Posted inଜାତୀୟ

ରାଜ୍ୟ ସଭା ସଦସ୍ୟ ଭାବେ ଶପଥ ନେଲେ ପୂର୍ବତନ ସିଜେଆଇ

ନୂଆଦିଲ୍ଲୀ,୧୯।୩: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ରଞ୍ଜନ ଗୋଗୋଇ ଗୁରୁବାର ରାଜ୍ୟସଭା ଏମ୍‌ପି ଭାବେ ଶପଥ ଗ୍ରହଣ କରିଛନ୍ତି। ଏହାପରେ ଗୋଗୋଇ ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌ ଭେଙ୍କିଆ ନାଇଡୁଙ୍କୁ ସାକ୍ଷାତ୍‌ କରିଛନ୍ତି। ସୂଚନାଯୋଗ୍ୟ, ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ଗୋଗୋଇଙ୍କୁ ରାଜ୍ୟ ସଭା ଲାଗି ମନୋନୀତ କରିଥିଲେ। ଏହାକୁ ବିରୋଧୀ କିନ୍ତୁ ଗ୍ରହଣ କରି ନ ଥିଲେ। ତେବେ ଶପଥ ଗ୍ରହଣ ପରେ ସେ କାହିଁକି ରାଜ୍ୟ ସଭା ଆସିଲେ ବୋଲି ପ୍ରଶ୍ନର ଉତ୍ତର ରଖିବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ହୁନର ହାଟ’ରେ ବିହାରର ସ୍ବାଦିଷ୍ଟ ବ୍ୟଞ୍ଜନ ‘ଲିଟି-ଚୋଖା’ର ମଜା ନେଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ସମୟରେ ନିଆରା କାର୍ଯ୍ୟ କରି ସମସ୍ତଙ୍କୁ ଚକିତ କରିଦେଇଥାନ୍ତି। ଯାହାକୁ ନେଇ ପରବର୍ତ୍ତୀ ସମୟରେ ଚର୍ଚ୍ଚାର ବିଷୟ ପାଲଟିଥାଏ।...

ସଚିନ ତେନ୍ଦୁଲକର, ସୁନୀଲ ଗାଭାସ୍କରଙ୍କ ସୁରକ୍ଷା ହଟାଇଲା ମହାରାଷ୍ଟ୍ର ସରକାର

ମୁମ୍ବାଇ,୨୫।୧୨: ପୂର୍ବତନ କ୍ରିକେଟର ସଚିନ ତେନ୍ଦୁଲକର ଏବଂ ସୁନୀଲ ଗାଭାସ୍କରଙ୍କ ଏକ୍ସ କାଟାଗୋରୀ ସୁରକ୍ଷା ହଟାଇ ଦେଇଛନ୍ତି ମହାରାଷ୍ଟ୍ର ସରକାର। ଏହାସହ ୪୫ ଜଣ ନାମୀଦାମୀ...

ଇଦ୍‌ ଶୁଭେଚ୍ଛା ଜଣାଇ ଟ୍ରୋଲ୍‌ ହେଲେ ମମତା

କୋଲକାତା, ୫।୬: ‘ଜୟ ଶ୍ରୀରାମ’ ନାରାକୁ ନେଇ ପଶ୍ଚିମବଙ୍ଗ ରାଜନୀତି ବେଶ ଉଷ୍ମ ହେବାରେ ଲାଗିଛି। ଗୋଟିଏ ପଟେ ‘ଜୟ ଶ୍ରୀରାମ’ ନାରା ଶୁଣିବା ମାତ୍ରେ...

ଗାଳିରୁ ବର୍ତ୍ତିବା ପାଇଁ ଘର ଲୋକଙ୍କୁ ଗଣବଳାତ୍କାର ବାହାନା ଦେଖାଇଲେ ନାବାଳିକା, ଆଉ ତାପରେ…

ହାଇଦ୍ରାବାଦ,୨୬।୧: ଦେଶରେ ପ୍ରତିଦିନ ବଳାତ୍କାର ଘଟଣା ସାମ୍ନାକୁ ଆସୁଛି। ପୋଲିସ ବି ଏହାକୁ ନେଇ ସତର୍କ ହୋଇପଡିଛି। ହାଇଦ୍ରାବାଦରେ ଗଣବଳାତ୍କାର ମନରୁ ନ ଲିଭୁଣୁ ଏବେ...

ମାୟାବତୀ,ମମତା, ଚନ୍ଦ୍ରାବାବୁ ପ୍ରଧାନମନ୍ତ୍ରୀ ପଦ ପାଇଁ ପ୍ରମୁଖ ଦାବିଦାର: ଶରଦ ପାଓ୍ବାର

ମୁମ୍ବାଇ,୨୮।୪: ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର କହିଛନ୍ତି ଯଦି ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍‌ଡିଏ ସରକାର ଏଥର ବହୁମତ ସାବ୍ୟସ୍ତ କରିବାରେ ଅସଫଳ ହେବେ ତେବେ...

କୋଭିଡ୍‌ କୋରଡ଼ା

ନୂଆଦିଲ୍ଲୀ,୩୦ା୪: ଭାରତରେ କରୋନା ସ୍ଥିତି କ୍ରମଶଃ ଜଟିଳ ହେବାରେ ଲାଗିଛି। ବୁଧବାର ସଂକ୍ରମିତଙ୍କ ସଂଖ୍ୟା ୩୨,୮୯୧କୁ ବୃଦ୍ଧି ପାଇଥିବା ବେଳେ ୧,୦୭୭ ଜଣଙ୍କ ଜୀବନ ଗଲାଣି।...

ପୋଲିସକର୍ମୀଙ୍କୁ ଆକ୍ରମଣ କଲେ ଆକ୍ରମଣକାରୀଙ୍କ ଉପରେ ଲାଗିବ ଏନ୍‌ଏସ୍‌ଏ: ଯୋଗୀ

ଲକ୍ଷ୍ନୌ,୩।୪: କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହି ସମୟରେ କେତେକ ସ୍ଥାନରେ ପୋଲିସକର୍ମୀ ଓ ସ୍ବାସ୍ଥ୍ୟକର୍ମୀଙ୍କ ଉପରେ ଆକ୍ରମଣ...

ବଢୁଛି କରୋନା ସଂକ୍ରମଣ : ନିୟମ କଡ଼ାକଡ଼ି କରିବାକୁ ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୦ା୧୦: ଆସାମ ଏବଂ ପଶ୍ଚିମବଙ୍ଗରେ କରୋନା ସଂକ୍ରମଣ  ବଢୁଛି। ସାପ୍ତାହିକ ସଂକ୍ରମଣ ହାର ବୃଦ୍ଧି ହେବାର ଲକ୍ଷଣକୁ ସୂଚାଇ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ କୋଭିଡ୍‌...

Advertisement


Archives

Model This Week