ରାତିରେ ଏସବୁ ଖାଦ୍ୟ ଖାଇଲେ ବଢ଼ିଯାଏ ଓଜନ

ଆଜିକାଲି ଓଜନ ବଢ଼ିବା ସମସ୍ୟା ନେଇ ପ୍ରାୟ ସମସ୍ତେ ଚିନ୍ତିତ। ଏମିତି କିଛି ଖାଦ୍ୟ ରହିଛି ଯାହାକୁ ରାତିରେ ଶୋଇବା ପୂର୍ବରୁ ଖାଇଲେ ଓଜନ ବଢ଼ିବାର ଆଶଙ୍କା ରହିଥାଏ। ଜାଣନ୍ତୁ ଏ ସମ୍ପର୍କରେ…

– କଦଳୀ ଖାଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ। କିନ୍ତୁ ରାତିରେ ଶୋଇବା ପୂର୍ବରୁ କଦଳୀ ଖାଇଲେ ଓଜନ ବଢ଼ିବାର ଶତ ପ୍ରତିଶତ ଆଶଙ୍କା ରହିଥାଏ। ତେଣୁ ରାତିରେ କଦଳୀ ଖାଇବା ମନା।

– ସେହିପରି ରାତିରେ ଶୋଇବା ପୂର୍ବରୁ ବଟର୍‌ ଖାଇବା ଅନୁଚିତ। ବଟର ଖାଇଲେ ଓଜନ ଖୁବ୍‌ଶୀଘ୍ର ବଢ଼େ। ଏପରିକି ବଟରରେ ତିଆରି ହୋଇଥିବା କୌଣସି ଖାଦ୍ୟ ମଧ୍ୟ ରାତିରେ ଖାଇବା ଉଚିତ୍‌ ନୁହେଁ।

– ରାତିରେ ଶୋଇବା ପୂର୍ବରୁ ହ୍ବାଇଟ୍‌ ବ୍ରେଡ ଖାଇବା ଅନୁଚିତ। ଏହାକୁ ଖାଇଲେ ଉଚ୍ଚ ରକ୍ତଚାପ ବଢ଼ିବାର ଯଥେଷ୍ଟ ସମ୍ଭାବନା ଥାଏ। ଏଥିରେ ଫାଇବର ଭରପୂର ମାତ୍ରାରେ ରହିଛି। ଯେଉଁଥିପାଇଁ ଶରୀରରେ ଫ୍ୟାଟ ମାତ୍ରା ବଢ଼ିଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷଣ ବଦଳାଉଛି କରୋନା

କରୋନା ମହାମାରୀ ବ୍ୟାପିବାର ଦୁଇବର୍ଷ ବିତିଗଲାଣି। ବର୍ତ୍ତମାନ ପର୍ଯ୍ୟନ୍ତ ସାରା ବିଶ୍ୱରେ କୋଟି କୋଟି ଲୋକ ସଂକ୍ରମିତ ବି ହୋଇସାରିଛନ୍ତି। ଏହି ସମୟରେ କିଙ୍ଗ୍‌ସ କଲେଜ...

ସୁଖ ନିଦ୍ରା ଲାଗି…

ଏକ ସୁସ୍ଥ ଜୀବନ ଲାଗି ପ୍ରତିଦିନ ପର୍ଯ୍ୟାପ୍ତ ନିଦ୍ରା ନିତାନ୍ତ ଆବଶ୍ୟକ। ହେଲେ ବର୍ତ୍ତମାନ କାର୍ଯ୍ୟ ବ୍ୟସ୍ତତା ହେଉ କିମ୍ବା ଅନ୍ୟାନ୍ୟ କାରଣରୁ ଅଧିକାଂଶ ମହିଳା...

କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ ବ୍ୟକ୍ତ କରିଛନ୍ତି ଟୋକିଓ ୟୁନିଭର୍ସିଟିର...

ସହାୟକ ହୋଇପାରେ ୟୁଭି ଲ୍ୟାମ୍ପ୍‌

ନ୍ୟୁୟର୍କ,୧୧ା୫: ବିପଜ୍ଜନକ ଭାଇରସ୍‌କୁ ମାରିବା ପାଇଁ ଷ୍ଟେଶନ, ଉଡ଼ାଜାହାଜ ଓ ସ୍କୁଲଗୁଡ଼ିକରେ ଏକ ନୂଆ ପ୍ରକାର ଅତିବାଇଗଣି (ୟୁଭି) ଲ୍ୟାମ୍ପ୍‌ ବ୍ୟହବାର କରାଯାଇପାରିବ, ଯାହାକି କୋଭିଡ୍‌-୧୯...

କୋଭିଡ୍‌-୧୯ ଟିକାର ସଫଳତା

”ବିଦେଶୀ ଟିକାର ସଂରକ୍ଷଣ ବ୍ୟବସ୍ଥା ଭାରତରେ ଅନୁକୂଳ ନୁହେଁ। ଏହା ବିଯୁକ୍ତ ୮୦ ଡିଗ୍ରୀ (-୭୦ରୁ-୮୦) ସେଲସିୟସ ଉତ୍ତାପରେ ସୁରକ୍ଷିତ ରହିଥାଏ। ଏହାକୁ କୋଲ୍ଡ ଚେନ୍‌...

ବ୍ୟକ୍ତିତ୍ୱକୁ ପ୍ରଭାବିତ କରେ ଏକୁଟିଆପଣ

କେତେକ ବ୍ୟକ୍ତି ଏକୁଟିଆ ରହିବାକୁ ପସନ୍ଦ କରିଥାଆନ୍ତି। ଏହା ଅଭ୍ୟାସରେ ପରିଣତ ହୋଇଗଲେ ଏକୁଟିଆପଣର ପ୍ରଭାବ ବ୍ୟକ୍ତିତ୍ୱ ଉପରେ ପଡିବାର ଯଥେଷ୍ଟ ଆଶଙ୍କା ରହିଛି ବୋଲି...

ବନ୍ଦ ପରେ ଟ୍ୟାପ୍‌ରୁ ଟପ୍‌ ଟପ୍‌ ହୋଇ ପଡ଼ୁଛି କି ପାଣି …..

ବାସ୍ତୁଶାସ୍ତ୍ର ଅନୁଯାୟୀ, ଯଦି ରୋଷେଇ ଘର, ବାଥ୍‌ରୁମ କିମ୍ବା ଘରର ଅନ୍ୟ କୌଣସି ସ୍ଥାନରେ ଲଗାଯାଇଥିବା ଟ୍ୟାପକୁ ବନ୍ଦ କରାଯିବା ପରେ ମଧ୍ୟ ଟପ୍‌ଟପ୍‌ ହୋଇ...

ସହଜରେ ଚିହ୍ନଟ କରିହେବ ଫୁସ୍‌ଫୁସ୍‌ କ୍ୟାନ୍‌ସର

କଥାରେ ଅଛି-‘କ୍ୟାନ୍‌ସର ନୋ ଆନସର’। ହେଲେ ଆଜିକାଲି ଚିକିତ୍ସା ବିଜ୍ଞାନରେ ଦିନକୁ ଦିନ ନୂଆ ଚିକିତ୍ସା ପ୍ରଣାଳୀ ଅନୁସରଣ କରାଯାଉଛି। କେତେକ କ୍ୟାନ୍‌ସରକୁ ପ୍ରାରମ୍ଭିକ ଅବସ୍ଥାରୁ...

Advertisement
Archives

Model This Week