ରାଜ୍ୟ ବାହାରୁ ଆସିଥିବା ଲୋକଙ୍କ ଉପରେ କଡ଼ା ନଜର

କପ୍ତିପଦା, ୨୯ା୩(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକରେ ଲକଡାଉନର ବେଶ ପ୍ରଭାବ ପଡ଼ିଥିତ୍ବା ଦେଖିବାକୁ ମିଳିଛି। ଜରୁରୀ ସାମଗ୍ରୀ ବ୍ୟତୀତ ଅନ୍ୟ ଦୋକାନ ଗୁଡିକ ସମ୍ପୂର୍ଣ୍ଣ ବନ୍ଦ ରହିଛି । ସ୍ଥାନୀୟ ଥାନା ଆଇଆଇସି ସଞ୍ଜୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ପୋଲିସ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି । ଫଳରେ କପ୍ତିପଦା ମୂଖ୍ୟ ବଜାର ସହ ଅନ୍ୟାନ୍ୟ ସ୍ଥାନରେ ରାସ୍ତା ଘାଟ ଖାଁଖାଁ ଲାଗୁଛି । ବିଡିଓ ସତ୍ୟନାଥ ନାଏକ, ତହସିଲଦାର ରାଧା ରଞ୍ଜନ ଦାସ, ବିଇଓ ଶଶୀଧର ସିଂହ, ସିଡିପିଓ ମିତାରାଣୀ ବସା, ଆଇଆଇସି ପ୍ରମୁଖ ବ୍ଲକ୍‌ ଅଧୀନ ବିଭିନ୍ନ ଗ୍ରାମକୁ ଯାଇ ରାଜ୍ୟ ବାହାରୁ ଘରକୁ ଫେରିଥିବା ଲୋକମାନଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ କରୁଛନ୍ତି। ଶନିବାର ସୁଦ୍ଧା ରାଜ୍ୟ ବାହାରୁ ୪୦୦ ଜଣ କପ୍ତିପଦା ବ୍ଲକ ଅଞ୍ଚଳକୁ ଫେରିଥିବା ବିଡିଓ ନାଏକ ସୂଚନା ଦେଇଛନ୍ତି ା ସେମାନଙ୍କ ଉପରେ ସତର୍କ ଦୃଷ୍ଟି ରଖା ଯାଇଥିବା ବେଳେ ହୋମ କ୍ୱାରାଣ୍ଟାଇନରେ ରହିବାକୁ ତାଗିଦ କରାଯାଉଛି ା ବାହାରୁ ଆସିଥିବା ସମସ୍ତଙ୍କ ଘର କାନ୍ଥରେ ପ୍ରଶାସନ ପକ୍ଷରୁ ଷ୍ଟିକର ଲଗାଯାଇ ସେଠାକୁ ବାହାର ଲୋକଙ୍କୁ ଯିବା ପାଇଁ ବାରଣ କରାଯାଉଛି। ସେମାନଙ୍କ ସମ୍ପର୍କରେ କୌଣସି ତଥ୍ୟ ପ୍ରଘଟ ନ କରିବାକୁ କଡା ନିର୍ଦ୍ଦେଶ ଦିଆଯାଇଛି ା ଅନ୍ୟପକ୍ଷେ ପ୍ରଶାସନର କଡ଼ା ତାଗିଦ ପରେ ମଧ୍ୟ କଳାବଜାରୀଙ୍କ ପ୍ରାଦୁର୍ଭାବ କମିନାହିଁ ା ଅଞ୍ଚଳରେ ଖାଉଟି ସାମଗ୍ରୀର ଦରଦାମ ନିୟନ୍ତ୍ରଣ କରାଯାଇ ପାରୁ ନ ଥିତ୍ବା ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଦ୍‌ରା ଘରେ ଚାଲିଛେ ଅଙ୍ଗନଓ୍ବାଡି କେନ୍ଦ୍ର

ଲାଠୋର, ୮ା୮ (ଡି.ଏନ୍‌.ଏ):  ସରକାର ରାଜ୍‌କୋଷରୁ କୋଟି କୋଟି ଟଁକା ଖରଚ୍‌ କରି ୫ଶହ ଲୋକ୍‌ ସଂଖ୍ୟାରେ ଗୁଟେ ଲେଖେଁ ଅଙ୍ଗନଓ୍ବାଡି କେନ୍ଦ୍ର ଖୁଲୁଛନ୍‌। କେନ୍ଦ୍ରରେ...

