Posted inଜାତୀୟ

ରାଜ୍ୟ ସଭାରେ ସୁଷମାଙ୍କ ପାଇଁ ଶୋକ

ନୂଆଦିଲ୍ଲୀ, ୭।୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ପରଲୋକରେ ବୁଧବାର ରାଜ୍ୟ ସଭାରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ଅଧ୍ୟକ୍ଷ ଭେଙ୍କୟା ନାଇଡୁ ସୁଷମାଙ୍କ ଅକାଳ ବିୟୋଗରେ ଦେଶ ଜଣେ ଦକ୍ଷ ରାଜନେତାଙ୍କୁ ହରାଇଲା ବୋଲି କହିଛନ୍ତି। ଅନ୍ୟ ରାଜ୍ୟ ସଭା ସଦସ୍ୟମାନେ ଛିଡା ହୋଇ ସୁଷମାଙ୍କୁ ସମ୍ମାନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତା ଶାହନବାଜ ହୁସେନଙ୍କ ବିରୋଧରେ ହେବ ବଳାତ୍କାର ମାମଲା

ନୂଆଦିଲ୍ଲୀ,୧୮ ।୮: କେନ୍ଦ୍ର ଓ ବିହାର ସରକାରରେ ମନ୍ତ୍ରୀ ଥିବା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଶାହନବାଜ ହୁସେନଙ୍କୁ ବଡ ଝଟ୍‌କା ଲାଗିଛି । ତାଙ୍କ...

ବିବାହରେ ଯୋଗ ଦେବା ଅପରାଧ ତ ନୁହେଁ: ସୁରଜେୱାଲା

ନୂଆଦିଲ୍ଲୀ,୩ ।୫: ନିଜର ଜଣ ବନ୍ଧୁଙ୍କ ବିବାହରେ ଯୋଗ ଦେବାକୁ ନେପାଳ ଯାଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଏବେ ଏହାର ଏକ ଭିଡିଓ...

କ୍ଷମା ମାଗିଲେ ମୋଦି

ନୂଆଦିଲ୍ଲୀ,୨୯।୩: କରୋନା ପାଇଁ ସାରା ଦେଶକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ଦେଶ ଏକ ପ୍ରକାର ଠପ୍‌ ହୋଇ ଯାଇଛି। ଲକ୍‌ ଡାଉନକୁ ୫ ଦିନ...

ଶସ୍ତା ହେଲା ଏଲପିଜି ସିଲିଣ୍ଡର

ନୂଆଦିଲ୍ଲୀ,୨୯।୮: ମୁଦ୍ରାସ୍ଫୀତି ବୃଦ୍ଧିରୁ ମୁକ୍ତି ଦେଇ କେନ୍ଦ୍ରର ମୋଦg ସରକାର ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ ଉପହାର ଦେଇଛନ୍ତି।...

କର୍ନାଟକ କ୍ୟାବିନେଟର ହେଲା ସମ୍ପ୍ରସାରଣ, ୨୪ ବିଧାୟକ ନେଲେ ମନ୍ତ୍ରୀ ପଦର ଶପଥ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଶନିବାର କ୍ୟାବିନେଟ ସମ୍ପ୍ରସାରଣ କରାଯାଇଛି। କଂଗ୍ରେସ ପକ୍ଷରୁ ଆଉ ୨୪ ବିଧାୟକ ମନ୍ତ୍ରୀପଦର ଶପଥ ନେଇଛନ୍ତି। ଏହି ମନ୍ତ୍ରୀମାନେ ଶପଥ ନେବା ପରେ...

ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦଙ୍କୁ କରୋନା

ନୂଆଦିଲ୍ଲୀ,୧୬।୧୦-ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ ମହାମାରୀ କରୋନାରେ ସଂକ୍ରମିତ ହୋଇଛନ୍ତି। ଏ ନେଇ ସେ ଶୁକ୍ରବାର ଟୁଇଟ କରି ସୂଚନା ଦେଇଛନ୍ତି। ସେ...

ଦ୍ୱିତୀୟ ୟେଦୁରପ୍ପା ହେବେ କି ଫଡନବିସ!

ମୁମ୍ବାଇ,୨୫।୧୧: ମହାରାଷ୍ଟ୍ର ମହାଭାରତର ଅନ୍ତ କେବେ ହେବ ତାହା କହିବା ମୁସ୍କିଲ। ହେଲେ ରାତାରାତି ଏନ୍‌ସିପି ସହ ମେଣ୍ଟ କରି ସରକାର ଗଠନ କରିଥିବା ଭାରତୀୟ...

ୟୁପିରେ ଦୁଇ ତୃତୀୟାଂଶ ଭୋଟ ପାଇ ସରକାର ଗଢିବ ଭାଜପା: ଶାହ

ବୁଲନ୍ଦସର,୩ ।୨: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଗୁରୁବାର କହିଛନ୍ତି ଯେ ଉତ୍ତର ପ୍ରଦେଶରେ ଭାରତୀୟ ଜନତା ପାର୍ଟି(ଭାଜପା) ପୁଣିଥରେ ସରକାର ଗଠନ କରିବ ।...

Advertisement
Archives

Model This Week