Posted inଜାତୀୟ

ରାଜ୍ୟ ସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଦେବେଗୌଡା

ବେଙ୍ଗାଲୁରୁ୯।୬; ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଜନତା ଦଳ(ସେକ୍ୟୁଲାର) ମୁଖ୍ୟ ଏଚ୍‌ଡି ଦେବେଗୌଡା ରାଜ୍ୟ ସଭା ପାଇଁ ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। କର୍ନାଟକର ରାଜ୍ୟ ସଭା ଆସନ ପାଇଁ ଜୁନ ୧୯ରେ ନିର୍ବାଚନ କରାଯିବ। ପ୍ରାର୍ଥିପତ୍ର ଦାଖଲ ସମୟରେ ଦେବେଗୌଡାଙ୍କ ପୁଅ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ, ପୂର୍ବତନ ମନ୍ତ୍ରୀ ଏଚ୍‌ଡି ରେବାନା, ରାଜ୍ୟ ଜେଡି(ଏସ୍‌) ମୁଖ୍ୟ ଏଚ୍‌କେ କୁମାରସ୍ବାମୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଦେବେଗୌଡାଙ୍କ ପ୍ରାର୍ଥିପତ୍ର ଦାଖଲକୁ ନେଇ ସୋମବାର ଦଳ ପକ୍ଷରୁ ସୂଚନା ଦିଆଯାଇଥିଲା। ଏଥିପାଇଁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ଅନ୍ୟ କେତେଜଣ ନେତା ତାଙ୍କୁ ଅନୁରୋଧ କରିଥିଲେ ବୋଲି ଦେବେଗୌଡାଙ୍କ ପୁଅ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭୁ ଶ୍ରୀକୃଷ୍ଣଙ୍କୁ ଗଭୀର ପ୍ରେମ କରୁଥିଲେ ଏହି ମୁସଲମାନ ନେତା

ଆଜି ସାରା ଦେଶରେ ଜନ୍ମାଷ୍ଟମୀ ଧୁମଧାମରେ ପାଳନ କରାଯାଉଛି। ଭଗବାନ ଶ୍ରୀକୃଷ୍ଣଙ୍କ ଭକ୍ତମାନେ ମନ୍ଦିରରେ ଭିଡ ଜମାଇଛନ୍ତି। ତେବେ ଶ୍ରୀକୃଷ୍ଣଙ୍କୁ କେବଳ ହିନ୍ଦୁମାନେ ନୁହନ୍ତି, ମୁସଲମାନମାନେ...

ଲକ୍‌ଡାଉନ ପରେ ଅନିଶ୍ଚିତତା

ନୂଆଦିଲ୍ଲୀ,୧୯।୪: କରୋନା ମହାମାରୀ ବିଶ୍ୱର ଅଧିକାଂଶ ଦେଶକୁ ବ୍ୟାପିବା ପରେ ଏହାର ସଂକ୍ରମଣ ରୋକିବା ପାଇଁ ଗୋଟିଏ ପରେ ଗୋଟିଏ ଦେଶ କଠୋର ପଦକ୍ଷେପମାନ ଗ୍ରହଣ...

ସିଆର୍‌ପିଏଫ୍‌ ପାଟ୍ରୋଲିଂ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର, ୨୪।୯: ସିଆର୍‌ପିଏଫ୍‌ ପାଟ୍ରୋଲିଂ ଦଳ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଗୁରୁବାର ସକାଳେ କାଶ୍ମୀରର ବୁଦଗାଓଁ ଜିଲାର ଚାଦୋରା ଅଞ୍ଚଳରେ ହୋଇଥିବା ଏହି ଆତଙ୍କବାଦୀ...

ଇଲେକ୍ଟୋରାଲ ବଣ୍ଡ୍‌କୁ ନେଇ ପାର୍ଲାମେଣ୍ଟ କମ୍ପିଲା

ନୂଆଦିଲ୍ଲୀ,୨୨-୧୧(ପି.ଟି.):କେତେକ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ)ର ଘରୋଇକରଣ ଏବଂ ଇଲେକ୍ଟୋରାଲ ବଣ୍ଡ୍‌କୁ ବିରୋଧ କରି ପାର୍ଲାମେଣ୍ଟର ଉଭୟ ଗୃହରେ ବିରୋଧୀ ସଦସ୍ୟମାନେ ଗୁରୁବାର ପ୍ରବଳ ହୋ-ହଲ୍ଲା କରିଥିଲେ।...

ଥମୁନି ଦାଦନ ଦୁଃଖ: ସଡ଼କ ଦୁର୍ଘଟଣାରେ ୨୪ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଔରୟା,୧୬।୫: ଦେଶରେ କରୋନା ଭାଇରସ ସଂକ୍ରମଣକୁ ନେଇ ଲକ୍‌ଡାଉନ ୩.୦ର ଅବଧି ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ ବାକି ଥିବା ବେଳେ ଏପଟେ...

ଜୟାପ୍ରଦାଙ୍କ ନାଁରେ ଜାମିନ ବିହିନ ଓ୍ବାରେଣ୍ଟ ଜାରି

ରାମପୁର,୭।୩: ଆଚାର ସଂହିତା ଉଲ୍ଲଂଘନ ମାମଲାରେ ପୂର୍ବତନ ଏମ୍‌ପି ଜୟାପ୍ରଦା ହାଜର ନ ହେବାରୁ କୋର୍ଟ ତାଙ୍କ ନାଁରେ ଜାମିନ ବିହିନ ଓ୍ବାରେଣ୍ଟ ଜାରି କରିଛନ୍ତି।...

ହିନ୍ଦୁ ପରାମ୍ପରାରେ ବିବାହ ବନ୍ଧନରେ ବାନ୍ଧି ହେଲେ ଅଷ୍ଟ୍ରେଲିଆ ଦମ୍ପତିି

ଡେରାଡୁନ,୨।୧୦: ବଦ୍ରିନାଥ ଧାମରେ ବୈଦିକ ମନ୍ତ୍ରୋଚ୍ଚାରଣ ସହ ଜଣେ ଅଷ୍ଟ୍ରେଲିଆ ଦମ୍ପତି ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଅଷ୍ଟ୍ରେଲିଆର ପର୍ଥ ନିବାସୀ ପାଉଲୋ ଓ କାୟରା...

ପଞ୍ଜାବ ସରକାରଙ୍କ ଚିନ୍ତା ବଢ଼ାଇଲେ ୯୦ହଜାର ବିଦେଶ ଫେରନ୍ତା

ଚଣ୍ଡିଗଡ଼,୨୪।୩: କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବାକୁ ସାରା ଦେଶ ବିଭିନ୍ନ ଉପାୟରେ ଉଦ୍ୟମ ଚଳାଇଛନ୍ତି। ଏଥିରୁ ବର୍ତ୍ତିବା ପାଇଁ ସମସ୍ତ ରାଜ୍ୟଗୁଡ଼ିକରେ ଲକ୍‌ଡାଉନ୍‌ ବ୍ୟବସ୍ଥା କରାଯାଇଛି।...

Coronavirus Update

Archives

Model This Week

Why Dharitri