ରାତିରେ ନିଦ ହେଉନାହିଁ କି… କରନ୍ତୁ ଏଭଳି

ପରିବର୍ତ୍ତିତ ଜୀବନଶୈଳୀ ଲାଗି ନିଦ୍ରାହୀନତା ଏକ ସାଧାରଣ ସମସ୍ୟାରେ ପରିଣତ ହେଲାଣି। ରାତିସାରା ଅନିଦ୍ରା ରହିବା ବା ନିଦ ନ ହେବା ଲାଗି ଅନେକ ଲୋକ ବିଭିନ୍ନ ଔଷଧ ଖାଇଥାନ୍ତି। ମାତ୍ର ଏହା ଅନେକାଂଶରେ କ୍ଷତିକାରକ ହୋଇଥାଏ। ଯଦି ଆପଣଙ୍କ ପାଖରେ ଏହି ସମସ୍ୟା ଦେଖାଯାଉଛି ତେବେ ଏହାକୁ ସାଧାରଣ ଭାବରେ ନିଅନ୍ତୁ ନାହିଁ ଏହା ଏକ ଗମ୍ଭୀର ସମସ୍ୟା ହୋଇପାରେ।

ଔଷଧ ବଦଳରେ ଏହି ସମସ୍ୟାକୁ ଦୂର କରିବା ଲାଗି ଜାଣନ୍ତୁ କିଛି ଉପଚାର।

– ବ୍ୟବହାର କରୁଥିବା ବେର୍ଡସିଟ୍‌କୁ ସବୁବେଳେ ସଫା ରଖିନ୍ତୁ। ଏପରିକି ତକିଆ ଖୋଳକୁ ପରିଷ୍କାର ରଖିବା ସହ ଆବଶ୍ୟକସ୍ଥଳେ ବଦଳାଇ ନୂଆ ବ୍ୟବହାର କରନ୍ତୁ। ଦେଖିବେ ଏହି ସମସ୍ୟା ଦୂର ହୋଇଯିବ।

-ରାତିରେ ଶୋଇବା ପୂର୍ବରୁ ଏକ ଘଣ୍ଟା ବୁଲାବୁଲି କରନ୍ତୁ। ଏପରି କରିବା ଫଳରେ ଶିଘ୍ର ନିଦ ହୋଇଥାଏ।

– ବିଛଣାକୁ ଯିବା ପୂର୍ବରୁ ଫୋନ୍‌, ଲାପ୍‌ଟପ୍‌ ଆଦିଠାରୁ ଦୂରେଇ ରହିବେ।

-ଖାଦ୍ୟ ଖାଇ ସାରିବା ପରେ ବିଛଣାକୁ ଯିବା ଅନେକ ଲୋକଙ୍କର ଅଭ୍ୟାସ ଥାଏ। ମାତ୍ର ଏପରି କରନ୍ତୁ ନାହିଁ। ଖାଇବାର କିଛି ସମୟ ପରେ ଶୋଇବାକୁ ଯାଆନ୍ତୁ।

ଏହି ଛୋଟ ଛୋଟ ଜିନିଷ ଉପରେ ଆପଣ ଧ୍ୟାନ ଦେଲେ ଆପଣଙ୍କୁ ନିଦ୍ରାହୀନତା ସମସ୍ୟାରୁ ମୁକ୍ତି ପାଇବା ଲାଗି ଔଷଧ ଖାଇବାକୁ ପଡ଼ିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନୋବେଲ ପୁରସ୍କାର ପଦାର୍ଥ ବିଜ୍ଞାନ-୨୦୧୯ : ବିଶ୍ୱର ଗଠନ ଓ ଇତିହାସ

”ଏହି ଅଜଣା ବସ୍ତୁର ନାମ ‘କୃଷ୍ଣବସ୍ତୁ’ ଓ ‘କୃଷ୍ଣଶକ୍ତି’ ଦିଆଯାଇଛି । ପରବର୍ତ୍ତୀ ଅଧ୍ୟୟନରୁ ଜଣାପଡ଼ିଛି ଯେ ବିଶ୍ୱରେ ୨୬ ପ୍ରତିଶତ ହେଉଛି କୃଷ୍ଣବସ୍ତୁ ଓ...

