Posted inଜାତୀୟ

ରାଜ ବାବ୍ବରଙ୍କୁ ଦୌଡାଇ ଦୌଡାଇ ମାରିବାକୁ ଧମକ

ନୂଆଦିଲ୍ଲୀ,୧୬।୪; ଫତେପୁର ସିକ୍ରିରୁ ନିର୍ବାଚନ ଲଢୁଥିବା ବିଏସ୍‌ପି ନେତା ଗୁଡ୍ଡୁ ପଣ୍ଡିତଙ୍କର ଏକ ଭିଡ଼ିଓ ଏବେ ସାମ୍ନାକୁ ଆସିଛି। ଯେଉଁଥିରେ ସେ କଂଗ୍ରେସ ନେତା ରାଜ ବାବ୍ବରଙ୍କୁ ଦୌଡାଇ ଦୌଡାଇ ମାରିବାକୁ ଧମକ ଦେଇଛନ୍ତି। କେବଳ ସେତିକି ନୁହେଁ ଫତେପୁର ସିକ୍ରିର ସମସ୍ତ କଂଗ୍ରେସ କର୍ମୀଙ୍କୁ ମଧ୍ୟ ଗୁଡ୍ଡୁ ମାରିବାକୁ ଧମକ ଦେବା ସହ ଗଙ୍ଗା ମା’ଙ୍କ ରାଣ ଖାଇଛନ୍ତି। ହେଲେ ରାଜ ବାବ୍ବର ଏହା ଉପରେ ପ୍ରତିକ୍ରିୟା ଦେବାକୁ ଯାଇ ସାମାନ୍ୟ ହସି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଉପରେ ଟିକସ ବ୍ୟବସ୍ଥାକୁ ପରିବର୍ତ୍ତନ କଲେ ସରକାର, କମିବ ଦର!

ବେଙ୍ଗାଲୁରୁ,୧୭।୫: ମଦକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । କର୍ଣ୍ଣାଟକ ସରକାର ମଦ ଉପରେ ଟିକସ ଆଦାୟ କରିବାର ପଦ୍ଧତିକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି…

ଦେଶକୁ ନିଶାମୁକ୍ତ କରିବା ପାଇଁ ଶାହଙ୍କ ପ୍ରୟାସ ଆରମ୍ଭ; ନିଶାଦ୍ରବ୍ୟ ବିରୋଧରେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୫: ଭାରତକୁ ନକ୍ସଲବାଦରୁ ସଫଳତାର ସହିତ ମୁକ୍ତ କରିବା ପରେ, ସ୍ବରାଷ୍ଟମନ୍ତ୍ରୀ ଅମିତ ଶାହା ଏବେ ଦେଶକୁ ନିଶାମୁକ୍ତ କରିବା ପାଇଁ ଏକ ପ୍ରୟାସ ଆରମ୍ଭ କରିଛନ୍ତି।…

ଶୁଭେନ୍ଦୁ ସରକାରଙ୍କ ବୁଲଡୋଜର ଆକ୍ସନ, ହାଓଡା ରେଲଓ୍ବେ ଷ୍ଟେଶନ ବାହାରୁ ହଟାଇଲେ…

କୋଲକାତା,୧୭।୫: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ, ଶୁଭେନ୍ଦୁ ଅଧିକାରୀ ‘ଆକ୍ସନ ମୋଡ’ ରେ ଥିବା ଦେଖାଯାଉଛି। ସମଗ୍ର ବଙ୍ଗଳାରେ ଅରାଜକତା ବିରୁଦ୍ଧରେ ନିରନ୍ତର କାର୍ଯ୍ୟାନୁଷ୍ଠାନ…

ହର୍ମୁଜ ସଙ୍କଟ ମଧ୍ୟରେ, ଭାରତ ପାଇଁ ଆସିଲା ଦୁଇଟି ଖରାପ ଖବର, ଯାହା ଗଭୀର ଚିନ୍ତାର କାରଣ

ନୂଆଦିଲ୍ଲୀ,୧୭।୫: ସମଗ୍ର ବିଶ୍ୱ ହର୍ମୁଜ ଷ୍ଟ୍ରେଟ ସଙ୍କଟରୁ ସୃଷ୍ଟି ହୋଇଥିବା ତୈଳ ସଙ୍କଟ ସହିତ ସଂଘର୍ଷ କରୁଛି। ଏହା ମଧ୍ୟରେ, ଦୁଇଟି ଘଟଣା ସାମ୍ନାକୁ ଆସିଛି ଯାହା…

ତୈଳ ସଙ୍କଟ ମଧ୍ୟରେ ଆଶ୍ୱସ୍ତି: ହର୍ମୁଜ ଦେଇ ଭାରତରେ ପହଞ୍ଚିଲା ୨୦୦୦୦ ଟନ୍‌ର ଏଲ୍‌ପିଜି ଟ୍ୟାଙ୍କର

ନୂଆଦିଲ୍ଲୀ,୧୭ା୫: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ତୈଳ ଯୋଗାଣ ନେଇ ବିଶ୍ୱ ଚିନ୍ତା ମଧ୍ୟରେ ଭାରତକୁ କିଛିଟା ଆଶ୍ୱସ୍ତି ମିଳିଛି। ପ୍ରାୟ ୨୦୦୦୦ ଟନ୍‌ ଏଲପିଜି…

୨ଟି ଗ୍ୟାସ କନେକ୍ସନ ନେଇଥିଲେ ଜାଣି ନିଅନ୍ତୁ, ଜୁନ ୩୦ସୁଦ୍ଧା ହୋଇଯିବ ବନ୍ଦ! କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୫: ନୂଆ ନିୟମ ଅନୁଯାୟୀ, ଭାରତୀୟ ପରିବାରଗୁଡ଼ିକ ଏବେ LPG ସଂଯୋଗ କିମ୍ୱା PNG ସଂଯୋଗ ରଖିପାରିବେ କିନ୍ତୁ ଉଭୟ ନୁହେଁ। ଯଦି ଆପଣଙ୍କର ବର୍ତ୍ତମାନ ଉଭୟ…

ଛୁଟିଦିନରେ ଏତିକି ହେଲା ତେଲ ଦର; ଜାଣନ୍ତୁ ଆଜିର ପେଟ୍ରୋଲ-ଡିଜେଲ ଦର..

ନୂଆଦିଲ୍ଲୀ,୧୭।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ଶୁକ୍ରବାର ଠାରୁ ପେଟ୍ରୋଲ ଡିଜେଲ ପାଇଁ ନୂଆ ମୂଲ୍ୟ ଧାର୍ଯ୍ୟ କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri