Posted inଜାତୀୟ

ରାଜ୍ୟ ସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ପାଶଓ୍ବାନ

ପାଟନା,୨୧।୬: କେନ୍ଦ୍ର ମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି ମୁଖ୍ୟ ରାମ ଭିଳାଶ ପାଶଓ୍ବାନ ରାଜ୍ୟ ସଭା ପାଇଁ ଏନ୍‌ଡିଏ ପ୍ରାର୍ଥୀ ଭାବେ ବିହାରରୁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ପାଶଓ୍ବାନ ପ୍ରାର୍ଥିପତ୍ର ଦାଖଲ କରିବା ସମୟରେ ତାଙ୍କ ସହ ଜେଡିୟୁ ମୁଖ୍ୟ ତଥା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ ରାଜ୍ୟ ସଭାରୁ ଲୋକ ସଭା ଯିବା ପରେ ସେହି ଆସନଟି ଖାଲି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଦ୍ଧିବିନାୟକଙ୍କୁ ପୂଜାର୍ଚ୍ଚନା କଲେ ଅମିତ ଶାହ

ମୁମ୍ବାଇ,୨।୯: ମାୟାନଗରୀ ମୁମ୍ବାଇରେ ଧୂମଧାମରେ ପାଳନ କରାଯାଉଛି ଗଣେଶ ଚତୁର୍ଥୀ। ଏହି ଅବସରରେ ମୁମ୍ବାଇର ପ୍ରସିଦ୍ଧ ସିଦ୍ଧିବିନାୟକ ମନ୍ଦିରରେ ଭକ୍ତଙ୍କ ଭିଡ ଜମିଛି। ସ୍ବରାଷ୍ଟ୍ର ମନ୍ତ୍ରୀ...

୧୭ବିରୋଧୀ ଏମ୍‌ପି କରିଛନ୍ତି କ୍ରସ ଭୋଟିଂ

ନୂଆଦିଲ୍ଲୀ,୨୧।୭: ରାଷ୍ଟ୍ରପତି ନିର୍ବାଚନର ଭୋଟଗଣନା ଜାରି ରହିଛି। ଭୋଟଗଣନାର ଦୁଇ ରାଉଣ୍ଡ ଶେଷ ହୋଇଛି। ଏପର୍ଯ୍ୟନ୍ତ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ବିରୋଧୀ ପ୍ରାର୍ଥୀ ଯଶୱନ୍ତ...

ଝିଅ ହେଲା ବୋଲି ମାଗଣାରେ ଗୁପଚୁପ ବାଣ୍ଟିଲେ ପିତା

ଭୋପାଳ,୧୪ ।୯: ବର୍ତ୍ତମାନ ସମୟରେ ସରକାର କହୁଛନ୍ତି କନ୍ୟା ଭ୍ରୁଣ ହତ୍ୟା କରନ୍ତୁ ନାହିଁ । ଏମାନେ ଦେଶର ଭବିଷ୍ୟତ । ଏହାପରେ ବି ଅନେକ...

ଅଶୋକ ଧାମ ମନ୍ଦିରରେ ଦଳାଚକଟା

ପାଟନା,୧୨।୮: ଶ୍ରାବଣ ମାସର ଶେଷ ସୋମବାରରେ ବିହାର ଲକ୍ଷୀସରାୟ ଜିଲାରେ ଥିବା ଇନ୍ଦ୍ରଦମନେଶ୍ୱର ମହାଦେବ ଅଶୋକ ଧାମ ମନ୍ଦିରରେ ଏକ ଦୁର୍ଘଟଣା ଘଟିଛି। ସୋମବାର ମନ୍ଦିରରେ...

କରୋନାର ତୃତୀୟ ଲହରକୁ ଲୋକେ ମୌସୁମୀ ଅପଡେଟ୍ ଭଳି ନେଉଛନ୍ତି: ଲଭ ଅଗ୍ରୱାଲ

ନୂଆଦିଲ୍ଲୀ,୧୩ ।୭: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରୱାଲ ମଙ୍ଗଳବାର କହିଛନ୍ତି ଲୋକେ କରୋନାର ତୃତୀୟ ଲହରୀକୁ ମୌସୁମୀର ଅପଡେଟ୍ ଭଳି ଗ୍ରହଣ...

ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ପାଇଁ ମମତାଙ୍କ ନାଁରେ ସୁପ୍ରିମକୋର୍ଟରେ ଆବେଦନ

କୋଲକାତା,୬।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ପାଇଁ ସୋମବାର ସୁପ୍ରିମକୋର୍ଟରେ ଏକ ଆବେଦନ କରାଯାଇଛି। ମମତାଙ୍କୁ ପଦରୁ ହଟାଇବା ପାଇଁ ରାଜ୍ୟପାଳ...

ସ୍ବାଭାବିକ ହେବ ଅର୍ଥନୀତି: ଆତ୍ମନିର୍ଭର ଭାରତ ୩.୦ ପ୍ୟାକେଜ୍‌ ଘୋଷଣା

ନୂଆଦିଲ୍ଲୀ,୧୨।୧୧: କରୋନା ମହାମାରୀରେ ଦେଶର ଅର୍ଥ ବ୍ୟବସ୍ଥା ସଙ୍କଟ ଦେଇ ଗତି କରୁଛି। ଏପରିସ୍ଥଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସହାୟତା ପ୍ୟାକେଜ୍‌ ଘୋଷଣା...

ଲକ୍‌ଡାଉନ୍‌ କଟକଣାକୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଫୁ: ଆଡ଼ମ୍ବରରେ କଲେ ପୁଅର ବିବାହ

ବେଙ୍ଗାଲୁରୁ,୧୭।୪: ସାରା ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଛି। କରୋନା ସହ ମୁକାବିଲା ପାଇଁ ସାରାଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିସହ ସାମାଜିକ ଦୂରତ୍ୱ...

Advertisement
Archives

Model This Week