ରାଜ୍ୟ ପାଇଁ ଗୌରବ: ବନ୍ଧବାହାଲ ଛାତ୍ର ଚିନ୍ମୟଙ୍କୁ ଇସ୍ରୋର ନିମନ୍ତ୍ରଣ; ଚନ୍ଦ୍ରଯାନ-୨ ଅବତରଣ ଦେଖିବେ

ଲଖନପୁର,୧ା୯(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବନ୍ଧବହାଲ ଡିଏଭି ପବ୍ଲିକ ସ୍କୁଲର ୮ମ ଶ୍ରେଣୀ ଛାତ୍ର ଚିନ୍ମୟ ଚୌଧୁରୀ ୱେବ୍‌ସାଇଟ୍‌ www.mygov.in ସ୍ପେସ୍‌ କୁଇଜ ୨୦୧୯ ପ୍ରତିଯୋଗିତାରେ ସର୍ବାଧିକ ନମ୍ବର ରଖି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆସନ୍ତା ୭ ତାରିଖରେ ବେଙ୍ଗାଲୁରୁସ୍ଥିତ ଇଣ୍ଡିଆନ ସ୍ପେସ୍‌ ରିସର୍ଚ୍ଚ ଅର୍ଗାନାଇଜେଶନ (ଇସ୍ରୋ) ମୁଖ୍ୟାଳୟରେ ଚନ୍ଦ୍ରଯାନ-୨ ଚନ୍ଦ୍ର ପୃଷ୍ଠରେ ଅବତରଣ କରିବାର ସିଧାପ୍ରସାରଣ ପ୍ରଦର୍ଶନ କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ ଚିନ୍ମୟଙ୍କ ସମେତ ରାଜ୍ୟର ୨ଜଣ କୃତୀ ଛାତ୍ର ଯୋଗଦେବ। ଏଥିପାଇଁ ଚିନ୍ମୟଙ୍କୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ ଇସ୍ରୋ ପକ୍ଷରୁ ନିମନ୍ତ୍ରଣ ଆସିଛି। ୬ ତାରିଖରେ ଚିନ୍ମୟ ବେଙ୍ଗାଲୁରୁ ଅଭିମୁଖେ ବାହାରିବେ। ଚନ୍ଦ୍ରଯାନ-୨ ଅବତରଣ ଦୃଶ୍ୟ ଦେଖିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଦେଶର ୬୦ ଜଣ କୁନି ବୈଜ୍ଞାନିକ ସାମିଲ ହେବେ। ଚିନ୍ମୟଙ୍କ ବାପା ପଙ୍କଜ ଚୌଧୁରୀ ଏମ୍‌ସିଏଲ୍‌ ଲଖନପୁର କ୍ଷେତ୍ରରେ ଜଣେ କେମିଷ୍ଟ ଓ ମାଆ ଦୀପ୍ତିରାଣୀ ପଟେଲ ଜଣେ ଶିକ୍ଷୟିତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri