ରାତିରେ ଶୋଇବା ପୂର୍ବରୁ ଗ୍ରୀନ୍‌ ଟି ପିଇବା କେତେଦୂର ଠିକ୍‌

ଶରୀର ଲାଗି ଗ୍ରୀନ୍‌ ଟି ଉପକାରୀ। ଏହା କୋଲେଷ୍ଟରଲ କମ୍‌ କରିବା ସହ ହୃଦ୍‌ଘାତରୁ ଆରମ୍ଭ କରି ଷ୍ଟ୍ରୋକ୍‌ ପର୍ଯ୍ୟନ୍ତ ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ। କେହି କେହି ସକାଳେ ଗ୍ରୀନ୍‌ ଟି ପିଇବାକୁ ଭଲ ପାଉଥିବା ବେଳେ କେହି ରାତିରେ ଶୋଇବା ପୂର୍ବରୁ ପିଇଥାନ୍ତି। ତେବେ ଗ୍ରୀନ୍‌ ଟି ଶୋଇବା ପୂର୍ବରୁ ପିଇବା କେତେଦୂର ଠିକ୍‌ ଜାଣନ୍ତୁ।

ତେବେ ଅନେକଙ୍କର ଏହି ଅଭ୍ୟାସ ଥିଲେ ମଧ୍ୟ ଏହାକୁ ବଦଳାଇବା ଜରୁରୀ । କାରଣ ଏହା କରିବା ଦ୍ୱାରା ନିଦ ଠିକ୍‌ରେ ହୋଇ ନ ଥାଏ। ଏହାଛଡା ୯୫ ମିଲିଗ୍ରାମ ଗ୍ରୀନ୍‌ ଟିରେ ଏକ କପ୍‌ କପିରୁ ୩ ଗୁଣ କପିଏନ୍‌ ବା ଉତ୍ତେଜକ ପଦାର୍ଥ ରହିଥାଏ, ଯାହା ନିଦ ହେବାକୁ ଦେଇ ନ ଥାଏ।

ନ୍ୟୁଟ୍ରେଶନ ସାରହା ଆଡଲରଙ୍କ କହିବା ଅନୁଯାୟୀ ରାତିରେ ଶୋଇବା ପୂର୍ବରୁ ଗ୍ରୀନ୍‌ ଟି ପିଇବା ଫଳରେ ଉତ୍ତେଜକ ପଦାର୍ଥ ଶରୀରକୁ ଯାଇ ନିଦ ଖରାପ କରିଥାଏ। ଏହା ଏକ ଖରାପ ଅଭ୍ୟାସ ହୋଇଥାଏ। ଦିନକୁ ୨ କପ୍‌ ଗ୍ରୀନ୍‌ ଟି ଶରୀର ଲାଗି ଯଥେଷ୍ଟ ହୋଇଥାଏ।

କିଡ୍‌ନୀଷ୍ଟୋନରେ ଆକ୍ରାନ୍ତ ବ୍ୟକ୍ତି ଏହାକୁ ପିଇବା ଠିକ୍‌ ହୋଇ ନ ଥାଏ। ଏହାର ଅନେକ ଉପକାରୀ ଗୁଣ ଥିଲେ ମଧ୍ୟ ରାତିରେ ଏହାର ସେବନ ସ୍ବାସ୍ଥ୍ୟଲାଗି କ୍ଷତିକାରକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ସମୟରେ ଏହି ଗଛ ତଳେ ଠିଆ ହେଲେ ହୋଇପାରେ ମୃତ୍ୟୁ, ଜାଣନ୍ତୁ ଏହାର ପ୍ରକୃତ ରହସ୍ୟ…

ବିଶ୍ୱରେ ଅନେକ ପ୍ରକାରର ଗଛ ଏବଂ ଉଦ୍ଭିଦ ରହିଛି। ଯାହା ମଧ୍ୟରୁ ଅନେକ ଅଦ୍ଭୁତ ଏବଂ କିଛି ଅତ୍ୟନ୍ତ ବିପଦପୂର୍ଣ୍ଣ। ଆଜି ଆମେ ଆପଣଙ୍କୁ ଏପରି ଏକ…

ସ୍କୁଲ ଯାଉଥିଲେ ରୋନକ, ଧକ୍କା ଦେଲା ବସ୍‌: ଆଉ ତା’ପରେ…

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ):ବରଗଡ ଘରୋଇ ବସଷ୍ଟାଣ୍ଡ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ…

ଇରାନ-ଆମେରିକା ମଧ୍ୟରେ ପୁଣି ହେଲା ସିଧାସଳଖ ଯୁଦ୍ଧ, ଆମେରିକାର ଆକ୍ରମଣ ପରେ ସିଧା ଜବାବ ରଖିଲା ଇରାନ

ତେହରାନ,୮।୭: ହର୍ମୁଜ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ପରେ, ଆମେରିକା ଏବଂ ଇରାନ ଏବେ ସିଧାସଳଖ ମୁହାଁମୁହିଁ ହୋଇଛନ୍ତି। ହର୍ମୁଜ ପ୍ରଣାଳୀରେ ଆକ୍ରମଣ ପରେ ଦୁଇ ଦେଶ…

ବ୍ରେକ୍‌ ବଦଳରେ କାର୍‌ ଏକ୍ସିଲେଟର ଦବାଇ ଦେଲେ ମହିଳା: ଆଉ ତା’ପରେ ଘଟିଗଲା…

ନୋଏଡା,୮।୭: ଗ୍ରେଟର ନୋଏଡା ପଶ୍ଚିମର ବିସରାଖ ପୋଲିସ ଷ୍ଟେଶନ ଅଞ୍ଚଳର ପଞ୍ଚଶୀଳ ଗ୍ରୀନ-୨ ସୋସାଇଟି ବାହାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ରିପୋର୍ଟ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri