Posted inଜାତୀୟ

ରାଜ୍ୟ ସଭାରେ ସରୋଗେସି ବିଲ୍‌: ସର୍ତ୍ତ କୋହଳ ଲାଗି ଦାବି

ନୂଆଦିଲ୍ଲୀ, ୨୦ା୧୧(ପି.ଟି.) : ସରକାରଙ୍କ ପକ୍ଷରୁ ମଙ୍ଗଳବାର ରାଜ୍ୟ ସଭାରେ ସରୋଗାସି (ରେଗୁଲେଶନ) ବିଲ୍‌-୨୦୧୯ ଆଗତ କରାଯାଇଛି। ଏହା ଦେଶରେ ସରୋଗାସିକୁ ନିୟନ୍ତ୍ରଣ କରିବାରେ ସଫଳ ହେବ ବୋଲି କହି ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଏହାକୁ ଏକ ଗେମ୍‌ ଚେଞ୍ଜର ବୋଲି ମତ ଦେଇଛନ୍ତି। ହେଲେ ଏହି ବିଲ୍‌ରେ ରହିଥିବା କେତେକ ସର୍ତ୍ତ କୋହଳ ଲାଗି ବିଭିନ୍ନ ଦଳ ପକ୍ଷରୁ ଦାବିହୋଇଛି। ଆଲୋଚନାରେ ଭାଗନେଇ ଭାଜପା ନେତା ଏହାକୁ ପୁଣି ଷ୍ଟାଣ୍ଡିଂ କମିଟି ପାଖକୁ ପଠାଇବା ଲାଗି ମତ ଦେଇଥିଲେ। ବିଜେଡି ସଦସ୍ୟ ଅମର ପଟ୍ଟନାୟକ ଷ୍ଟାଣ୍ଡିଂ କମିଟିର କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିଗୁ ଗ୍ରହଣ କରାଯାଇ ନ ଥିବାରୁ ଏହାର ପୁନଃସମhୀକ୍ଷା କରାଯିବା ଉପରେ ଗୁରୁତ୍ୱ ଦେଇଥିଲେ। ଜେଡିୟୁ ନେତା କେ. ପରଓ୍ବିନ, ଡିଏମ୍‌କେ ନେତା ପି. ଓ୍ବିଲ୍‌ଶନ୍‌ ପ୍ରମୁଖ ଏହାକୁ ବିରୋଧ କରିବା ସହ ସଂସଦୀୟ ସ୍ଥାୟୀ କମିଟିକୁ ପଠାଇବା ଲାଗି ମତ ଦେଇଥିଲେ। ପ୍ରକାଶଥାଉ କି, ଏହି ବିଲ୍‌ ଲୋକ ସଭାରେ ମୌସୁମୀ ଅଧିବେଶନରେ ପାସ୍‌ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜାମୁଦ୍ଦିନ୍‌ରେ ଧାର୍ମିକ ସମାବେଶ ପାଇଁ କିଏ ଦେଇଥିଲେ ଅନୁମତି: ଶରଦ ପାଓ୍ବାର

ନୂଆଦିଲ୍ଲୀ,୬।୪: ଦିଲ୍ଲୀର ନିଜାମୁଦ୍ଦିନ୍‌ଠାରେ ହୋଇଥିବା ତବଲିଘ୍‌ ଜମାତ୍‌ ଯୋଗୁ ଦେଶବ୍ୟାପୀ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ନେଇ ଏବେ ରାଜନୈତିକସ୍ତରରେ କାଦୁଅ ଫିଙ୍ଗା ଆରମ୍ଭ...

ଗଲଓ୍ବାଂ ଘାଟି: ୧୯୬୨ରେ ମଧ୍ୟ ଚାଇନା ଭାରତକୁ ଦେଖାଇଥିଲା ନାଲି ଆଖି

ଲଦାଖ, ୧୬।୬: ଭାରତ ଚାଇନା ସୈନ୍ୟ ସୋମବାର ରାତିରେ ଲଦାଖର ଗଲଓ୍ବାଂ ଘାଟିରେ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷ ପରସ୍ପର ଉପରକୁ ଗୁଳି ଚାଳନା କରିଛନ୍ତି।...

