ରାଜ୍ୟ ସରକାର ଦେଲେ ଅନୁମତି: ରବିବାରଠାରୁ ଅନ୍‌ଲାଇନ୍‌ରେ ମିଳିବ ମଦ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରବିବାରଠାରୁ ଅନ୍‌ଲାଇନ୍‌ରେ ମିଳିବ ମଦ। ଏଥିନେଇ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ଅନ୍‌ ଓ ଅଫ୍‌ ଲାଇସେନ୍ସ ପ୍ରାପ୍ତ ଦୋକାନୀ ହୋମ୍‌ ଡେଲିଭରି କରିପାରିବେ। କଣ୍ଟେନ୍‌ମେଣ୍ଟ ଜୋନ୍‌ ବ୍ୟତିତ ଅନ୍ୟ ସବୁଠାରେ ହୋମ୍‌ ଡେଲିଭରି କରାଯିବ। ହେଲେ ବିଦେଶୀ ମଦ ଓ ବିୟର ଉପରେ କୋଭିଡ ଫି’ ଲଗାଇଛନ୍ତି ସରକାର। ଯାହା ଏମ୍‌ଆର୍‌ପି ଅଛି, ତା ଉପରେ ୫୦% କୋଭିଡ ଫି’ ଲାଗିବ। ଏହି ଫି’ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଖର୍ଚ୍ଚରେ ଲାଗିବ। ଅନ୍‌ ଓ ଅଫ୍‌ ଲାଇସେନ୍ସ ପ୍ରାପ୍ତ ଦୋକାନ ଅର୍ଡର ପାଇଁ ଡିସ୍‌ପ୍ଲେ ରଖିବେ। ଡିସ୍‌ପ୍ଲେରେ ଫୋନ୍‌ ନଂ, ହ୍ବାଟ୍ସଆପ୍‌ ନଂ,ଇମେଲ୍‌ ଆଇଡି ରହିବ। ଦୋକାନ ବାହାରେ ଡିଜିଟାଲ ପେମେଣ୍ଟ ବ୍ୟବସ୍ଥା ରହିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ନାବାଳିକାଙ୍କୁ ବଳାତ୍କାର ଘଟଣା: କ୍ରାଇମ୍‌ବ୍ରାଞ୍ଚ ନେଲା ତଦନ୍ତ ଭାର

କଟକ/ପୁରୀ ଅଫିସ/ସୁନ୍ଦରଗଡ଼(ଡି.ଏନ୍‌.ଏ.),୧ା୭: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଭିତରେ ଜଣେ ନାବାଳିକାଙ୍କୁ ବାରମ୍ବାର ବଳାତ୍କାର ଓ ଗର୍ଭପାତ ଘଟଣାର ତଦନ୍ତ ଭାର କ୍ରାଇମ୍‌ବ୍ରାଞ୍ଚକୁ ପ୍ରଦାନ କରାଯାଇଛି।...

ସରକାରଙ୍କ ନିଷ୍ପତ୍ତି: ଗ୍ରୀନ୍‌ ଜୋନ୍‌ରେ ଗଡ଼ିବ ଓଏସ୍‌ଆର୍‌ଟିସି ବସ୍‌, ଦୁଇଗୁଣା ଭଡ଼ା ଦେବେ ଯାତ୍ରୀ

ଭୁବନେଶ୍ୱର,୧୩।୫(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ରାଜ୍ୟରେ ଯାନବାହନ ଚଳାଚଳ ବନ୍ଦ ରହିଛି। ହେଲେ କଟକଣା କୋହଳ ହେବା ପରେ ରାଜ୍ୟ ସରକାର ପୁଣି ଥରେ ଯାତ୍ରୀ ପରିବହନ...

ଜାତୀୟ ସ୍ବାର୍ଥକୁ ଦେଖି ନିଷ୍ପତ୍ତି ହେଉ

ପୁରୀ ଅଫିସ,୨୫ା୪: କରୋନା ଟାଣିଛି ଲକ୍ଷ୍ମଣରେଖା। ସିଂହଦ୍ୱାର ଡେଇଁ ପାରୁନାହାନ୍ତି ଭକ୍ତ। ମାସେରୁ ଊର୍ଦ୍ଧ୍ୱ ହେଲାଣି ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି। ଏବେ ମହାପ୍ରଭୁଙ୍କ...

ପୋଲିସ ଗୁଳିରେ ୩ ମାଓବାଦୀ ନିହତ

ମାଲକାନଗିରି,୧୨।୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ତୁଳସୀ ପାହାଡ଼ରେ ପୋଲିସ ଓ ମାଓବାଦୀ ମଧ୍ୟରେ ମଙ୍ଗଳବାର ଗୁଳି ବିନିମୟ ହୋଇଛି। ଏଥିରେ ୩ ଜଣ...

ଖର୍ଚ୍ଚ ହେଉଛି, ମିଳୁନି ପାଣି

ଯାଜପୁର ଅଫିସ,୪ା୨: ରାଜ୍ୟର ଖଣି ପ୍ରଭାବିତ ୬ ଜିଲାରେ ଓଏମ୍‌ବିଏଡିସିି (ଓଡ଼ିଶା ମିନେରାଲ ବିଅରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ) ପାଣ୍ଠିରେ ୨୦ଟି ମେଗା ପାଇପ୍‌ ଜଳଯୋଗାଣ...

ଖୋର୍ଦ୍ଧା ନୂଆ ଆକ୍ରାନ୍ତଙ୍କ ତଥ୍ୟ: ଅଛନ୍ତି ଟାଙ୍ଗିର ୨, ବାଣପୁରର ଜଣେ; ଚିହ୍ନଟ ପରେ କ୍ୱାରାଣ୍ଟାଇନ୍‌ ସେଣ୍ଟର ବିଶୋଧନ

ଖୋର୍ଦ୍ଧା ଅଫିସ,୧୪।୫: ରାଜ୍ୟରେ ଗୁରୁବାର ୭୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଉପଖଣ୍ଡ ଅନ୍ତର୍ଗତ ଟାଙ୍ଗି ବ୍ଲକର ୨ଏବଂ ବାଣପୁର...

ବି.କେ. ଆର୍ଟ କଲେଜରେ ମିଳିତ ମୁଦ୍ରଣ କଳା ପ୍ରଦର୍ଶନୀ: ଛାତ୍ରାବାସ ମରାମତି ପାଇଁ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

ଭୁବନେଶ୍ୱର, ୨୬।୯ (ବ୍ୟୁରୋ): ଓଡ଼ିଶାର ପାରମ୍ପରିକ ଚିତ୍ରକଳା, କାରୁକଳା ଓ ଭାସ୍କର୍ଯ୍ୟକୁ ବିଶ୍ୱବିଦିତ କରିବା ପାଇଁ ରାଜ୍ୟର ଚାରୁ ଓ କାରୁକଳା ଛାତ୍ରୀଛାତ୍ରମାନେ ପ୍ରୟାସ କରିବା...

ଆଜିଠୁ ଖୋଲିବ ଉଚ୍ଚ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର, ୧୧।୧(ବ୍ୟୁରୋ) : ରାଜ୍ୟରେ ସୋମବାରଠାରୁ ସମସ୍ତ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟ ଖୋଲିବ। ୨୦୨୦-୨୧ ଶିକ୍ଷାବର୍ଷର ୟୁଜି ଓ ପିଜିର ଶେଷବର୍ଷ...

Advertisement
Archives

Model This Week