ସପୁରୀ ରସରେ ରହିଛି ଏପରି ଉପକାରୀ ଗୁଣ

ଋତୁ ଅନୁଯାୟୀ ମିଳୁଥିବା ଫଳ ଖାଇଲେ ଅନେକ ଶାରୀରିକ ସମସ୍ୟାକୁ ଦୂରେଇ ଦେଇହୁଏ। ବିଶେଷ କରି ଖରାଦିନେ ଓ ବର୍ଷାଦିନେ ଟିକେ ଅଧିକ ପରିମାଣରେ ସପୁରୀ...

ଦୃଷ୍ଟିଶକ୍ତିକୁ ପ୍ରଖର କରେ ଧନିଆ ପତ୍ର

ଧନିଆ ପତ୍ରରେ ଅନେକ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ନିୟମିତ ଖାଦ୍ୟ ତାଲିକାରେ ଏହାକୁ ସାମିଲ କଲେ ତାହା ଦୃଷ୍ଟି ଶକ୍ତିକୁ ପ୍ରଖର କରିଥାଏ ବୋଲି...

ଏସବୁ ରୋଗ ଦୂର କରେ କିସ୍‌ମିସ୍‌

କିସ୍‌ମିସ୍‌ ଖାଇବାକୁ ଯେତିକି ସ୍ବାଦିଷ୍ଟ ସେତିକି ଉପକାରୀ ମଧ୍ୟ। ଏହାର ଖଟାମିଟା ସ୍ବାଦ ଖାଦ୍ୟକୁ ସ୍ବତନ୍ତ୍ର କରିଦିଏ। ବିଶେଷକରି ଏହାକୁ ଖିରିରେ ପକାଇଲେ ସ୍ବାଦ ବହୁଗୁଣ...

ହୋମ୍‌ମେଡ ଫେସିଆଲ୍‌

ଏବେ ବିବାହ ସିଜନ୍‌ ଚାଲିଛି। ମହିଳାମାନେ ନିଜ ସୌନ୍ଦର୍ଯ୍ୟକୁ ବଢ଼ାଇବାକୁ ହେଲେ ସେମାନେ ପାର୍ଲର ଯିବାକୁ ପସନ୍ଦ କରୁଛନ୍ତି। କିନ୍ତୁ ଆପଣ ଜାଣିଛନ୍ତି କି, ଆପଣ...

ଛୋଟ ଛୋଟ କଥାକୁ ନେଇ ଅଧିକ ଚିନ୍ତା କରୁଛନ୍ତି କି? ହୋଇପାରେ ଏହସବୁ ସମସ୍ୟା…

ଅନେକ ବ୍ୟକ୍ତି ଅଛନ୍ତି ଯେଉଁମାନେ ଛୋଟ ଛୋଟ ସମସ୍ୟାକୁ ନେଇ ଅଧିକ ଚିନ୍ତିତ ହୋଇପଡନ୍ତି। ତେବେ ଏହାର ପ୍ରଭାବ ଶରୀର ଉପରେ ପଡିଥାଏ। ଏହା ବେଳେବେଳେ...

ସ୍ବା ସ୍ଥ୍ୟ ସୂ ଚ ନା

ବିଛଣାରୁ ଉଠିବା ପୂର୍ବରୁ କିଛି ସମୟ ଷ୍ଟ୍ରେଚିଙ୍ଗ ଏକ୍ସରସାଇଜ କରନ୍ତୁ। ଏହାଦ୍ୱାରା ରକ୍ତ ସଞ୍ଚାଳନ ଏବଂ ପାଚନକ୍ରିୟା ଆହୁରି ସକ୍ରିୟ ହୋଇଥାଏ। କେବଳ ସେତିକି ନୁହେଁ...

ଅଖାଦ୍ୟ ଘିଅ ପ୍ରତି ସାବଧାନ

ମନ୍ଦିରରେ ଦେବଦେବୀ ଦର୍ଶନ ପରେ ଆମକୁ ପ୍ରସାଦ ଭାବେ ଯେଉଁ ଘିଅ ବା ବଟର ମିଳିଥାଏ ତାହା ଖାଦ୍ୟ ଅନୁପଯୋଗୀ ହୋଇପାରେ ଏବଂ ଏପରି କି...

Coronavirus Update

Archives

Model This Week

Why Dharitri