ରାତିରେ ଖୋଲା ରହିବ ତେଜରାଜି ଦୋକାନ: ଗୋଲେଇ ମଧ୍ୟରେ ରହି ସାମଗ୍ରୀ ଆଣିବାକୁ ପରାମର୍ଶ

ଭୁବନେଶ୍ୱର,୨୬।୩(ବ୍ୟୁରୋ)-ସମଗ୍ର ଦେଶ ଲକ୍‌ଡାଉନ୍‌ ରହିଛି। ଅତ୍ୟାବଶ୍ୟକ ସାମଗ୍ରୀ ତେଜରାତି ଦୋକାନରେ ଅସମ୍ଭବ ଭିଡ ପରିଲକ୍ଷିତ ହେଉଛି। ସେହି ଦୋକାନଗୁଡିକ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ଖୋଲା ରହୁଛି। ଏହା ସତ୍ତ୍ୱେ ବଡ ବଡ ମାର୍କେଟରେ ଲୋକମାନେ ପ୍ରବଳ ଜନ ଗହଳି କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ତେଜରାତି ଦୋକାନକୁ ରାତିରେ ମଧ୍ୟ ଖୋଲା ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ପଦକ୍ଷେପ ନେବାକୁ ଜିଲାପାଳ ଏବଂ ମହାନଗର ନିଗମ କମିଶନରମାନଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ସର୍କଲ କିମ୍ବା ଚାରିଛକ ମଧ୍ୟରେ ଦୂରତ୍ୱ ରଖି ଉପଭୋକ୍ତାମାନେ ଦୋକାନରୁ ସଉଦା ଆଣିବାକୁ କୁହାଯାଇଛି। ପ୍ରତ୍ୟେକ ଦୋକାନୀ ଏହି ନିର୍ଦ୍ଦେଶାବଳୀକୁ କଡାକଡି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ସହରରେ ତେଜରାତି, ପନିପରିବା, ଫଳମୂଳ, ଔଷଧ ଆଦିକୁ ହୋମ ଡେଲିଭରି କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ଏହାଛଡା ଭ୍ରାମ୍ୟମାଣ ଗାଡି ଯୋଗେ ଉକ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେବାକୁ ପରାମର୍ଶ ଦିଆଯାଇଛି। ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଂସ୍ଥାମାନେ ଟ୍ରଲି, ରିକ୍ସା କିମ୍ବା ୩ ଚିକିଆ ଠେଲା ଗାଡି ଜରିଆରେ ନିଜ ନିଜ ଅଞ୍ଚଳରେ ତେଜରାତି, ପନିପରିବା, ଫଳମୂଳ, ଔଷଧ ଇତ୍ୟାଦି ଆବଶ୍ୟକ ସାମଗ୍ରୀ ଯୋଗାଇ ଦେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri