Posted inବୌଦ୍ଧ

ରାଜ୍ୟ ବାହାର ଲୋକଙ୍କୁ ଖାଇବାକୁ ଦେଇ ସଙ୍ଗରୋଧ କେନ୍ଦ୍ରକୁ ଗଲେ ହୋଟେଲ ମାଲିକ

ବୌଦ୍ଧ,୧୯ା୫(ସ୍ବ.ପ୍ର.)- ବାହାର ରାଜ୍ୟର କେତେଜଣ ବ୍ୟକ୍ତିଙ୍କୁ ହୋଟେଲରେ ବସାଇ ଖାଇବାକୂୁ ଦେବାରୁ ବୌଦ୍ଧ ସହରର ଏକ ହୋଟେଲ ମାଲିକ ଓ ତାଙ୍କ ଭାଇଙ୍କୁ ସଙ୍ଗରୋଧ କେନ୍ଦ୍ରକୁ ଯିବାକୁ ପଡିଛି ା
ମିଳିଥିବା ସୂଚନା ଅନୁଯାୟୀ, ସହରର ପୁରୁଣା ବ୍ଲକ ଛକଠାରେ ଥିବା ଏକ ହୋଟେଲରେ ରାଜ୍ୟ ବାହାରର ଲୋକ ଖାଦ୍ୟ ଖାଉଥିବା ନେଇ କୌଣସି ସୂତ୍ରରୁ ଖବର ପାଇ ବୌଦ୍ଧ ପୋଲିସ ପକ୍ଷରୁ ଉକ୍ତ ହୋଟେଲ ଉପରେ ଚଢାଉ କରାଯାଇଥିଲା ା ପୋଲିସ ହୋଟେଲ ସିଲ୍‌ କରିବା ସହ ମାଲିକ ଓ ତାଙ୍କ ଭାଇକୁ ବୌଦ୍ଧ ମହାବିଦ୍ୟାଳୟଠାରେ ଥିବା ସଙ୍ଗରୋଧ କେନ୍ଦ୍ରକୂୁ ପଠାଇ ଦେଇଛି ା ଏନେଇ ବୌଦ୍ଧ ଏନଏସି କାର୍ଯ୍ୟନିବାହୀ ଅଧିକାରୀ ମନୋରଞ୍ଜନ ପଣ୍ଡାଙ୍କୁ ପଚାରିବାରେ ସେମାନଙ୍କୁ ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଥିବା ପ୍ରକାଶ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରାରେ ବି ଫୁଟିବ ପଦ୍ମ

ଘଣ୍ଟାପଡ଼ା/କଣ୍ଟାମାଳ,୨୧ା୪(ପ୍ରଭାତ କୁମାର ସାହୁ/ଆଦିତେଶ୍ୱର ମିଶ୍ର)ବୌଦ୍ଧ ଜିଲା କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ପଲସାଗୋରା ମକର ପଡିଆରେ ଭାଜପାର ବିଶାଳ ଜନସମାବେଶ ସହିତ ମିଶ୍ରଣ ପର୍ବ ଅନୁଷ୍ଠିତ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ନାମଯଜ୍ଞବେଳେ ଫୁଟିଲା ଗୁଳି: ଜଣେ ଗୁରୁତର

କଣ୍ଟାମାଳ,୧୮।୪: କଣ୍ଟାମାଳ ଥାନା ଲମ୍ବେସ୍ବରୀ ଗ୍ରାମପଞ୍ଚାୟତର ପିପଲପାଳି ଗ୍ରାମରେ ରାମନବମୀ ପାଇଁ ନାମଯଜ୍ଞ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ କିଛି ଦୁର୍ବୁତ୍ତ ସେଠାରେ ଗୁଳିମାଡ଼ କରିଥିଲେ।...

ପୁଣି କର୍ମଚାରୀ ଛଟେଇ କଲା ଗୁଗ୍‌ଲ

କାଲିଫର୍ନିଆ, ୧୮।୪: ବଡ ଆଇଟି କମ୍ପାନୀଗୁଡିକ ଆଜିକାଲି ଏକ ସମ୍ଭାବ୍ୟ ମାନ୍ଦାବସ୍ଥାର ସମ୍ମୁଖୀନ ହେଉଛନ୍ତି। ଖର୍ଚ୍ଚ ହ୍ରାସ କରିବାକୁ ଏହି କମ୍ପାନୀଗୁଡିକ କର୍ମଚାରୀଙ୍କ ଉପରେ ଛଟେଇ...

ପ୍ରଦୀପଙ୍କ ୬ଷ୍ଠ, ଆଶାରେ ନବ, ସରୋଜ ଚ୍ୟାଲେଞ୍ଜ

ବୌଦ୍ଧ,୧୬ା୪(ଅଜିତ କୁମାର ବାରିକ):ବୌଦ୍ଧ ବିଧାନସଭା ଆସନ ପାଇଁ ତିନି ପ୍ରମୁଖ ଦଳ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି। ଏଠାରୁ ୫ ଥର ବିଧାୟକ ହୋଇଥିବା ବିଜେଡିରୁ ପ୍ରଦୀପ...

ଟ୍ରକ୍‌ ସହ ମୁହାଁମୁହିଁ ପିଟିହେଲା ଯାତ୍ରୀବାହୀ ବସ୍‌, ୨୦ ଆହତ

ବୌଦ୍ଧ,୧୫ା୪(ଅଜିତ ବାରିକ) : ବୌଦ୍ଧ ଜିଲା ରାଣୀପଦର ଘାଟିରେ ସୋମବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri