
ଲଣ୍ଡନ,୨୨ା୪: ବ୍ରିଟେନ ରାଣୀ ଏଲିଜାବେଥ୍ ଦ୍ୱିତୀୟ ରବିବାର ୯୩ ବର୍ଷରେ ପଦାର୍ପଣ କରିଛନ୍ତି। ପଶ୍ଚିମ ଲଣ୍ଡନର ସେଣ୍ଟ୍ ଜର୍ଜ ଚାପେଲରେ ରାଜ ପରିବାର ସଦସ୍ୟମାନଙ୍କ ଗହଣରେ ରାଣୀ ଜନ୍ମଦିନ ଓ ଇଷ୍ଟର ପର୍ବ ପାଳନ କରିଥିଲେ। ପ୍ରତିବର୍ଷ ରାଣୀଙ୍କର ଦୁଇଟି ଜନ୍ମଦିନ ପାଳନ କରାଯାଇଥାଏ।
ଲଣ୍ଡନ,୨୨ା୪: ବ୍ରିଟେନ ରାଣୀ ଏଲିଜାବେଥ୍ ଦ୍ୱିତୀୟ ରବିବାର ୯୩ ବର୍ଷରେ ପଦାର୍ପଣ କରିଛନ୍ତି। ପଶ୍ଚିମ ଲଣ୍ଡନର ସେଣ୍ଟ୍ ଜର୍ଜ ଚାପେଲରେ ରାଜ ପରିବାର ସଦସ୍ୟମାନଙ୍କ ଗହଣରେ ରାଣୀ ଜନ୍ମଦିନ ଓ ଇଷ୍ଟର ପର୍ବ ପାଳନ କରିଥିଲେ। ପ୍ରତିବର୍ଷ ରାଣୀଙ୍କର ଦୁଇଟି ଜନ୍ମଦିନ ପାଳନ କରାଯାଇଥାଏ।
ଭାରତର ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଏବେ ଦିନକୁ ଦିନ ବିଷାକ୍ତ ହେବାରେ ଲାଗିଛି। କେବଳ ଦିଲ୍ଲୀ ନୁହେଁ, ବାୟୁପ୍ରଦୂଷଣ ଦୃଷ୍ଟିରେ ଦୁନିଆର ସବୁଠୁ ଅଧିକ ପ୍ରଦୂଷିତ...
କିଭ୍,୪ା୫: ଦୀର୍ଘ ୧୪ ମାସ ଧରି ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଏକ ଭୟଙ୍କର ଯୁଦ୍ଧ ଚାଲିଛି। ଉଭୟ ଦେଶର ସୈନ୍ୟବାହିନୀ ପରସ୍ପର ଉପରେ କ୍ରମାଗତ...
ରିଓ ଡି’ଜେନିରୋ, ୨୫ା୧- ବ୍ରାଜିଲିଆନ କ୍ଲବ ପାମାସର ୪ ଜଣ ଫୁଟବଲ ଖେଳାଳି ଏକ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। କୋଭିଡ୍ ଟେଷ୍ଟରେ ପଜିଟିଭ ଆସିବା...
ଦୁବାଇ,୨୦ା୧(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) ଭାରତର ଆଭ୍ୟନ୍ତରୀଣ ବ୍ୟାପାର ବୋଲି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା କହିଛନ୍ତି।...
ନ୍ୟୁୟର୍କ: ପାଳିତ ପ୍ରାଣୀଙ୍କ ପାଇଁ ବ୍ଲଡ୍ ବ୍ୟାଙ୍କ ଏବଂ ପ୍ଲାଜମା ସେଣ୍ଟର। ଏଠାରେ ସେମାନେ ରକ୍ତ ଦାନ କରିପାରିବେ। ଆବଶ୍ୟକସ୍ଥଳେ ରକ୍ତ ମଧ୍ୟ ନେଇପାରିବେ। ଗୃହପାଳିତ...
ବେଜିଂ,୨୮।୪: ସ୍ବାମୀଙ୍କ ଅଜାଣତରେ ସ୍ତ୍ରୀ ତାଙ୍କୁ ନପୁଂସକ ଔଷଧ ଦେଉଥିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ଚାଇନାର କେତେକ ମହିଳା ଗୁପ୍ତରେ...
ଜୁନ୍ ୨୪ରେ ଅପରେଟିଂ ସିଷ୍ଟମ୍ ଓ୍ବିଣ୍ଡୋଜ୍ର ନୂଆ ଭର୍ସନ ଆସିଯିବ। ପରେ ୨୦୨୫ ଅକ୍ଟୋବରରେ ମାଇକ୍ରୋସଫ୍ଟ ପକ୍ଷରୁ ଓ୍ବିଣ୍ଡୋଜ୍ ୧୦ ସପୋର୍ଟକୁ ବନ୍ଦ କରିଦିଆଯିବ ବୋଲି...
ତେହେରାନ,୪।୧ : ଆଫଗାନରେ ତାଲିବାନ ଶାସକ ମହିଳାଙ୍କ ଉଚ୍ଚଶିକ୍ଷା ନେଇ ପ୍ରତିବନ୍ଧକ ଘୋଷଣା କରିବା ପରେ ଇରାନ ବିଶ୍ୱବିଦ୍ୟାଳୟ ସେମାନଙ୍କ ପାଇଁ ନିଜର ଦ୍ୱାର ଖୋଲିଛି।...