ରାଜ୍ୟ ସରକାରଙ୍କ ନିଷ୍ପତ୍ତି: କରୋନା ଯୋଗୁ ମୁଖ୍ୟମନ୍ତ୍ରୀ-ମନ୍ତ୍ରୀ-ବିଧାୟକଙ୍କ ୭୦%, ଅଫିସରଙ୍କ ୫୦% ଦରମା ସ୍ଥଗିତ

ଭୁବନେଶ୍ୱର,୩୧।୩(ବ୍ୟୁରୋ): କରୋନା ଏବଂ ଲକ୍‌ଡାଉନ୍‌ ପାଇଁ ବଡ଼ ବଡ଼ିଆମାନଙ୍କ ଦରମା କଟିବ। ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ବିଧାୟକଙ୍କ ୭୦% ଦରମା ସ୍ଥଗିତ ରହିବ। ଗ୍ରସ୍‌ ସାଲାରୀର ୭୦% ଡେଫରମେଣ୍ଟ ପାଇଁ ମଙ୍ଗଳବାର ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିଯୋଗୁ ସେମାନେ ଦରମାର ୩୦% ପାଇବେ। ସେହିଭଳି ସର୍ବଭାରତୀୟ ସେବା ଅଧିକାରୀ ତଥା ଆଇଏଏସ୍‌, ଆଇପିଏସ୍‌, ଆଇଏଫ୍‌ଏସ୍‌ଙ୍କ ଦରମା ୫୦% ସ୍ଥଗିତ ରହିବ। ଅଫିସରମାନଙ୍କ ଗ୍ରସ୍‌ ସାଲାରୀର ୫୦% ଡେଫରମେଣ୍ଟ ରହିବା ନେଇ ଘୋଷଣା ହୋଇଛି। ଲକ୍‌ଡାଉନ୍‌ ପାଇଁ ଆର୍ଥିକ ସ୍ଥିତି ଭଲ ନ ଥିବାରୁ ଏହି ଦରମା କଟାଯାଉଛି। ଏହାକୁ ତତ୍କାଳ ଲାଗୁ କରିବା ଲାଗି କୁହାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ପୃଥିବୀ ଉପରେ ଆସିଛି କରୋନା ସଙ୍କଟ: ଜାତିସଂଘ

ଜେନେଭା,୧।୪: ଦ୍ୱିତୀୟ ବିଶ୍ୱଯୁଦ୍ଧ ଏବେ ପୃଥିବୀ ଉପରେ କରୋନା ସଙ୍କଟ ଦେଖାଦେଇଛି। ବିଭିନ୍ନ ରାଷ୍ଟ୍ର ପାରସ୍ପରିକ ଭେଦଭାବ ଭୁଲି ଏକ ଜୁଟ ହୋଇ ଏହାର ମୁକାବିଲା...

ପ୍ରଶ୍ନ ଘେରରେ ପିଏମ୍‌ କେୟାର୍ସ

ନୂଆଦିଲ୍ଲୀ,୧୧ା୫: କରୋନା ସଂକ୍ରମଣ ରୋକିବା ପାଇଁ ଦେଶରେ ଜାରି ହୋଇଥିତ୍ବା ଲକ୍‌ଡାଉନ୍‌ ଯୋଗୁ ବ୍ୟବସାୟିକ କାରବାର ପ୍ରାୟ ହେଉନାହିଁ କହିଲେ ଚଳେ। ଏଭଳି ସମୟରେ ଆର୍ଥିକ...

ମହାବିଷୁବ ସଂକ୍ରାନ୍ତି: ଭକ୍ତଙ୍କୁ ମନ୍ଦିର ମନା, ୬ ଟିମ୍‌ ରଖିଛି କଡ଼ା ନଜର

ଦାରିଙ୍ଗବାଡ଼ି,୧୩ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇର୍ଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯିବା ପାଇଁ ସ୍ଥାନୀୟ...

ଉଚ୍ଛେଦ ଜାଗା ଚିହ୍ନଟ ନ କରି ହଟହଟା

ସଜନାଗଡ଼, ୧୭।୧୨(ଡି.ଏନ.ଏ.)-ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ନୀଳଗିରି ତହସିଲଦାର ସୁଶ୍ରୀତା ଟୁଡୁ ସୋମବାର ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ଥିବା ୭ ଡିସିମିଲ ଗୋଚର ଜାଗା ଉପରେ ହୋଇଥିବା ଦୋକାନ...

ସିଧାସଳଖ ନିର୍ବାଚିତ ହେବେ ମେୟର, ପୌରାଧ୍ୟକ୍ଷ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶା ପୌରପାଳିକା ନିୟମାବଳୀ ୧୯୯୪ର ସଂଶୋଧନ କରିଛନ୍ତି। ଏଣିକି ବିଜ୍ଞପିତ ଅଞ୍ଚଳ ପରିଷଦ, ମ୍ୟୁନିସିପାଲିଟି ଅଧ୍ୟକ୍ଷ ଏବଂ ମହାନଗର ନିଗମ...

ଫୁଲଚାଷରେ ଇଞ୍ଜିନିୟରିଂ ଛାତ୍ରୀ ସୁନୀତା

ଖୋର୍ଦ୍ଧା ଅଫିସ,୩୧ା୩: ଦୃଢ଼ ଇଚ୍ଛାଶକ୍ତି ଏବଂ ନିରନ୍ତର ସାଧନା ସଫଳତା ଆଣିଥାଏ। ନିଜ ପ୍ରଚେଷ୍ଟାରେ ଆତ୍ମନିର୍ଭର ହେବା ସହ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ପାଲଟିଛନ୍ତି...

୨ଲକ୍ଷ ଟଙ୍କାର ଜାଲ୍‌ ଇ-ରେଳ ଟିକେଟ ଜବତ: ଖଡ଼ଗପୁରରୁ ଗିରଫ ହେଲେ ଦଲାଲ

ଭୁବନେଶ୍ୱର,୨୩ା୨(ବ୍ୟୁରେ): ରାଜଧାନୀରେ ଇ-ରେଳ ଟିକେଟ ଜାଲିଆତି ର଼୍ୟାକେଟ। ଇତିମଧ୍ୟରେ ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ବିଭିନ୍ନ ସମୟରେ ଚଢ଼ାଉ କରି ବହୁ ଦଲାଲଙ୍କୁ ଗିରଫ କରିବା...

ତ୍ରିସ୍ତରୀୟ ପଞ୍ଚାୟତ ବ୍ୟବସ୍ଥାର ଶେଷ ପରୋକ୍ଷ ନିର୍ବାଚନ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଆଜି ତ୍ରିସ୍ତରୀୟ ପଞ୍ଚାୟତ ବ୍ୟବସ୍ଥାର ଶେଷ ପରୋକ୍ଷ ନିର୍ବାଚନ। ଅପରାହ୍ନ ଗୋଟାଏରୁ ୪ଟା ଭିତରେ ଭୋଟିଂ ହେବ। ନିର୍ବାଚିତ ହୋଇଥିବା ଜିଲାପରିଷଦ ସଦସ୍ୟ ମାନେ...

Advertisement
Archives

Model This Week