Posted inଜାତୀୟ

ରାଜ୍ୟ ସଭା ପାଇଁ ପ୍ରାର୍ଥୀପତ୍ର ଦାଖଲେ କରେ ଜ୍ୟୋତିରାଦିତ୍ୟ

ଭୋପାଳ,୧୩।୩: କଂଗ୍ରେସ ଛାଡି ନିକଟରେ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆ ଶୁକ୍ରବାର ରାଜ୍ୟ ସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ସମୟରେ ତାଙ୍କ ନିକଟରେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ମଧ୍ୟ ଉପସ୍ଥିତ ଥିଲେ। ବିଭିନ୍ନ ରାଜ୍ୟର ୫୫ ରାଜ୍ୟ ସଭା ଆସନ ଲାଗି ମାର୍ଚ୍ଚ ୨୬ ବୁଧବାର ନିର୍ବାଚନ ହେବାକୁ ସ୍ଥିର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ଫୁଲ୍‌କୁ ନେଇ ଗୁଜବ କଲେ ହେବ କଠୋର କର୍ଯ୍ୟାନୁଷ୍ଠାନ

ମୁମ୍ବାଇ,୩୧।୩: ରାତି ପାହିଲେ ଏପ୍ରିଲ ପହିଲା ବା ଏପ୍ରିଲ୍‌ ଫୁଲ୍‌। ଏହାକୁ ନେଇ କିଏ କେତେ ଥଟ୍ଟାମଜା କରିଥାଆନ୍ତି। ହେଲେ ଏବେ ଦେଶରେ ଲକ୍‌ଡାଉନ୍‌ ସାଙ୍ଗକୁ...

ସୁଶାନ୍ତ ଆତ୍ମହତ୍ୟା ମାମଲା: ରିୟାଙ୍କୁ ଇଡିର ସମନ

ମୁମ୍ବାଇ,୫।୮: ବଲିଉଡ୍‌ର ପ୍ରତିଭାଶାଳୀ ଅଭିନେତା ସୁଶାନ୍ତ ସିଂହ ରାଜପୁତ ଆତ୍ମହତ୍ୟା ମାମଲାରେ ଅଭିନେତ୍ରୀ ତଥା ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଦିନକୁ ଦିନ ବିବାଦ ଘେରରେ...

ରାଜୀବ ଗାନ୍ଧୀ ସୁପର ସ୍ପେସିଆଲିଟି ହସ୍ପିଟାଲରେ ହେବ କୋଭିଡ ଭାକ୍ସିନ ଷ୍ଟୋରେଜ୍‌

ନୂଆଦିଲ୍ଲୀ,୨୭।୧୧: ଦେଶର ରାଜଧାନୀ ଦିଲ୍ଲୀର ରାଜୀବ ଗାନ୍ଧୀ ସୁପର ସ୍ପେସିଆଲିଟି ହସ୍ପିଟାଲରେ ପ୍ରଥମ କୋଭିଡ-୧୯ ଭାକ୍ସିନର ଷ୍ଟୋରେଜ ସୁବିଧା ପ୍ରସ୍ତୁତ ହେବ। ଏନେଇ ହସ୍ପିଟାଲର ଜଣେ...

ବାଚସ୍ପତିଙ୍କ ଆଗରେ ହାଜର ହେବେ ଆଜମ୍‌

ନୂଆଦିଲ୍ଲୀ,୨୭ା୭(ପି.ଟି.): ଭାଜପା ସଦସ୍ୟ ରମା ଦେବୀଙ୍କ ପ୍ରତି ସମାଜବାଦୀ ପାର୍ଟି ଏମ୍‌ପି ଆଜମ୍‌ ଖାନ୍‌ଙ୍କ ଅଶାଳୀନ ମନ୍ତବ୍ୟକୁ ଶୁକ୍ରବାର ଲୋକ ସଭାରେ ଦଳମତ ନିର୍ବିଶେଷରେ ସବୁ...

କର୍ନାଟକରେ ସରକାର ବଞ୍ଚାଇବାକୁ କସରତ: କ୍ୟାବିନେଟ୍‌ରୁ ସବୁ ମନ୍ତ୍ରୀଙ୍କ ଇସ୍ତଫା

ବେଙ୍ଗାଲୁରୁ,୯ା୭(ପି.ଟି.): କର୍ନାଟକ ବିଧାନସଭାରୁ କଂଗ୍ରେସ ଓ ଜେଡିଏସ୍‌ର ୧୪ ବିଧାୟକ ଇସ୍ତଫା ଦେବା ପରେ ଏଚ୍‌.ଡି. କୁମାରସ୍ବାମୀ ସରକାରରେ ଦେଖାଦେଇଥିବା ସଙ୍କଟ ଟାଳିବା ପାଇଁ ଦୁଇ...

ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା: ଜମ୍ମୁର ୫ ଜିଲାରେ ବନ୍ଦ ହେଲା ସିନେମା ହଲ୍‌

ଜମ୍ମୁ,୧୧।୩: କରୋନା ଭାଇରସ ଭାରତରେ ତା’ର ସ୍ଥିତି ଜାହିର କରିଥିବା ବେଳେ ଏବେ ଏହା ବଢିବାରେ ଲାଗିଛି। ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ପାଖାପାଖି ୬୦ ଛୁଇଁଥିବା...

ଟ୍ରାକ୍ଟର ଚଳାଇ କରୋନା ଆକ୍ରାନ୍ତ ଶବକୁ ଅନ୍ତିମ ସଂସ୍କାର ପାଇଁ ନେଲେ ଡାକ୍ତର

ହାଇଦ୍ରାବାଦ, ୧୩।୭- ମହାମାରୀ କରୋନା ଭାଇରସ୍‌ସ୍ଥିତି ଭାରତରେ ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ସରକାରଙ୍କ ପାଇଁ ଚିନ୍ତାର...

ଟିକ୍‌ ଟକ୍‌ ବ୍ୟାନ୍‌ ନେଇ ଏମିତି କହିଲେ ଟିଏମ୍‌ସି ମହିଳା ଏମ୍‌ପି

କୋଲକାତା, ୧।୭- ଭାରତ ଓ ଚାଇନା ମଧ୍ୟରେ ସୀମା ବିବାଦ ଯୋଗୁ ତିକ୍ତତା ଚରମସୀମାରେ ପହଞ୍ଚତ୍ବାବେଳେ ନିକଟରେ ଦେଶର ତଥ୍ୟ ସୁରକ୍ଷାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...


Coronavirus Update

Archives

Model This Week

Why Dharitri