Posted inଜାତୀୟ

ରାଜ୍ୟ ସଭାରେ ତିନି ତଲାକ୍‌ ତାତି: ଜେଡିୟୁ କଲା ଗୃହତ୍ୟାଗ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ମଙ୍ଗଳବାର ତିନି ତଲାକ୍‌ ବିଲ୍‌ ଉପରେ ତର୍କ ବିତର୍କ ଜାରି ରହିଛି। ଏହାକୁ ବିରୋଧ କରି ଜେଡିୟୁ ସଦସ୍ୟ ଗୃହତ୍ୟାଗ କରିଛନ୍ତି। ଜେଡିୟୁର ବଶିଷ୍ଠ ନାରାୟଣ ସିଂ ଏହି ବିଲ୍‌ ସପକ୍ଷରେ ଜେଡିୟୁ ନ ଥିବା କହିଛନ୍ତି। ପ୍ରତି ରାଜନୈତିକ ଦଳର ନିଜସ୍ବ ବିଚାରଧାରା ରହିଛି। ଏହା ଅନ୍ତର୍ଗତ ଦଳ କାର୍ଯ୍ୟ କରିଥାଏ। ତେଣୁ ତାଙ୍କ ଦଳ ଏହି ବିଲ୍‌ ଉପରେ ନିଷ୍ପତ୍ତି ନେବାକୁ ସ୍ବତନ୍ତ୍ର ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସଠାରୁ ଛଅ ଗୁଣା ଅଧିକ ଗୁଗଲ ବିଜ୍ଞାପନରେ ଖର୍ଚ୍ଚ କରିଛି ଭାଜପା!

ନୂଆଦିଲ୍ଲୀ,୧୧ ।୭: ନିକଟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏକ ବିଜ୍ଞାପନ ଗୁଜରାଟର ଏକ ଖବର କାଗଜରେ ଦେଇଥିଲେ । ଏହାକୁ ନେଇ ଭାରତୀୟ ଜନତା...

ଆସାମ ବନ୍ୟା: ରୋଗିଙ୍କୁ ହସ୍ପିଟାଲ ପହଞ୍ଚାଇବାକୁ ମନ୍ତ୍ରୀ ଚଲାଇଲେ ଡଙ୍ଗା

ଗୁଆହାଟି,୨୪ ।୬: ଦେଶର ପୁର୍ବୋତ୍ତର ରାଜ୍ୟରେ ଗତ କିଛିଦିନ ହେବ ଲାଗିରହିଥିବା ଲଗାଣ ବର୍ଷା ଯୋଗୁ ସ୍ଥିତି ବିଗିଡିବାରେ ଲାଗିଛି । ଆସାମ, ସିକ୍କିମ ସମେତ...

ପ୍ରଭାବ ଶୂନ୍ୟ ୫୦୦ କୋଟି ଟଙ୍କାର କରୋନା ଔଷଧ ସେବନ କରିଛନ୍ତି ଲୋକେ!

ନୂଆଦିଲ୍ଲୀ,୧୮ ।୧: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଦୋହଲାଇ ଦେଇଛି । ସାରା ବିଶ୍ୱ ଏହାକୁ ଭୟ କରିଯାଇଛି । ତେବେ କରୋନା ମହାମାରୀର...

ସୁରକ୍ଷାରେ ଅବହେଳା, ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୬।୧ : ପଞ୍ଜାବ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ବ୍ୟବସ୍ଥାରେ ଅବହେଳା ହୋଇଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ ଗୁରୁବାର ରାଷ୍ଟ୍ରପତି ରାମନାଥ...

୩ବର୍ଷ ପୂର୍ବରୁ ଘରୁ ପଳାଇ ଯାଇଥିବା ସ୍ବାମୀଙ୍କୁ ଧରାଇଲା ଟିକ୍‌ଟକ୍‌

ଚେନ୍ନାଇ,୪।୭: ତାମିଲନାଡୁର ବିଲ୍ଲୁପୁରମ ଜିଲାରେ ରହୁଥିବା ୨ଟି ସନ୍ତାନର ଜନନୀ ଜୟାପ୍ରଦାଙ୍କ ସ୍ବାମୀ ଗତ ପ୍ରାୟ ୩ ବର୍ଷ ହେବ ଘରୁ କେଉଁଆଡେ ଚାଲି ଯାଇଥିଲେ।...

ନିର୍ଦ୍ୱନ୍ଦ୍ୱରେ ଜିତିଲେ ସୁଶୀଲ ମୋଦି

ପାଟନା, ୭।୧୨- ପୂର୍ବତନ ବିହାର ଉପ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ସୁଶୀଲ କୁମାର ମୋଦି ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭା ଉପ ନିର୍ବାଚନରେ ବିଜୟୀ ହୋଇଛନ୍ତି।...

ଆତଙ୍କବାଦର ମୁକାବିଲା ପାଇଁ କଡ଼ା ପଦକ୍ଷେପ: ୧୦ ହଜାର ସୁରକ୍ଷାକର୍ମୀ ଯିବେ ଜମ୍ମୁ-କଶ୍ମୀର

ନୂଆଦିଲ୍ଲୀ,୨୭।୭: ଭାରତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲଙ୍କ ୨ ଦିନିଆ ଜମ୍ମୁ-କଶ୍ମୀର ଗସ୍ତ ପରେ କେନ୍ଦ୍ର ସରକାର ଆତଙ୍କବାଦର ମୁକାବିଲା ପାଇଁ କଡ଼ା ପଦକ୍ଷେପ ଗ୍ରହଣ...

କେସିଆର୍‌ କ୍ୟାବିନେଟରେ ପୁଅ, ପୁତୁରା

ହାଇଦ୍ରାବାଦ,୯ା୯(ଆଇଏଏନ୍‌ଏସ୍‌): ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌) ରବିବାର ତାଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିଛନ୍ତି। ନୂଆ ମନ୍ତ୍ରୀ ହୋଇଥିବା ୬ ଜଣଙ୍କ ମଧ୍ୟରେ କେସିଆର୍‌ଙ୍କ...

Advertisement
Archives

Model This Week