ନ୍ୟୁ ଇଣ୍ଡିଆ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ: ଅର୍ଥବ୍ୟବସ୍ଥାକୁ ୫ ଟ୍ରିଲିୟନ୍‌ ଡଲାରରେ ପହଞ୍ଚାଇବା ଲକ୍ଷ୍ୟ ଧାର୍ଯ୍ୟ

ନୂଆଦିଲ୍ଲୀ,୧୫।୬: ନୀତି ଆୟୋଗ ବୈଠକରେ ନ୍ୟୁ ଇଣ୍ଡିଆ ପାଇଁ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ ହୋଇଛି। ଭାରତୀୟ ଅର୍ଥ ବ୍ୟବସ୍ଥାକୁ ୫ ଟ୍ରିଲିୟନ୍‌ ଡଲାରରେ ପହଞ୍ଚାଇବା ଲାଗି...

ହିମାଚଳପ୍ରଦେଶ ବିଧାନସଭା ମୁଖ୍ୟ ଫାଟକରେ ଖଲିସ୍ତାନ ପତାକା…

ଶିମଲା, ୮।୫ : ହିମାଚଳପ୍ରଦେଶର ବିଧାନସଭାର ମୁଖ୍ୟ ଫାଟକରେ ଖାଲିସ୍ତାନ ସମର୍ଥକ ପତାକା ଲଗାଯାଇଛି। ଏନେଇ ଉତ୍ତେଜନା ପ୍ରକାଶ ପାଇଛି। ଧର୍ମଶାଳାରେ ସ୍ଥାନୀୟ ଲୋକ ପ୍ରଶାସନକୁ...

ପ୍ରଥମେ ମୋଦିଙ୍କ ପ୍ରଶଂସା କଲେ, ଜେଡିୟୁ ଛାଡି ନୂଆ ଦଳ ଗଠନ କଲେ ଉପେନ୍ଦ୍ର କୁଶୱାହା

ପାଟନା,୨୦ ।୨: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଦୀର୍ଘଦିନ ଧରି ଚାଲିଥିବା ତୁତୁମେମେ ପରେ ଶେଷରେ ଉପେନ୍ଦ୍ର କୁଶୱାହା ଜନତା ଦଳ ୟୁନାଇଟେଡ(ଜେଡିୟୁ) ଛାଡିଛନ୍ତି...

ପିଏମ୍‌ କେୟାର ପାଣ୍ଠିକୁ ଚାଇନା-ପାକିସ୍ତାନରୁ ଅନୁଦାନ: କିଏ ଦେଇଛି, କେତେ ଦେଇଛି

ନୂଆଦିଲ୍ଲୀ,୧୬।୧୨: ପିଏମ୍‌ କେୟାର ପାଣ୍ଠିକୁ ଚାଇନା,ପାକିସ୍ତାନ ଏବଂ କତାରରୁ ଅନୁଦାନ ଆସିଛି। ତେବେ ଏସବୁ ଅନୁଦାନ କିଏ ଦେଇଛି ଓ କେତେ ଦେଇଛି ସେ ନେଇ...

ଗୋଟିଏ ଦିନ ପାଇଁ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ସୃଷ୍ଟି ଗୋସ୍ୱାମୀ!

ହରିଦ୍ୱାର,୨୨ ।୧: ଉତ୍ତରଖଣ୍ଡ ହରିଦ୍ୱାରର ସୃଷ୍ଟି ଗୋସ୍ୱାମୀ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବେ ବୋଲି ଜଣାପଡିଛି । ୨୪ ଜାନୁୟାରୀରେ ସୃଷ୍ଟି ଏହି ଦାୟିତ୍ୱ...

ଦୈନିକ ସଂକ୍ରମଣ ୦.୩୨ ପ୍ରତିଶତ, ସ୍ଥିତି ଉପରେ ତୀକ୍ଷ୍‌ଣ ନଜର…

ନୂଆଦିଲ୍ଲୀ, ୨୭।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ସେହିପରି ସୁସ୍ଥତା...

Advertisement
Archives

Model This Week