Posted inରାଜ୍ୟ

ରାଜ୍ୟ ସଭା ନିର୍ବାଚନ ପାଇଁ ହୋଇପାରେ ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ଓ ଉପ ନିର୍ବାଚନ ପାଇଁ ରବିବାର ପ୍ରାର୍ଥୀ ଘୋଷଣା କରିପାରନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରସନ୍ନ ଆଚାର୍ଯ୍ୟ, ଏନ ଭାସ୍କର ରାଓ ଏବଂ ସସ୍ମିତ ପାତ୍ରଙ୍କ ରାଜ୍ୟସଭା କାର୍ଯ୍ୟକାଳ ଶେଷ ହେବା ପରେ ତିନୋଟି ଆସନ ପାଇଁ ନିର୍ବାଚନ ହେଉଛି । ଏହି ୩ଟି ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ ଆସନ୍ତା ୩୧ ତାରିଖ ରହିଛି। ସେହିପରି ମେୟର ଭାବେ ବିଜୟୀ ହେବା ପରେ ସୁବାସ ସିଂ ରାଜ୍ୟ ସଭା ଏମ୍‌ପି ପଦରୁ ଇସ୍ତଫା ଦେଇଥିଲେ । ସୁବାସଙ୍କ ଇସ୍ତଫା ପରେ ଏହି ଆସନରେ ଉପ ନିର୍ବାଚନ ହେବାକୁ ଯାଉଛି। ଏଥିଲାଗି ଜୁନ ୨ ତାରିଖ ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ । ବିଧାୟକଙ୍କ ସଂଖ୍ୟା ଦୃଷ୍ଟିରୁ ୪ଟି ଯାକ ଆସନ ବିଜେଡି ଅକ୍ତିଆର କରିବା ନିଶ୍ଚିତ । ତେବେ କେଉଁ ଚାରି ଜଣଙ୍କୁ ନବୀନ ଦିଲ୍ଲୀ ଦରବାରକୁ ପଠାଇବେ, ସେ ଉପରୁ ପରଦା ଉଠିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପିପିଇ କିଟ୍‌ ଦୁର୍ନୀତି ମାମଲା ବନ୍ଦ କଲେ ଲୋକାୟୁକ୍ତ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ବହୁ ଚର୍ଚ୍ଚିତ ପିପିଇ କିଟ୍‌ ଓ ମାସ୍କ କିଣା ଦୁର୍ନୀତି ମାମଲାରେ ଲୋକାୟୁକ୍ତଙ୍କ ୩ଜଣିଆ ଖଣ୍ଡପୀଠ ଶୁକ୍ରବାର ଚୂଡ଼ାନ୍ତ ରାୟ ଶୁଣାଇଛନ୍ତି। ଭିଜିଲାନ୍ସ ପକ୍ଷରୁ...

ଥମୁନି ମୃତ୍ୟୁସଂଖ୍ୟା: ପୁଣି କରୋନା ନେଲା ୧୭ ଜୀବନ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୧୭ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୩୨ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...

ବ୍ରହ୍ମପୁର ଆଇଟିଆଇକୁ ସ୍ବର୍ଣ୍ଣ

ବ୍ରହ୍ମପୁର ଅଫିସ,୨୩ା୧୦: ବ୍ରହ୍ମପୁର ଆଇଟିଆଇ ଜାତୀୟସ୍ତରୀୟ ଦକ୍ଷତାଭିତ୍ତିକ ପ୍ରତିଯୋଗିତାରେ ସଫଳତା ହାସଲ କରିଛି। ଗତ ୨୦ରୁ ୨୩ ତାରିଖ ଯାଏ ବିହାର ପାଟନାଠାରେ ଏହି ପ୍ରତିଯୋଗିତା...

ମ୍ୟାଜିକ୍‌ ପେନ୍‌ ମାଧ୍ୟମରେ ଟଙ୍କା ଠକେଇ

ଭୁବନେଶ୍ୱର,୯।୩ (ବ୍ୟୁରୋ): କୌଣସି ନେଣଦେଣ ପାଇଁ ବ୍ୟାଙ୍କ ଚେକ୍‌ ବ୍ୟବହାର କରିବାବେଳେ ନିଜ ପେନ୍‌ରେ ଦସ୍ତଖତ, ଟଙ୍କାର ପରିମାଣ, ‘କ୍ୟାନସଲଡ୍‌’ ଓ ଅନ୍ୟ ତଥ୍ୟ ଲେଖନ୍ତୁ।...

ଏକାମ୍ର ପ୍ରକଳ୍ପ କାର୍ଯ୍ୟକୁ ଏଏସ୍‌ଆଇର ବିରୋଧ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ୫ଟି କାର୍ଯ୍ୟକ୍ରମ ଅଧୀନରେ ହେଉଥିବା ଏକାମ୍ର କ୍ଷେତ୍ର ବିକାଶ ପ୍ରକଳ୍ପକୁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା(ଏଏସ୍‌ଆଇ) ବିରୋଧ କରିଛି। ନିର୍ମାଣ କାର୍ଯ୍ୟକୁ ବେଆଇନ୍‌...

ଚାଷୀଙ୍କ ନିକଟତର ହୁଅ: କୃଷିମନ୍ତ୍ରୀ

ଭୁବନେଶ୍ୱର, ୧୭।୧୨ (ବ୍ୟୁରୋ):ଚାଷୀ ଏବଂ ଚାଷର ଉନ୍ନତି ଲାଗି ରାଜ୍ୟ ସରକାର ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିଛନ୍ତି। ଚାଷୀଙ୍କ ନିକଟତର ହୋଇ ସେମାନଙ୍କୁ ଉନ୍ନତ ଜ୍ଞାନ...

ଏଥର ଗୋଟିଏ ଦିନରେ ବାହୁଡ଼ା, ହରିଶୟନ ଏକାଦଶୀ : ଶୁକ୍ରବାରଠାରୁ ୪ ମାସ ଶୋଇବେ ଠାକୁର

ପୁରୀ ଅଫିସ,୧୨।୭ : ପ୍ରାୟ ପ୍ରତିବର୍ଷ ବାହୁଡ଼ା ଦଶମୀ ପରଦିନ ହରିଶୟନ ଏକାଦଶୀ ପଡ଼ିଥାଏ। ହରିଶୟନ ଏକାଦଶୀଠାରୁ ଠାକୁର ଶୟନ କରିଥାନ୍ତି। ତେବେ ଏଥର ତିଥି...

ବନ୍ଦ ହେବ କୋଭିଡ କେୟାର ସେଣ୍ଟର

ଭୁବନେଶ୍ୱର,୧୪।୯(ବ୍ୟୁରୋ)-କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ସମସ୍ତ ପଞ୍ଚାୟତ ଓ ପୌରାଞ୍ଚଳରେ କୋଭିଡ୍‌ କେୟାର ସେଣ୍ଟର(ସିସିସି), ଟେମ୍ପରାରି ମେଡିକାଲ ସେଣ୍ଟର (ଟିଏମ୍‌ସି) ଓ କୋଭିଡ୍‌ କେୟାର...

Advertisement
Archives

Model This Week