ରାତିରେ ପାଟ୍ରୋଲିଂ ବେଳେ ବାଉଁଶ ବୋଝେଇ ମିନିଟ୍ରକ୍‌ ଜବତ

ଓଡ଼ଗାଁ,୧।୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବନାଞ୍ଚଳ କର୍ମଚାରୀମାନେ ଶନିବାର ରାତିରେ ପାଟ୍ରୋଲିଂ କରୁଥିବା ବେଳେ ଚେମେଡୀ -ସୁନୁସୁନିଆ ରାସ୍ତାରୁ
ଏକ କଣ୍ଟା ବାଉଁଶ ବୋଝେଇ ମିନିଟ୍ରକ୍‌ ଜବତ କରିଛନ୍ତି। ଜବତ ମିନିଟ୍ରକ୍‌ (ଓଡି ୨୫ଏ ୮୦୭୬)ରେ ୯୩ଟି କଣ୍ଟା ବାଉଁଶ ଚାଲାଣ ହେଉଥିବା ବେଳେ ବନ ବିଭାଗ କର୍ମଚାରୀମାନେ ଉକ୍ତ ରାସ୍ତାରେ କାବୁ କରିଥିଲେ। ପାଟ୍ରୋଲିଂ ଗାଡ଼ି ଦେଖି ଟ୍ରକ୍‌ ଚାଳକ ଓ ତାଙ୍କ ସହଯୋଗୀ ଫେରାର ହୋଇଯାଇଥିଲେ। ତେବେ ଜବତ ଗାଡ଼ିର ୨୦୧୦ରୁ ବୀମା ଓ ୨୦୧୪ରୁ ଫିଟ୍‌ନେସ ଓ ପ୍ରଦୂଷଣ ପ୍ରମାଣପତ୍ର ନ ଥିବା ଜଣାପଡ଼ିଛି। ଚଢ଼ାଉରେ ରେଞ୍ଜର ଜ୍ୟୋତିରଞ୍ଜନ ମାନସିଂହ, ବନରକ୍ଷୀ ପବିତ୍ର ପରିଡା ଓ ଅଶୋକ ମୁଦୁଲି ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବି କୋଭିଡ୍‌ ହସ୍ପିଟାଲ ସମ୍ମୁଖରେ ହୋହଲ୍ଲା

କଟକ ଅଫିସ, ୧୮।୫: ଏସ୍‌ସିବି ମେଡିକାଲ ପରିସରସ୍ଥ କୋଭିଡ୍‌ ହସ୍ପିଟାଲ ସମ୍ମୁଖରେ ସୋମବାର ସକାଳେ ରୋଗୀଙ୍କ ସମ୍ପର୍କୀୟମାନେ ହୋହଲ୍ଲା କରିଥିଲେ। କୋଭିଡ୍‌ ୱାର୍ଡ ଭିତରକୁ ରୋଗୀ...

ଶିଶୁକନ୍ୟା ଜନ୍ମ ହେବାରୁ ମା’ ହସ୍ପିଟାଲରୁ ଫେରାର

ବ୍ରହ୍ମପୁର ଅଫିସ,୧୭।୭: ଜଣେ ମା’ ଶିଶୁକନ୍ୟାଙ୍କୁ ଜନ୍ମ ଦେବା ପରେ ମେଡିକାଲରୁ ଫେରାର ହୋଇଯାଇଛନ୍ତି। ଏଭଳି ଘଟଣା ଶୁକ୍ରବାର ରାତିରେ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଘଟିଛି।...

ଆଗରେ ଚାଲିଛି ଶଙ୍ଖ: ତିର୍ତ୍ତୋଲରେ ୨୯,୯୮୭; ବାଲେଶ୍ୱରରେ ୮୬୬୧ ଭୋଟରେ ଆଗୁଆ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ପାଇଁ ଗଣତି ଜାରି ରହିଛି। ଉଭୟ ଆସନରେ ଭାଜପାକୁ ପଛରେ ପକାଇଛି ବିଜେଡି। ତିର୍ତ୍ତୋଲ ବିଧାନସଭାରେ ୨୦...

ଜମି ନେଇ କମ୍ପାନୀ ନୀରବ

ଯାଜପୁର ଅଫିସ,୧୫ା୬: ରାଜ୍ୟ ସରକାର ଶିଳ୍ପ ସହ ନିଯୁକ୍ତିକୁ ଗୁରୁତ୍ୱ ଦେଇ କଳିଙ୍ଗନଗର ଶିଳ୍ପାଞ୍ଚଳକୁ ସ୍ବତନ୍ତ୍ର ଶିଳ୍ପ ଜୋନ ଭାବେ ପରିଗଣିତ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି।...

୮୦୬ ଗାଡ଼ି ଜବତ

କେନ୍ଦୁଝର, ୭ା୪(ଡି.ଏନ୍‌.ଏ./ସ୍ବ.ପ୍ର.)- ଲକ୍‌ ଡାଉନ କଟକଣା ଉଲ୍ଲଂଘନ କାରଣରୁ କେନ୍ଦୁଝର ଜିଲାରେ ୮୦୬ ଗାଡ଼ି ଜବତ ହୋଇଛି। ୫୫ ଜଣଙ୍କ ନାମରେ ପୋଲିସ ମାମଲା ରୁଜୁ...

ଚେନ୍ନାଇରେ ଫସିଛନ୍ତି ସାନଖେମୁଣ୍ଡିର ବହୁ ଶ୍ରମିକ

ପାଟପୁର,୨୫ା୩-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ୬ ଗ୍ରାମାଞ୍ଚଳର ପ୍ରାୟ ୧ ହାଜରରୁ ଊର୍ଦ୍ଧ୍ୱ ଶ୍ରମିକ ଚେନ୍ନାଇର ଗିନ୍ଧି ଅଞ୍ଚଳରେ ଫସି ରହିଛନ୍ତି। ପ୍ରଶାସନସ୍ତରରେ ଉଦ୍ୟମ କରାଯାଇ...

ବୋଲେରୋକୁ ଧକ୍କା ଦେଇ ୧୦ ଫୁଟ ତଳକୁ ଖସିଲା କଣ୍ଟେନର, ଜଣଙ୍କ ଜୀବନ ଗଲା, ତଳେ ଫସି ରହିଛନ୍ତି ୨

ବାଲେଶ୍ୱର ଅଫିସ,୧୮।୨: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ଗାନ୍ଧିଛକ ନିକଟରେ ବୋଲେରୋକୁ ଧକ୍କା ଦେଇ ୧୦ ଫୁଟ ତଳକୁ...

ରାସ୍ତା କଡ଼ରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

ଭଦ୍ରକ ଅଫିସ,୨୯।୮: ଭଦ୍ରକ ଟାଉନ ପୋଲିସ ଗୁରୁବାର ବାଇପାସ୍‌ ଛକ ନିକଟରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଜବତ କରିଛି। ଯୁବକଙ୍କ ଦୁଇ ହାତରେ ସାଲାଇନ...

Advertisement
Archives

Model This Week