ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ସନ୍ତ୍ରାସବାଦ ନିରୋଧୀ ଶପଥ ପାଠ

କଟକ ଅଫିସ, ୨୧।୫ : ସନ୍ତ୍ରାସବାଦ ନିରୋଧୀ ଦିବସ ଉପଲକ୍ଷେ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ବରିଷ୍ଠ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ଦ୍ୱାରା ମଙ୍ଗଳବାର ସନ୍ତ୍ରାସବାଦ ନିରୋଧୀ ଶପଥ ପାଠ ହୋଇଯାଇଛି। ଏ ନେଇ ପୂର୍ବାହ୍ନ ୧୧ଟାରେ ମୁଖ୍ୟ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ଏକତ୍ରିତ ହୋଇ ଦେଶର ଅହିିଂସା ଓ ସହନଶୀଳତା ପରମ୍ପରା ଉପରେ ଦୃଢ ବିଶ୍ୱାସ ରଖି ସମସ୍ତ ଶକ୍ତି ସହିତ ଆତଙ୍କବାଦ ଓ ହିିଂସାର ବିରୋଧ କରିବା ସହ ମାନବଜୀବନ ଓ ମୂଲ୍ୟବୋଧ ପ୍ରତି ବିପଦ ସୃଷ୍ଟି କରୁଥିବା ବ୍ୟକ୍ତିମାନଙ୍କ ସହ ସଂଗ୍ରାମ କରିବାକୁ ଶପଥ ନେଇଛନ୍ତି। ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କ ଉପସ୍ଥିତ ରହି ସମସ୍ତ କର୍ମଚାରୀଙ୍କୁ ଶପଥ ପାଠ କରାଇଛନ୍ତି। ଏଥିରେ ସମସ୍ତ ଏ.ଆଇ.ଜି. ସଂସ୍ଥା ଅଧିକାରୀ, ଉପବିଭାଗ ଅଧିକାରୀ ଓ କର୍ମଚାରୀ ମାନେ ଶପଥ ପାଠ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନାକୁ ହରାଇଲେ ୯୦ ବର୍ଷୀୟ କ୍ୟାନ୍‌ସର ପୀଡ଼ିତ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ)- କରୋନାକୁ ହରାଇଛନ୍ତି ୯୦ ବର୍ଷୀୟ ମୁରଲୀଧର ଶତପଥୀ। ସେ ଗଳା କର୍କଟ ରୋଗରେ ପୀଡ଼ିତ ଥାଇ ମଧ୍ୟ କୋଭିଡ୍‌କୁ ପରାସ୍ତ କରିବାରେ ସଫଳ ହୋଇଛନ୍ତି।...

ରାଜ୍ୟରେ ଖୋଲିପାରେ ମନ୍ଦିର, ସରକାରଙ୍କ ତତ୍ପରତା ପ୍ରକାଶ

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ରାଜ୍ୟରେ ମନ୍ଦିର ଖୋଲିବା ପାଇଁ ବ୍ୟବସ୍ଥା କରିବାକୁ ମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ଆସନ୍ତା ୧୦ ଦିନ ଭିତରେ ରିପୋର୍ଟ...

୬ ବର୍ଷରେ ପିଲା ସଂଖ୍ୟା ୧୦ହଜାର କମିଛି

ଭୁବନେଶ୍ୱର, ୫।୧୨(ବ୍ୟୁରୋ): ରାଜ୍ୟରେ ସରକାରୀ ବିଦ୍ୟାଳୟରୁ ମୁହଁ ଫେରାଉଛନ୍ତି ପିଲା। ଅଭିଭାବକମାନେ ସେମାନଙ୍କ ପିଲାଙ୍କୁ ଘରୋଇ ସ୍କଲକୁ ନେଇଯାଉଥିବାରୁ ପ୍ରତିବର୍ଷ ନାମଲେଖା ହାର କମୁଛି। ଫଳରେ...

କରୋନା ଆଗରୁ ମାରିବ କ୍ଷୁଧା

ଭୁବନେଶ୍ୱର,୨୪।୩(ବ୍ୟୁରୋ): କଲବଲ କରୁଛି କରୋନା। କରୋନା ଯୋଗୁ ନା ଗଣ୍ଡେ ଖାଇବାକୁ ମିଳୁଛି ନା ପିଇବାକୁ ମିଳୁଛି। ଗଛ ତଳେ, ବ୍ରିଜ୍‌ ତଳେ ନ ଖାଇ...

ନୀରବତା ସନ୍ଦେହ ସୃଷ୍ଟି କରୁଛି

ତାଳଚେର,୬ା୩ (ନି.ପ୍ର.) ମାର୍ଚ୍ଚ ୩୧ ତାରିଖ ପରେ ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍‌) ଚଳାଇବାକୁ ଏନ୍‌ଟିପିସି କର୍ତ୍ତୃପକ୍ଷଙ୍କ ନିକଟରେ ଆବଶ୍ୟକ ଅନୁମତି ନାହିଁ। ଏ...

ସରିଲା ନିର୍ବାଚନ ପ୍ରଚାର: ଶେଷଦିନରେ କମ୍ପିଲା ଗାଁଠୁ ସହର

ଢେଙ୍କାନାଳ ଅଫିସ, ୨୨।୪: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରବିବାର ଶେଷ ହୋଇଛି ପ୍ରଚାର। ଅନ୍ତିମ ଦିବସରେ ପ୍ରମୁଖ ରାଜନୈତିକ ଦଳ ମଇଦାନରେ ଶକ୍ତି ପ୍ରଦର୍ଶନ କରିଛନ୍ତି।...

କଳା ପଲସରରେ ଆସି ଝାମ୍ପିନେଲେ ଚେନ୍‌

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଝିଅକୁ ସ୍କୁଲରେ ଛାଡି ଘରକୁ ଫେରୁଥିବା ବେଳେ କଳା ପଲସରରେ ପଛରୁ ଆସି ସୁନା ଚେନ ଝାମ୍ପି ନେଲେ ଲୁଟେରା। ଏଭଳି ଘଟଣା ଘଟିଛି...

ଚାକିରି ଦେବାକୁ କହି ୨ କୋଟି ଟଙ୍କା ଠକେଇ

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ରାଜ୍ୟର ବିଭିନ୍ନ ବ୍ଲକରେ ଲୋକଙ୍କୁ ଚାକିରି ଦେବା ଆଳରେ ସଂସ୍ଥା ଖୋଲି ଠକେଇ କରିଥିବା ଅଭିଯୁକ୍ତଙ୍କୁ ଚନ୍ଦ୍ରଶେଖରପୁର ଥାନା ପୋଲିସ ଗିରଫ କରିଛି।...

Advertisement
Archives

Model This Week