ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ସୂଚନା: ପୁଣି ସୁସ୍ଥ ହେଲେ ୨ କରୋନା ଆକ୍ରାନ୍ତ, ସମସ୍ତେ ଭୁବନେଶ୍ୱରର

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ବୁଧବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ତେବେ ସୁସ୍ଥ ହୋଇଥିବା ବ୍ୟକ୍ତିମାନେ ଭୁବନେଶ୍ୱର ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱବ୍ୟାଙ୍କ ଅନୁଦାନ ଅର୍ଥ ମିଳିବାରେ ବିଳମ୍ବ

ତିହିଡ଼ି, ୧୯।୭ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ପାଳିଆବିନ୍ଧାସ୍ଥିତ ବିରଞ୍ଚିନାରାୟଣ ମାଧବ ଅର୍ଜୁନ(ବିଏନ୍‌ଏମ୍‌ଏ) କଲେଜର ଭିତ୍ତିଭୂମି ବିକାଶ ପାଇଁ ବିଶ୍ୱବ୍ୟାଙ୍କ ପକ୍ଷରୁ...

ଜୁନ୍‌ରେ ଓଡ଼ିଶା ଆସିପାରନ୍ତି ପଙ୍ଗପାଳ: ମୁକାବିଲା ପାଇଁ ବୈଠକ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ଓଡ଼ିଶାକୁ ପଙ୍ଗପାଳ ଆସିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯିବା ପରେ ବୈଠକ ଅନୁଷ୍ଠିତ ହୋଇଛି। ବୈଠକ ପରେ ଓୟୁଏଟି ଡିନ୍‌ ଲଳୀତ...

୨୯ରେ ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବ : ପ୍ରଦର୍ଶନୀ ପଡ଼ିଆର ସୁରକ୍ଷା ଅନୁଧ୍ୟାନ କଲେ ଡିଜିପି

ଭୁବନେଶ୍ୱର, ୨୭।୫(ବ୍ୟୁରୋ:  ସାଧାରଣ ନିର୍ବାଚନରେ ବିପୁଳ ଜନ ସମର୍ଥନ ପାଇଥିବା ବିଜେଡି ପୁଣି ସରକାର ଗଠନ କରିବାକୁ ଯାଉଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚମଥର...

ପାଲସୁଙ୍କୁ ପରିଶ୍ରମ ଦେଇଛି ସଫଳତା

ଗୋବିନ୍ଦପାଲି, ୧୩ା୩(ଡି.ଏନ.ଏ.): ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ବଟାଣିଗୁଡାର ପାଲସୁ ପାଙ୍ଗିଙ୍କୁ ପରିଶ୍ରମ ଦେଇଛି ସଫଳତା। ଜଣେ ସଫଳ କଦଳୀ ଚାଷୀ ରୂପେ ସେ ନିଜର...

ଶ୍ରୀମନ୍ଦିର ସୁରକ୍ଷା ଜୋନ; ଜମି ବିକିଲା ୧ ପରିବାର

ପୁରୀ ଅଫିସ,୭ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ଚାଲିଛି। ସ୍ବେଚ୍ଛାକୃତ ଭାବେ କେତେକ ପରିବାର ସେମାନଙ୍କ ଜମି ହସ୍ତାନ୍ତର କରୁଥିବାବେଳେ ମଙ୍ଗଳବାର ପୁଣି ଏକ...

ନମ୍ବର ପ୍ଲେଟ୍‌ ଦଣ୍ଡ: ୨,୬୭୪ ଯାନ ବିରୋଧରେ ଚାଲାଣ

ଭୁବନେଶ୍ବର, ୧୬ା୨(ବ୍ୟୁରୋ): କଠୋର ହେଲେ ରାଜ୍ୟ ସରକାର। ହାଇ ସିକ୍ୟୁରିଟି ରେଜିଷ୍ଟ୍ରେଶନ ନମ୍ବର ପ୍ଲେଟ୍‌(ଏଚ୍‌ଏସ୍‌ଆର୍‌ପି) ଉଲ୍ଲଂଘନ ଅଭିଯୋଗରେ ଓଡ଼ିଶା ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ୨,୬୭୪ ଯାନ...

ରାଜ୍ୟରେ ୭୦୦ ଫାୟାର ପଏଣ୍ଟ

ଭୁବନେଶ୍ୱର, ୧୩ା୩(ବ୍ୟୁରୋ): ଓଡ଼ିଶାର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁ ଏବେ ଜାତୀୟ ପ୍ରସଙ୍ଗ ପାଲଟିଛି। ଏହା ଉପରେ ତାଜା ତଥ୍ୟ ଦେଉଥିବା ଫରେଷ୍ଟ ସର୍ଭେ ଅଫ୍‌...

ଲୋକଙ୍କ ସହଯୋଗରେ ବିକାଶ ପଥରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ଲୋକମାନଙ୍କ ଆସ୍ଥା ଓ ସମର୍ଥନରେ ଓଡ଼ିଶା ବିକାଶ ପଥରେ ଅଗ୍ରସର ହେଉଛି। ବିକାଶମୂଳକ ଏଜେଣ୍ଡା, ଅଭିବୃଦ୍ଧି ଓ ସଶକ୍ତ ବିକଶିତ ନୀତି ପାଇଁ ଆମ...

Advertisement
Archives

Model This Week