ବାହାର ଲୋକଙ୍କୁ ସରଣ୍ଡା ମନା: ୩ଟି ରାସ୍ତା ସିଲ୍‌କଲେ ଗ୍ରାମବାସୀ

ସରଣ୍ଡା,୩୦।୩(ଡି.ଏନ୍‌.ଏ.): କରୋନା(କୋଭିଡ-୧୯) ସଂକ୍ରମଣକୁ ରୋକିବା ପାଇଁ ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଚକୁଳି ପଞ୍ଚାୟତ ବରଗଡ଼ ଜିଲା ସରଣ୍ଡା ଗ୍ରାମବାସୀ ସୋମବାରଠାରୁ ଗ୍ରାମକୁ ସଂଯୋଗ...

ମଧ୍ୟାହ୍ନଭୋଜନ ପାଚିକା, ସହାୟିକା ସଂଘ ସମାବେଶ

କୋଷ୍ଠା,୨୪ା୨(ଡି.ଏନ୍‌.ଏ.)- ଶୂଳିଆପଦା ବ୍ଲକ ମଧ୍ୟାହ୍ନଭୋଜନ ପାଚିକା ଓ ସହାୟିକା ସଂଘର ଏକ ସମାବେଶ କୋଷ୍ଠାସ୍ଥିତ ଉଦୟନାଥ ଆଇଟିଆଇ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ସଂଘର ସମ୍ପାଦିକା ଅନ୍ନଦା...

ପ୍ରବାସୀଙ୍କୁ ୨୦୦୦ ବଦଳରେ ୧୯୦୦ ଦେବା ଅଭିଯୋଗ: ପିଇଓ ନିଲମ୍ବିତ

ପଦ୍ମପୁର,୨୫।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଶାଶୁଭୁଆସୁଣି ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଚିନ୍ମୟୀ ପଣ୍ଡାଙ୍କୁ କୋଭିଡ୍‌ ଗାଇଡ୍‌ ଲାଇନ ଉଲ୍ଲଂଘନ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ...

କରୋନା ମୁକାବିଲା: ଆଜି ଓଡ଼ିଶାବାସୀଙ୍କୁ ସ୍ବତନ୍ତ୍ର ଉଦ୍‌ବୋଧନ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୪।୩(ବ୍ୟୁରୋ): କରୋନା (କୋଭିଡ-୧୯) ବିଶ୍ୱ ପାଇଁ ମହାମାରୀ ଭାବେ ଉଭା ହୋଇଛି। ୟୁରୋପୀୟ ଦେଶଗୁଡିକରେ କରୋନା ଭୂତାଣୁ ତାଣ୍ଡବ ରଚାଇଥିବାବେଳେ ଭାରତରେ ଏହା ଧୀରେ...

ପୂର୍ବ ଶତ୍ରୁତାରୁ ଖଣ୍ଡାରେ ହାଣି ୨ ଜଣଙ୍କୁ ହତ୍ୟା ଉଦ୍ୟମ

ଦିଗପହଣ୍ଡି,୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ପଞ୍ଚାୟତ ଦେଓଖାଳି ଛକରେ ହୋଟେଲ କରିଥିବା କୃଷ୍ଣ ସାହୁଙ୍କୁ ପୂର୍ବ ଶତ୍ରୁତାରୁ ୪ ଯୁବକ ଶୁକ୍ରବାର ଅପରାହ୍ନରେ...

ସଫେଇ ନାଁରେ ସରକାରୀ ଅଫିସ୍‌ ପରିସରରୁ ମୂଲ୍ୟବାନ ଗଛ ଚାଲାଣ

ବାଲେଶ୍ୱର ଅଫିସ, ୧୯।୭-ବାଲେଶ୍ୱର ଜଳସେଚନ ବିଭାଗ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଥିବା ନିମ୍ବ, ଆକାଶୀ, ଶାଗୁଆନ, କଦମ୍ବ, ଆମ୍ବ ଭଳି ୫୦ରୁ ଊର୍ଦ୍ଧ୍ୱ ମୂଲ୍ୟବାନ ଗଛ...

ହିନ୍ଦୋଳରେ ଜଣେ ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ

ହିନ୍ଦୋଳ, ୨୩।୮(ଡି.ଏନ.ଏ): ଢ଼େଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରlସୋଳ ଥାନା କାରନ୍ଦା କେଳା ଟାଙ୍ଗର ସାହିରେ ଜଣେ ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ଜଣଙ୍କ...

Advertisement
Archives

Model This Week