ଥାନାରେ ଏତଲା ଦିଆଯିବା ପରେ...

ଶ୍ରୀ ଶଙ୍କର କର୍କଟ ହସ୍ପିଟାଲର ଆଜି ଶୁଭ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨/୭(ବ୍ୟୁରୋ): ଭୁବନେଶ୍ୱରରେ ଶ୍ରୀ ଶଙ୍କର କ୍ୟାନ୍‌ସର ହସ୍ପିଟାଲ ନିର୍ମାଣ ହେବ। ଏହି ହସ୍ପିଟାଲ ପ୍ରତିଷ୍ଠା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିତ୍ତିପ୍ରସ୍ତର ସ୍ଥାପନ...

Advertisement
Archives

Model This Week