ରାଜ୍ୟ ମାନବାଧିକାର ଆୟୁକ୍ତ ପଦ ଖାଲି ପ୍ରସଙ୍ଗ: ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ

କଟକ ଅଫିସ,୧୯ା୧୧: ରାଜ୍ୟ ମାନବାଧିକାର ଆୟୁକ୍ତଙ୍କ ବିଭିନ୍ନ ପଦବୀ ପୂରଣ ନେଇ ହାଇକୋର୍ଟରେ ହୋଇଥିବା ମାମଲାର ଅନ୍ତ ଘଟିଛି। ରାଜ୍ୟ ସରକାର ମାନବାଧିକାର ଆୟୁକ୍ତ ପଦବୀ ଏବଂ ସଦସ୍ୟ ପଦବୀ ପୂରଣ କରିବା ପରେ ଏହି ମାମଲାର ଆଉ ଆବଶ୍ୟକତା ନାହିଁ ବୋଲି ଆବେଦନକାରୀ ଦର୍ଶାଇବା ପରେ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ କେ.ଏସ୍‌. ଝାବେରୀ ଓ ଜଷ୍ଟିସ୍‌ କେଆର୍‌ ମହାପାତ୍ରଙ୍କ ଖଣ୍ଡପୀଠ ଏହି ମାମଲାର ଅନ୍ତ ଘଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ରାଜ୍ୟରେ ଶିଶୁ ମୃତ୍ୟୁ ତଥା ଅନ୍ୟାନ୍ୟ ମାନବାଧିକାର ଉଲ୍ଲଂଘନ ଘଟଣା ବୃଦ୍ଧି ପାଇଥିବାବେଳେ ରାଜ୍ୟ ମାନବାଧିକାର ଆୟୁକ୍ତ ଓ ସଦସ୍ୟ ପଦବୀ ଦୀର୍ଘଦିନ ଖାଲି ପଡ଼ିଥିଲା। ଫଳରେ ଏ ନେଇ ଆଇନଜୀବୀ ପ୍ରବୀର ଦାସ ହାଇକୋର୍ଟରେ ଏକ ମାମଲା ରୁଜୁ କରିବା ସହ ଉପରୋକ୍ତ ପଦବୀ ପୂରଣ କରିବାକୁ ହାଇକୋର୍ଟଙ୍କ ହସ୍ତକ୍ଷେପ ଲୋଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବତନ୍ତ୍ର ଓଜେଇଇ ଅନ୍‌ଲାଇନ୍‌ ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୧୫ା୬(ବ୍ୟୁରୋ) : ସ୍ବତନ୍ତ୍ର ଓଜେଇଇ ଅନ୍‌ଲାଇନ୍‌ ଆବେଦନ ଅବଧି ବୃଦ୍ଧି କରାଯାଇଥିବା ନେଇ ଓଜେଇଇ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। କରୋନା ଭାଇରସ୍‌ ଯୋଗୁ ବି-ଟେକ୍‌ ସ୍ପେଶାଲ...

ବଟାନିକାଲ୍‌ ଗାର୍ଡେନରେ ଲାଗିଲା ନିଆଁ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ନନ୍ଦନକାନନ ନିକଟ ବଟାନିକାଲ୍‌ ଗାର୍ଡେନର ଜଙ୍ଗଲିଆ ଅଞ୍ଚଳରେ ରବିବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିବା ଜଣାପଡ଼ିଛି। ଖବର ପାଇ ବାରଙ୍ଗ ଅଗ୍ନିଶମ...

ଆଜି ବିଶ୍ୱ ପରିବେଶ ଦିବସ: ବିକାଶ ନାମରେ ନଷ୍ଟ ହେଉଛି ପରିବେଶ

କେନ୍ଦୁଝର, ୫ା୬ (ସ୍ବ.ପ୍ର.)-ଆଜି ବିଶ୍ୱ ପରିବେଶ ଦିବସ। ଏହି ଦିବସକୁ ପାଳନ ପାଇଁ ସରକାରୀ ଓ ବେସରକାରୀ ସ୍ତରରେ ବ୍ୟାପକ ପ୍ରସ୍ତୁତ ଚାଲିିଛି କିନ୍ତୁ କାହାରି...

ଜେଲ କର୍ମଚାରୀଙ୍କୁ ମୋବାଇଲ ମନା

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଝାରପଡ଼ା ସ୍ବତନ୍ତ୍ର ଜେଲ କର୍ମଚାରୀଙ୍କ ପାଇଁ କଡ଼ା ନିୟମ ଗ୍ରହଣ କରାଯାଇଛି। କାରାଗାର ଅଧିକ୍ଷକ, ଜେଲରଙ୍କ ବ୍ୟତୀତ ଅନ୍ୟ କର୍ମଚାରୀମାନେ ଡ୍ୟୁଟି ସମୟରେ ଜେଲ...

କରୋନା ସଂକ୍ରମଣ ଭୟ: ବାଲେଶ୍ୱର ଭୋଗରାଇରୁ ଆସିଥିବା ଲୋକଙ୍କୁ ନେଇ ଘାଟିକିଆରେ ଉତ୍ତେଜନା

ଭୁବନେଶ୍ୱର,୨୩।୪(ବ୍ୟୁରୋ): କିଛି ଦିନ ବ୍ୟବଧାନ ପରେ ପୁଣି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲାରେ...

ଜୁନ୍‌ ୨୨ସୁଦ୍ଧା ରଥ ନିର୍ମାଣ କାମ ସାର: ହାଇକୋର୍ଟ

କଟକ ଅଫିସ୍‌,୧୩ା୫: ଆସନ୍ତା ଜୁନ୍‌ ୨୨ତାରିଖ ସୁଦ୍ଧା ରଥ ନିର୍ମାଣ କାମ ସାରିବାକୁ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି...

ଚାଷୀଙ୍କୁ ୪୫୦ କୋଟି କୃଷିଋଣ

କଟକ ଅଫିସ,୫ା୬: ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ଶୁକ୍ରବାର ୨୦୨୦ ଖରିଫ ଚାଷ ପାଇଁ କଟକ ଜିଲା କୃଷି କାର୍ଯ୍ୟ ନିର୍ଦ୍ଧାରଣ କମିଟି ବୈଠକ ଅନୁଷ୍ଠିତ...

ତଥ୍ୟ ପ୍ରଦାନରେ ଅବହେଳା: ୩୫ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ

ରାଜନଗର, ୨୧।୯ (ଡି.ଏନ୍‌.ଏ.): ପ୍ରତିଦିନ ସ୍କୁଲରେ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଓ ମଧ୍ୟାହ୍ନଭୋଜନ ଖାଉଥିବା ପିଲାଙ୍କ ଠିକ୍‌ ତଥ୍ୟ ମଧ୍ୟାହ୍ନଭୋଜନ ପୋର୍ଟାଲକୁ ପଠାଇବାର ନିୟମ ରହିଛି। ହେଲେ...

Advertisement


Archives

Model This Week

Why Dharitri