Posted inଜାତୀୟ

ରାଜ୍ୟ ସଭାର ୫୫ ଆସନ ପାଇଁ ୨୬ ମାର୍ଚ୍ଚରେ ହେବ ନିର୍ବାଚନ

ନୂଆଦିଲ୍ଲୀ,୨୫।୨: ରାଜ୍ୟ ସଭାର ୫୫ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୨୬ରେ ନିର୍ବାଚନ ହେବ ବୋଲି ଜଣାପଡିଛି। ମଙ୍ଗଳବାର ନିର୍ବାଚନ କମିଶନଙ୍କ ପକ୍ଷରୁ ଏହି ଘୋଷଣା କରାଯାଇଛି। ୧୭ ରାଜ୍ୟର ଏହି ୫୫ ଆସନରେ ଥିବା ପ୍ରାର୍ଥୀଙ୍କ କାର୍ଯ୍ୟକାଳ ପୂରଣ ହେଉଥିବାରୁ ଏହି ନିର୍ବାଚନ କରାଯାଉଛି। ଏଥିମଧ୍ୟରୁ ମହାରାଷ୍ଟ୍ରର ସର୍ବାଧିକ ୭ ଆସନ ଥିବାବେଳେ, ତାମିଲନାଡୁ ୬, ପଶ୍ଚିମବଙ୍ଗ ଓ ବିହାରର ୫ଟି ଲେଖାଏଁ, ଗୁଜରାଟ ଓ ଆନ୍ଧ୍ରପ୍ରଦେଶର ୪ଟି ଲେଖାଏଁ, ସେହିପରି ରାଜସ୍ଥାନ, ଓଡ଼ିଶା ଓ ମଧ୍ୟପ୍ରଦେଶର ୩ଟି ଲେଖାଏଁ ଆସନ ଖାଲି ହେଉଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଖି ବୁଜିଲେ ୩୮ ରୋଗୀ

ନୂଆଦିଲ୍ଲୀ,୨୪ା୪: ଜାତୀୟ ରାଜଧାନୀ ଦିଲ୍ଲୀର ଅନେକ କୋଭିଡ୍‌ ହସ୍ପିଟାଲରେ ୪ ଦିନ ହେଲା ଅକ୍ସିଜେନ ଅଭାବରୁ ଚିକିତ୍ସାଧୀନ ରୋଗୀ ଆଖି ବୁଜିବାରେ ଲାଗିଛନ୍ତି। ଏହିକ୍ରମରେ ସାର୍‌...

ପରିବେଶ ମନ୍ତ୍ରୀ ଗୋପାଲ ରାୟ କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ,୨୬।୧୧: ଦେଶର ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହା କବଳରୁ ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ଭିଭିଆଇପି ମଧ୍ୟ ବର୍ତ୍ତି...

ଏସବୁ ମୋତିଆ ବିନ୍ଦୁରୁ ରଖେ ଦୂରେଇ…

ବୟସ ବଢ଼ିବା ସହିତ କେତେକଙ୍କଠାରେ ମୋତିଆ ବିନ୍ଦୁ ସମସ୍ୟା ଦେଖାଦେଇଥାଏ। ତେବେ କିଛି ଘରୋଇ ଉପାୟରେ ଏହି ସମସ୍ୟା ସହଜରେ ଦୂର ହୋଇପାରିଥାଏ। ନିୟମିତ ୭ଟି...

ପ୍ଲାଷ୍ଟିକ ବୋତଲରେ ତିଆରି ହେବ ଅଙ୍ଗନଓ୍ବାଡି କେନ୍ଦ୍ର

ଗୁଆହାଟି,୯।୨: ଆସାମର ହୈଲାକାଣ୍ଡି ଜିଲାରେ ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପ୍ରାକୃତିକ ଭାବେ ନଷ୍ଟ ନ ହେଉଥିବା ପଦାର୍ଥ ଓ ମାଟି ଭର୍ତ୍ତି ପ୍ଲାଷ୍ଟିକ ବୋତଲରେ ନିର୍ମାଣ...

ପ୍ରଥମ ଥର ପାଇଁ କାମାକ୍ଷାରେ ହେବନି ଆମ୍ବୁବାଚି ମେଳା

ଗୁଆହାଟୀ, ୧୩।୬: ଭାରତରେ କରୋନା ମହାମାରୀ ଯୋଗୁ ଅଚଳାବସ୍ଥା ଦେଖାଦେଇଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ସାମାଜିକ ଦୂରତା ଅପରିହାର୍ଯ୍ୟ ହୋଇପଡ଼ିଛି। ଏପରିସ୍ଥଳେ ବହୁ...

ବିପିନ ରାଓ୍ବତଙ୍କ ସ୍ମୃତିରେ ୟୁଏସ୍‌ଆଇର ‘ଚେୟାର ଅଫ୍‌ ଏକ୍ସିଲେନ୍ସ’ ଘୋଷଣା

ନୂଆଦିଲ୍ଲୀ,୧୫।୩: ଭାରତର ପ୍ରଥମ ପ୍ରତିରକ୍ଷା ବିଭାଗର ଅଧ୍ୟକ୍ଷ(ସିଡିଏସ୍‌) ଜେନେରାଲ ବିପିନ ରାୱତଙ୍କ ସ୍ମୃତିରେ ସେନା ମୁଖ୍ୟ ଜେନେରାଲ ଏମ୍‌ ନରଓ୍ବଣେ ‘ୟୁନାଇଟେଡ ସର୍ଭିସ ଇନଷ୍ଟିଚ୍ୟୁଟ ଅଫ୍‌...

ଭୂମିକମ୍ପରେ ଥରିଲା ୪ ରାଜ୍ୟ

ନୂଆଦିଲ୍ଲୀ,୫।୪: ସୋମବାର ରାତି ପ୍ରାୟ ସାଢ଼େ ୮ଟାରେ ଭୂମିକମ୍ପରେ ଥରି ଉଠିଥିଲା ୪ଟି ରାଜ୍ୟ। ସିକିମ, ଆସାମ, ପଶ୍ଚିମବଙ୍ଗର କିଛି ଅଂଶ ଏବଂ ବିହାରରେ ଏହି...

ଦେଶର ଅର୍ଥନୀତି ଆଇସିୟୁରେ: ମନିଶ ତିଓ୍ବାରୀ

ନୂଆଦିଲ୍ଲୀ,୨୩।୮: ଦେଶର ଅର୍ଥ ବ୍ୟବସ୍ଥା ବେଳକୁ ବେଳ ବିଗିଡି ଯାଉଥିବା ବେଳେ ଏବେ ଅଟୋ ମୋବାଇଲ ଶିଳ୍ପଠାରୁ ଆରମ୍ଭ କରି ଅନେକ ଶିଳ୍ପରେ ଛଟେଇ ଅଭିଯାନ...

Advertisement
Archives

Model This Week