ରାଜ୍ୟ ସଭା: ଏମ୍‌ପି ଭାବେ ଅମର, ସସ୍ମିତଙ୍କ ଶପଥଗ୍ରହଣ

ଭୁବନେଶ୍ୱର,୫।୭(ବ୍ୟୁରୋ): ସଦ୍ୟ ସମାପ୍ତ ହୋଇଥିବା ରାଜ୍ୟ ସଭା ନିର୍ବାଚନରେ ବିଜେଡି ଆଇଟି ସେଲ୍‌ ମୁଖ୍ୟ ଅମର ପଟ୍ଟନାୟକ ଏବଂ ମୁଖପାତ୍ର ସସ୍ମିତ ପାତ୍ର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ଅଧ୍ୟକ୍ଷ ଭେଙ୍କାୟା ନାଇଡୁଙ୍କ ଉପସ୍ଥିତିରେ ଦୁଇ ବିଜେଡି ନେତା ଗୁରୁବାର ସଦସ୍ୟ ଭାବେ ଶପଥ ନେଇଛନ୍ତି। ଉଭୟ ଅମର ଏବଂ ସସ୍ମିତ ଓଡ଼ିଆରେ ଶପଥପାଠ କରିଛନ୍ତି। ଅମର ୫ ବର୍ଷ ଏବଂ ସସ୍ମିତ ୩ ବର୍ଷ ପାଇଁ ଉଚ୍ଚ ସଦନକୁ ମନୋନୀତ ହୋଇଛନ୍ତି। ଅନ୍ୟ ଆସନରେ ଭାଜପାର ଅଶ୍ୱିନୀ ବୈଷ୍ଣବ ବିଜେଡି ସମର୍ଥନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିଲେ। କିଛିଦିନ ପୂର୍ବେ ସେ ଶପଥ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚଳିତବର୍ଷ ଦେଢ଼ଲକ୍ଷ ହେକ୍ଟର ବନୀକରଣ

ଭୁବନେଶ୍ୱର, ୬।୭(ବ୍ୟୁରୋ): ୨୦୨୧-୨୨ ଆର୍ଥିକ ବର୍ଷରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରାଜ୍ୟରେ ବ୍ୟାପକ ବନୀକରଣ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ରାଜ୍ୟ...

କାର୍ତ୍ତିକ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ

ଭୁବନେଶ୍ୱର,୧୮।୧୧ (ବ୍ୟୁରୋ): ଶତାବ୍ଦୀର ଦୀର୍ଘତମ ଆଶିଂକ ଚନ୍ଦ୍ର ଗ୍ରହଣ ଶୁକ୍ରବାର ସଂଗଠିତ ହେବ। ଭାରତୀୟ ସମୟ ସକାଳ ୧୧ଟା ୩୨ରେ ଚନ୍ଦ୍ର ଉପଛାୟାରେ ପ୍ରବେଶ କରିବା...

ଘରେ ଶୋଇଥିବା ବେଳେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ଜଟଣୀ,୧୮ା୧୦(ଡି.ଏନ.ଏ): ଜଟଣୀ ଥାନା ଅଧୀନ ତରାବୋଇ ଗ୍ରାମ ନୂଆସାହିର ବଙ୍କିନା ତାଡ଼ ଦୁଇ ପିଲାଙ୍କୁ ଧରି ଶୋଇଥିବା ବେଳେ ରବିବାର ରାତିରେ କେହି ଦୁର୍ବୃତ୍ତ ତାଙ୍କୁ...

ସୃଷ୍ଟି ହେଲା ଲଘୁଚାପ: ୨୧ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ୧୮ ତାରିଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ...

ନିଶାବଟିକା ଦେଇ ଡାକ୍ତରଙ୍କ ଶାରୀରିକ ସମ୍ପର୍କ

ସମ୍ବଲପୁର,୫ା୨(ବ୍ୟୁରୋ): ନିଶା ବଟିକା ଦେଇ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଜଣେ ଡାକ୍ତର। ସମ୍ବଲପୁର ଜିଲା ବୁର୍ଲା ଥାନାରେ ଗତ ୧ତାରିଖରେ ଏହି ଅଭିଯୋଗ...

ସମସ୍ୟା ଘେରରେ ମିଳିମିଳା ପୀଠ

ମାର୍ଶାଘାଇ, ୧୨।୧୦ (ଡି.ଏନ୍‌.ଏ.): ମେଡିକାଲ ସାଇନ୍ସ ଉନ୍ନତ ହେବା ପୂର୍ବରୁ ହଇଜା, ମିଳିମିଳା, ହାଡ଼ଫୁଟି ଆଦି ଦୁରାରୋଗର ଚିକିତ୍ସା ପାଇଁ ଲୋକମାନେ ଝଡ଼ା, ପୁଙ୍କା ଆଦି...

ମୌସୁମୀରେ ଲାଗିବ ୬ କୋଟି ଚାରା

ଭୁବନେଶ୍ୱର,୭।୭(ବ୍ୟୁରୋ): ଚଳିତ ମୌସୁମୀରେ ରାଜ୍ୟର ୧ ଲକ୍ଷ ୩୦ ହଜାର ହେକ୍ଟର ଅଞ୍ଚଳରେ ମୋଟ ୬ କୋଟି ୩୦ ଲକ୍ଷ ଚାରା ରୋପଣ କରାଯିବ। ଏହାମଧ୍ୟରୁ...

ଭିଜିଲାନ୍ସ ଜାଲରେ ରେଞ୍ଜର

ବାଲିଗୁଡ଼ା,୧୦ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଜଙ୍ଗଲ ଡିଭିଜନ ଅନ୍ତର୍ଗତ କ.ନୂଆଗାଁ ଜଙ୍ଗଲ ବିଭାଗ ରେଞ୍ଜ ଅଫିସର ବୈରାଗୀ ଚରଣ ବେହେରା ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ...

Advertisement
Archives

Model This Week